ବେଙ୍ଗାଲୁରୁ,୧୮ା୩(ପି.ଟି.): ରବିବାର ଭାରତ ପ୍ରତ୍ୟାବର୍ତ୍ତନ କରିଥିବା ସୁପରଷ୍ଟାର ବିରାଟ କୋହଲି ସୋମବାର ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)ର ଟ୍ରେନିଂ କ୍ୟାମ୍ପ୍ରେ ଯୋଗଦେଇଛନ୍ତି। ସୋମବାର କୋହଲି ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅଭ୍ୟାସ କରୁଥିବାର ନଜର ଆସିଥିଲେ। ଆରସିବି ଅଧିନାୟକ ଫାଫ୍...