ଇରାନରେ ଫସିଛନ୍ତି ୯୦୦୦ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୧୨ା୩: ଇରାନରେ ୯୦୦୦ ଭାରତୀୟ ଫସି ରହିଛନ୍ତି। ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ ସୂଚନା ଦେଇ କହିଛନ୍ତି, ଏହି ୯ ହଜାରଙ୍କ ମଧ୍ୟରେ ଛାତ୍ର, ବ୍ୟବସାୟୀ, କର୍ମଜୀବୀ ଏବଂ ତୀର୍ଥଯାତ୍ରୀ ଫସି ରହିଛନ୍ତି। ଅନେକ ଭାରତୀୟ ନାଗରିକ ଓ ଅଧିକାଂଶ ଛାତ୍ର ଘରକୁ ଫେରିଛନ୍ତି। ତେହରାନରେ ରହୁଥିବା ଅନ୍ୟ ସୁରକ୍ଷିତ ସ୍ଥାନ ଓ ସହରଗୁଡ଼ିକୁ ଅନେକଙ୍କୁ ସ୍ଥାନାନ୍ତରିତ କରାଯାଇଛି।

ଯେଉଁମାନେ ଆଜରବାଇଜାନ ଏବଂ ଆର୍ମେନିଆ ଦେଇ ଯିବାକୁ ଚାହୁଁଛନ୍ତି ସେମାନଙ୍କୁ ଭିଜା ଏବଂ ସ୍ଥଳ ସୀମା କ୍ରସିଂ ସହିତ ସହାୟତା କରୁଛୁ ଯାହା ଦ୍ୱାରା ସେମାନେ ବାଣିଜିକ୍ୟ ବିମାନରେ ଫେରିପାରିବେ। ତେହରାନରେ ଆମର ମିଶନ ସମ୍ପ୍ରଦାୟ ସହିତ ନିରନ୍ତର ଯୋଗାଯୋଗରେ ରହିଛି ଏବଂ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରୁଛି।

ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ୩ ଥର ଆଲୋଚନା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବିଜୟ ପରେ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର: ଭାଜପା ଶୁଣିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ବିଜୟୀ ହେବା ପରେ ଜନ ସୁରାଜର ସଂସ୍ଥାପକ ପ୍ରଶାନ୍ତ କିଶୋର ଏହି ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର ସଙ୍କେତ…

ମୁଖ୍ୟମନ୍ତ୍ରୀ ଥଲାପତି ବିଜୟଙ୍କୁ ସୁପ୍ରିମକୋର୍ଟଙ୍କ ଜୋରଦାର ଝଟ୍‌କା! ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ଏମ. କେ. ଷ୍ଟାଲିନ ସରକାରଙ୍କ ପରେ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଜୋସେଫ ସରକାର ମଧ୍ୟ ରାଜ୍ୟର ଥିରୁପରନକୁନ୍ଦ୍ରମ ପାହାଡ଼ରେ ପବିତ୍ର ଦୀପ ପ୍ରଜ୍ୱଳନ ବିରୋଧରେ…

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ, ଷ୍ଟାଲିନଙ୍କ ବିରୋଧରେ NCWରେ ଅଭିଯୋଗ କଲା TVK

ନୂଆଦିଲ୍ଲୀ,୪।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ବିରୁଦ୍ଧରେ ଜାତୀୟ ମହିଳା ଆୟୋଗ (NCW)ରେ ଅଭିଯୋଗ ଦାଖଲ କରିଛି ଥଲାପତି ବିଜୟଙ୍କ ପାର୍ଟି TVK । ତଞ୍ଜାଭୁରରେ…

ଅତ୍ୟଧିକ ଆତ୍ମବିଶ୍ୱାସ ଭାଜପାକୁ ପଡିଲା ମହଙ୍ଗା! ଶୋଚନୀୟ ପରାଜୟ ପରେ ମୁହଁ ଖୋଲିଲେ ନୀତିନ ନବୀନ, କହିଲେ…

ପାଟନା,୪।୮: ଦେଶର ତିନୋଟି ରାଜ୍ୟର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ସୋମବାର ପ୍ରକାଶ ପାଇଛି। ବିହାରର ବାଙ୍କିପୁର ଏବଂ ମଧ୍ୟପ୍ରଦେଶର ଦାତିଆ ଆସନରେ ଅନୁଷ୍ଠିତ ଉପନିର୍ବାଚନରେ…

ଅଭିଜିତଙ୍କ ନାଁରେ ସାଂଘାତିକ ଅଭିଯୋଗ: ତୁରନ୍ତ ଗିରଫ କରିବାକୁ ତେଜିଲା ଦାବି

ନୂଆଦିଲ୍ଲୀ,୪।୮: ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଫୈଜାନ ଅନସାରୀ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଡିପକେଙ୍କ ବିରୋଧରେ ଦିଲ୍ଲୀ ପୋଲିସରେ ଏକ ଲିଖିତ ଅଭିଯୋଗ ଦାଖଲ…

ନିଜ ଗଡ଼ରେ ହାରିବା ପରେ ଚିନ୍ତାରେ ଭାଜପା: ରଣନୀତିରେ ହେବ ବଡ଼ ପରବର୍ତ୍ତନ

ପାଟନା,୪।୮: ବାଙ୍କିପୁର ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କୁ ବିହାରରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ବିକଳ୍ପ ଭାବରେ…

ଟ୍ରମ୍ପଙ୍କ ଉପରେ ବଢିବ ଚାପ! ଭାରତ ସମେତ ୬୦ ଦେଶ ଉପରେ ଲାଗୁ ହୋଇଥିବା ଶୁଳ୍କ ଉପରେ ମାମଲା ରୁଜୁ କଲେ ୨୫ଟି ଆମେରିକା ରାଜ୍ୟ

ଓ୍ବାଶିଂଟନ,୪।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ଶୁଳ୍କ ନୀତି ପୁଣି ଥରେ ଆଇନଗତ ବିବାଦରେ ଫସିଛି। ଡେମୋକ୍ରାଟମାନଙ୍କ ଦ୍ୱାରା ଶାସିତ ୨୫ଟି ଆମେରିକା ରାଜ୍ୟ ଟ୍ରମ୍ପ…

ଆମେରିକାରେ ହଇଚଇ! ଇରାନ ଉପରେ ଆକ୍ରମଣ ଯୋଜନା ଲିକ; ଏମାନଙ୍କୁ ଦାୟୀ କଲେ ଟ୍ରମ୍ପ…

ଓ୍ବାଶିଂଟନ,୪।୮: ଘଟଣାକ୍ରମ ପରେ, ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ ଯୋଜନା ବନ୍ଦ କରିଛି। ଟ୍ରମ୍ପ ଏହି ନିଷ୍ପତ୍ତି ପାଇଁ କାତାର ଏବଂ ୟୁଏଇର ମଧ୍ୟସ୍ଥତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri