Posted inଜାତୀୟ

ଘର ଖାଲି କରିବାକୁ ଚନ୍ଦ୍ରାବାବୁଙ୍କୁ ନୋଟିସ

ହାଇଦ୍ରାବାଦ ୨୨ା୯ : ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ଟିଡିପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କୁ ଅମରାବତୀସ୍ଥିତ ଭଡ଼ା ଘର ୭ ଦିନ ମଧ୍ୟରେ ଭାଙ୍ଗି ଖାଲି କରିବାକୁ ନୋଟିସ ଦିଆଯାଇଛି। ବେଆଇନ ନିର୍ମାଣକୁ ୭ ଦିନ ମଧ୍ୟରେ ଭାଙ୍ଗିବା ଲାଗି ଘର ମାଲିକ ଲିଙ୍ଗାମାନେନି ରମେଶଙ୍କ ବିରୋଧରେ ଗତ ୧୯ ତାରିଖରେ ନୋଟିସ ଜାରି କରାଯାଇଥିଲା।


All Right Reserved By Dharitri.Com

ସୁପ୍ରିମକୋର୍ଟରେ ପୁନର୍ବିଚାର ଆବେଦନ କଲେ ନିର୍ଭୟା ମାମଲାର ଦୋଷୀ

ନୂଆଦିଲ୍ଲୀ,୧୦।୧୨: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ଅକ୍ଷୟ କୁମାର ସିଂ ମଙ୍ଗଳବାର ସୁପ୍ରିମକୋର୍ଟରେ ପୁନର୍ବିଚାର ଆବେଦନ କରିଛନ୍ତି। ଅନ୍ୟ ଦୋଷୀମାନଙ୍କ ଭଳି ଅକ୍ଷୟଙ୍କୁ ମଧ୍ୟ ଟ୍ରାଏଲ...

ଆନ୍ଧ୍ରପ୍ରଦେଶର ୩ ରାଜଧାନୀ ଫର୍ମୁଲା: ଆଜି ଲାଗିପାରେ ମୋହର, ଅମରାବତୀରେ ୧୪୪ ଧାରା ଜାରି

ହାଇଦ୍ରାବାଦ,୨୭।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ସରକାର ରାଜ୍ୟରେ ତିନି ରାଜଧାନୀ କରିବାର ଯୋଜନା ଉପରେ ଶୁକ୍ରବାର ମୋହର ଲଗାଇପାରନ୍ତି। ଆଜି ରାଜ୍ୟ କ୍ୟାବିନେଟର...

୧୦୯ ଘଣ୍ଟା ପରେ ବୋର୍‌ ଓ୍ବେଲ୍‌ରୁ ଉଦ୍ଧାର ହୋଇ ଜୀବନ ହାରିଲେ ୨ ବର୍ଷ ଶିଶୁ ଫତେହବୀର

ଚଣ୍ଡିଗଡ଼, ୧୧।୬: ପଞ୍ଜାବର ସଙ୍ଗରୁର୍‌ ଅଞ୍ଚଳରେ ୨ ବର୍ଷ ଶିଶୁ ଫତେହବୀର ସିଂ ଏକ ଖୋଲା ବୋର୍‌ଓ୍ବେଲ୍‌ରେ ଅସାବଧାନତାରୁ ଖସିପଡ଼ିଥିଲା। ଜୁନ୍‌ ୬ ସନ୍ଧ୍ୟାଠାରୁ ୨୬...

ବିଜୟ ଜ୍ୟୋତି ସହ ଦ୍ରାସ୍‌ରେ ଦୌଡିଲେ କାରଗିଲ୍‌ ହିରୋ

ନୂଆଦିଲ୍ଲୀ: କାରଗିଲ୍‌ ଯୁଦ୍ଧରେ ପାକିସ୍ତାନୀ ସେନାର ମୋର୍ଟାର ଆକ୍ରମଣରେ ଡାହାଣ ଗୋଡ଼ ହରାଇଥିଲେ ମେଜର ଦେବେନ୍ଦ୍ର ପାଲ୍‌ ସିଂହ। କାରଗିଲ୍‌ ବିଜୟ ଦିବସ ଉପଲକ୍ଷେ ବିଜୟ...

ଆର୍‌ଏସ୍‌ଏସ୍‌ ସମେତ ୧୯ଟି ସଂଗଠନର ପଦାଧିକାରୀଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ନୀତୀଶଙ୍କ ନିର୍ଦ୍ଦେଶ: ସ୍ପେଶାଲ ବ୍ରାଞ୍ଚ୍‌କୁ ଦାୟିତ୍ୱ

ପାଟନା,୧୭।୭: ବିହାରରେ ନୀତୀଶ କୁମାରଙ୍କ ମେଣ୍ଟ ସରକାର ରାଜ୍ୟର କେତେକ ସଂଗଠନ ସମ୍ପର୍କରେ ତଥ୍ୟ ସଂଗ୍ରହ ପ୍ରକ୍ରିୟା ଜାରି ରଖିଛନ୍ତି। ଏହା ଅନ୍ତର୍ଗତ ରାଜ୍ୟରେ କାର୍ଯ୍ୟକରୁଥିବା...

ଅଭିଯୁକ୍ତ ବଳାତ୍କାରୀଙ୍କୁ ଏନ୍‌କାଉଣ୍ଟର ଦ୍ୱାରା କରାଯାଇନି ନ୍ୟାୟ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର  ପ୍ରତିଶୋଧ ପରାୟଣ ହୋଇ କରାଯାଇଛି। ଏହି ଘଟଣାରେ ନ୍ୟାୟ କରାଯାଇ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି...

ହୋଟେଲ ଛାଡିବେ ବିଧାୟକ

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାରେ ଉଦ୍ଧବ ଠାକରେଙ୍କ ସରକାର ଆସ୍ଥା ଭୋଟରେ ଜିତିବା ପରେ ରବିବାର ମଧ୍ୟ ବାଚସ୍ପତି ନିର୍ବାଚନ ସରିଛି। ଏଥିରେ କଂଗ୍ରେସ ନେତା ନାନା...

ପୋଲିସକୁ ଝଟକା, ଓକିଲଙ୍କ ଉପରେ ନିଆଯିବନି କାର୍ଯ୍ୟାନୁଷ୍ଠାନ: ହାଇକୋର୍ଟ

ନୂଆଦିଲ୍ଲୀ,୬।୧୧: ଦିଲ୍ଲୀରେ ପୋଲିସ ଓ ଓକିଲଙ୍କ ବିବାଦ ଥମିବାର ନାଁ ନେଉନି। ତିସ୍‌ ହଜାରୀ ହିଂସା ମାମଲାରେ ବୁଧବାର ହାଇକୋର୍ଟରୁ ପୋଲିସକୁ ଆଉ ଏକ ଝଟକା...

Leave a comment

Your email address will not be published. Required fields are marked *