ରାଜ୍ୟରେ ଆଜି ଚିହ୍ନଟ ହେଲେ ୯୦୨ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୩,୦୭,୯୦୬କୁ ବୃଦ୍ଧି

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୯୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୫୨୩ଟି କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୩୭୯ ଲୋକାଲ କେସ୍‌ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୫୦, ବାଲେଶ୍ୱରରୁ ୩୯, ବରଗଡ଼ରୁ ୩୭, ଭଦ୍ରକରୁ ୮, ବଲାଙ୍ଗୀରରୁ ୩୭,ବୌଦ୍ଧରୁ ୨୬, କଟକରୁ ୭୭୦, ଦେବଗଡ଼ରୁ ୨, ଢ଼େଙ୍କାନାଳରୁ ୧୭, ଗଜପତିରୁ ୪, ଗଞ୍ଜାମରୁ ୮, ଜଗତସିଂହପୁରରୁ ୪୨, ଯାଜପୁରରୁ ୨୫, ଝାରସୁଗୁଡ଼ାରୁ ୨୩, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୬, କେନ୍ଦ୍ରାପଡ଼ାରୁ ୩୬, କେନ୍ଦୁଝରରୁ ୫୧, ଖୋର୍ଦ୍ଧାରୁ ୬୮, କୋରାପୁଟରୁ ୧୦, ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୮୮, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୧୯, ନୂଆପଡ଼ାର ୨୬, ପୁରୀରୁ ୨୦, ରାୟଗଡ଼ାରୁ ୬, ସମ୍ବଲପୁରରୁ ୪୩, ସୋନପୁରରୁ ୭, ସୁନ୍ଦରଗଡ଼ରୁ ୮୫, ଷ୍ଟେଟ୍‌ ପୁଲରୁ ୧୩ଜଣ ଅଛନ୍ତି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୦୭,୯୦୬କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Covid-19 Report For 13th November

New Positive Cases : 902
In Quarantine: 523
Local contacts: 379

(Details of local contacts will be shared by concerned District Administration)

District Wise Cases:

1. Angul: 50
2. Balasore: 39
3. Bargarh: 37
4. Bhadrak: 8
5. Balangir: 37

— I & PR Department, Odisha (@IPR_Odisha) November 14, 2020


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri