Posted inଜାତୀୟ

ଲିଭ୍‌ ଇନ୍‌ରେ ରହୁଥିବା ମହିଳା ଅଧିକ ଦୁଃଖି: ସର୍ଭେ ରିପୋର୍ଟ ଲୋକାର୍ପଣ କରିବେ ଆର୍‌ଏସ୍‌ଏସ୍‌ ପ୍ରମୁଖ

ନୂଆଦିଲ୍ଲୀ,୨୨।୯: ସମ୍ପ୍ରତି ଦେଶରେ ଲିଭ୍‌ ଇନ୍‌ରେ ରହିବା ମହିଳା ପୁରୁଷଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଏଭଳି ସମ୍ପର୍କରେ ରହୁଥିବା ମହିଳା ଅଧିକ ଦୁଃଖୀ। ଏନେଇ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ୍‌ ମଙ୍ଗଳବାର ଏକ ସର୍ଭେ ରିପୋର୍ଟ ଲୋକାର୍ପଣ କରିବେ। ବିବାହିତା ମହିଳା ଅଧିକ ସୁଖୀ ବୋଲି ଏହି ରିପୋର୍ଟ ପ୍ରସ୍ତୁତ କରିଥିବା ପୁଣେର ସର୍ଭେ ସଂସ୍ଥା ଦୃଷ୍ଟି ସ୍ତ୍ରୀ ଅଧ୍ୟୟନ ପ୍ରବୋଧନ କେନ୍ଦ୍ର ପକ୍ଷରୁ ଦାବି କରାଯାଇଛି। ଏହି ସଂସ୍ଥା ଆର୍‌ଏସ୍‌ଏସ୍‌ ସହିତ ଜଡ଼ିତ ରହିଥିବା କୁହାଯାଉଛି।


All Right Reserved By Dharitri.Com

ହନିଟ୍ରାପ ଜାଲରେ ବଲିଉଡ୍‌ ଅଭିନେତ୍ରୀ

ଭୋପାଲ,୨୬।୯: ହନିଟ୍ରାପର ଖୁଲାସା ହେବା ପରେ ମଧ୍ୟପ୍ରଦେଶରେ ହଇଚଇ ସୃଷ୍ଟି ହୋଇଛି। ଏହି ମାମଲାରେ ଏସ୍‌ଆଇଟି ଟିମ୍‌ ଯାଞ୍ଚ କରୁଥିବା ବେଳେ ପ୍ରତିଦିନ ଏନେଇ ନୂଆ...

ଆନନ୍ଦ ମହିନ୍ଦ୍ରାଙ୍କ ହସ୍ତକ୍ଷେପ ପରେ ମାତ୍ର ୧ ଟଙ୍କାରେ ଇଡ଼ଲି, ସମ୍ବର ବିକୁଥିବା ୮୦ବର୍ଷୀୟ ମାଉସୀଙ୍କୁ ମିଳିଲା ଗ୍ୟାସ୍‌ କନେକ୍ସନ

କୋଏମ୍ବାଟୁର, ୧୨।୯:ତାମିଲନାଡୁ କୋଏମ୍ବାଟୁର୍‌ରେ ମାତ୍ର ୧ ଟଙ୍କାରେ ଇଡ଼ଲି, ସମ୍ବର ବିକୁଥିବା ୮୦ବର୍ଷୀୟ ମାଉସୀ କମଲାଥଲଙ୍କୁ ଗ୍ୟାସ୍‌ କନେକ୍ସନ ଯୋଗାଇ ଦିଆଯାଇଛି।ବିଶିଷ୍ଟ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରାଙ୍କ...

ହିମମାନବ ପାଦଚିହ୍ନ ଜାରିକଲା ସେନା

ନୂଆଦିଲ୍ଲୀ,୧।୫: ପିଲାବେଳେ ବହିରେ ପଢିଥିବା ହିମମାନବକୁ ନେଇ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଆଲୋଚନା କରାଯାଏ। ଏବେ କିନ୍ତୁ ଭାରତୀୟ ସେନା ଏହି ହିମମାନବର ଉପସ୍ଥିତି...

ୟୁପିରେ ୪ ନକଲି ଖବରଦାତା ଗିରଫ

ଲକ୍ଷ୍ନୌ, ୨୫ା୮: ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରୁ ପୋଲିସ ୪ ଜଣ ନକଲି ଖବରଦାତାଙ୍କୁ ଗିରଫ କରିଛି। ସେମାନେ ବିଭିନ୍ନ ପୋଲିସ ଅଧିକାରୀଙ୍କୁ ଧମକଚମକ ଦେଇଆସୁଥିଲେ। ସେମାନଙ୍କ...

ଗୁଡ଼ି ସୂତାରେ କଟି ୧୨ଶହରୁ ଊର୍ଦ୍ଧ୍ୱ ପକ୍ଷୀ ଆହତ; ୧୫୦ ମୃତ

ନୂଆଦିଲ୍ଲୀ,୧୭।୮: ସ୍ବାଧୀନତା ଦିବସ ଓ ରାଖୀ ପୂର୍ଣ୍ଣିମା ଅବସରରେ ରାଜଧାନୀବାସୀ ଖୁବ୍‌ ମଜାରେ ଗୁଡି ଉଡାଇଥିଲେ। ହେଲେ ଏହାର ପରିଣାମ ଭୋଗିବାକୁ ପଡିଛି ନିରିହ ପକ୍ଷୀମାନଙ୍କୁ।...

ଚିରାଗ ପାଶଓ୍ବାନ ହେଲେ ଏଲ୍‌ଜେପି ମୁଖ୍ୟ

ନୂଆଦିଲ୍ଲୀ,୫।୧୧: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ର ଅଧ୍ୟକ୍ଷ ତଥା କେନ୍ଦ୍ରମନ୍ତ୍ରୀ ରାବବିଳାସ ପାଶଓ୍ବାନ ନିଜ ରାଜନୈତିକ କମାଣକୁ ପୁଅ ଚିରାଗ ପାଶଓ୍ବାନଙ୍କ ହାତରେ ସମର୍ପି ଦେଇଛନ୍ତି। ମଙ୍ଗଳବାର...

ରାଜୀବଙ୍କ ମୁଣ୍ଡରେ ଖଣ୍ଡା

ନୂଆଦିଲ୍ଲୀ,୨୭ା୫(ପି.ଟି.): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ବିରୋଧରେ ସିବିଆଇ ଲୁକ୍‌ ଆଉଟ୍‌ ନୋଟିସ ଜାରି କରିଛି। ଏଥିସହିତ...

ସକାଳେ ପିଇଲେ ମଲ୍ଲୀ ପତ୍ର ରସ ମିଳିବ ଏସବୁ ଫାଇଦା…

ନିୟମିତ ମଲ୍ଲୀ ପତ୍ର ରସ ଚାମୁଚେ ପିଇଲେ ଅନେକ ଉପକାର ମିଳିଥାଏ। ଏହା କୃମି ନାଶ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଚର୍ମ ରୋଗରେ...

Leave a comment

Your email address will not be published. Required fields are marked *