Posted inଜାତୀୟ

୯୦୦ ବେଆଇନ ଗର୍ଭପାତ କରାଇଥିବା ଡାକ୍ତର ଗିରଫ

ବେଙ୍ଗାଲୁରୁ,୨୮।୧୧: ତିନି ବର୍ଷ ମଧ୍ୟରେ ୯୦୦ ବେଆଇନ ଗର୍ଭପାତ କରାଇଥିବା ଜଣେ ଡାକ୍ତର ଏବଂ ତାଙ୍କ ଲ୍ୟାବ ଟେକ୍ନିସିଆନଙ୍କୁ ବେଙ୍ଗାଲୁରୁ ପୋଲିସ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଚନ୍ଦନ ବଲାଲ ଏବଂ ଲ୍ୟାବ ଟେକ୍ନିସିଆନ ନିସର ବୋଲି ଜଣାପଡିଛି। ଉଭୟ ଗର୍ଭପାତ ପାଇଁ ପ୍ରତ୍ୟେକଙ୍କଠାରୁ ପ୍ରାୟ ୩୦ ହଜାର ଟଙ୍କା ଆଦାୟ କରୁଥିଲେ। ଏହି ମାସ ଆରମ୍ଭରେ ହସ୍ପିଟାଲ ମ୍ୟାନେଜର ମୀନା ଏବଂ ରିସେପସନିଷ୍ଟ ରିଜମା ଖାନଙ୍କୁ ଗିରଫ କରାଯାଇଥିଲା।
ଗତ ମାସରେ ପୋଲିସ ଏକ ଗର୍ଭବତୀ ମହିଳାଙ୍କୁ ଏକ କାରରେ ଗର୍ଭପାତ କରାଇବା ସମୟରେ ମହୀସୁର ନିକଟ ମାଣ୍ଡିଆରେ ଲିଙ୍ଗ ନିର୍ଣ୍ଣୟ ଏବଂ ଗର୍ଭପାତ ରାକେଟକୁ ଧରି ଗିରଫ କରିଥିଲା। ଏହି ସମୟରେ ସବୁ ଘଟଣାର ପର୍ଦ୍ଦାଫାସ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?