Posted inଜାତୀୟ

୪ ରାଜ୍ୟର ୪ ବିଧାନସଭା ଆସନ ପାଇଁ ଉପନିର୍ବାଚନ: ଭୋଟିଂ ଜାରି

ନୂଆଦିଲ୍ଲୀ,୨୩।୯: ଦେଶର ୪ ରାଜ୍ୟର ୪ ବିଧାନସଭା ଆସନ ପାଇଁ ଉପନିର୍ବାଚନ କରାଯାଉଛି। ଏନେଇ ସୋମବାର ସକାଳୁ ଭୋଟିଂ ଆରମ୍ଭ ହୋଇଛି। ଛତିଶଗଡ଼ର ଦନ୍ତଓ୍ବାଡ଼ା, କେରଳର ପାଲା, ତ୍ରିପୁରାର ବାଧରଘାଟ ଏବଂ ଉତ୍ତରପ୍ରଦେଶର ହମିରପୁର ବିଧାନସଭା ଆସନ ଲାଗି ଭୋଟିଂ କରାଯାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଏସବୁ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଭୋଟ ଗ୍ରହଣ କେନ୍ଦ୍ର ଚାରିପଟେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏସବୁ ଆସନରେ ଭୋଟିଂ ପାଇଁ ଅଗଷ୍ଟ ୨୫ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏସବୁ ଆସନର ଫଳାଫଳ ସେପ୍ଟେମ୍ବର ୨୭ରେ ପ୍ରକାଶ ପାଇବ।


All Right Reserved By Dharitri.Com

ଛତିଶଗଡ଼ରେ ଆଇଇଡି ବିସ୍ଫୋରଣ

ବଳରାମପୁର,୨୩।୪: ଝାଡଖଣ୍ଡ-ଛତିଶଗଡ଼ ସୀମାରେ ଥିବା ବନ୍ଦରଚୁଆ ନିକଟରେ ମଙ୍ଗଳବାର ସକାଳେ ଏକ ଆଇଇଡି ବିସ୍ଫୋରଣ ହୋଇଛି। ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଏହି ବିସ୍ଫୋରଣରେ କେହି ମୃତାହତ...

କ୍ଲିନ୍‌ ଚିଟ୍‌ ନେଇ ନିର୍ବାଚନ କମିଶନ ଦୁଇଫାଳ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ଶେଷ ପର୍ଯ୍ୟାୟ ମତଦାନ ମେ ୧୯ରେ ହେବ। ଏହା ପୂର୍ବରୁ ଆଚରଣ ବିଧି ଉଲ୍ଲଂଘନ ନେଇ କ୍ଲିନ୍‌ ଚିଟ୍‌ ପ୍ରସଙ୍ଗକୁ...

କଂଗ୍ରେସ ନେତାଙ୍କୁ ସୋନିଆଙ୍କ ନିର୍ଦ୍ଦେଶ:ମତଭେଦ ଭୁଲି ବୟାନ ଦେବାରୁ ବିରତ ରୁହନ୍ତୁ

ନୂଆଦିଲ୍ଲୀ, ୬।୯: ମଧ୍ୟ ପ୍ରଦେଶରେ କଂଗ୍ରେସରେ ଲାଗି ରହିଥିବା ମଦଭେଦକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତିତ ଅଛନ୍ତି। ସମସ୍ତ ମତଭେଦ ଭୁଲି ସାର୍ବଜନୀନ...

ଓଡ଼ିଶାରେ ବାଂଲାଦେଶୀ ଆତଙ୍କବାଦୀ

ନୂଆଦିଲ୍ଲୀ,୧୫ା୧୦(ପି.ଟି.): ଜମାତ୍‌-ଉଲ୍‌ ମୁଜାହିଦ୍ଦିନ ବାଂଲାଦେଶ (ଜେଏମ୍‌ବି) ଆତଙ୍କବାଦୀ ସଂଗଠନ ଏବେ ଦେଶ ପାଇଁ ବିପଦ ସୃଷ୍ଟି କରିଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ମହାନିର୍ଦ୍ଦେଶକ ଓ୍ବାଇ.ଏସ୍‌....

ପାକିସ୍ତାନ ରୁଟ ଦେଇ ଯିବନାହିଁ ମୋଦିଙ୍କ ବିମାନ

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିମାନ ପାକିସ୍ତାନ ରାସ୍ତାରୁ କିର୍ଗିଜ୍‌ସ୍ତାନ ଯିବ ନାହିଁ। ଭିଭିଆଇପି ବିମାନ ଓମାନ, ଇରାନ ଓ ମଧ୍ୟ ଏସିଆ ଦେଶ ଦେଇ...

ମହାକାଶ ଅଭିଯାନ: ଚନ୍ଦ୍ର ପରେ ଏବେ ସୂର୍ଯ୍ୟ, ଶୁକ୍ର ଓ ମଙ୍ଗଳ ଉପରେ ଭାରତର ନଜର

ନୂଆଦିଲ୍ଲୀ,୧୧।୭: ଭାରତ ପକ୍ଷରୁ ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ର ଉତ୍‌କ୍ଷେପଣ ପାଇଁ ଯୋଜନା ଜାରି ରହିଛି। ଜୁଲାଇ ୧୪-୧୫ରେ ଏହାର ଉତ୍‌କ୍ଷେପଣ କରାଯିବ। ତେବେ ଏହାପରେ...

ସିକିମ୍‌ରେ ତୁଷାରପାତ: ୧୭୦୦ ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ସେନା

ନୂଆଦିଲ୍ଲୀ,୨୯ା୧୨: ସିକିମ୍‌ର ନାଥୁ ଲା ଠାରେ ପ୍ରବଳ ତୁଷାରପାତ ଯୋଗୁ ଫସିରହିଥିବା ୧୭୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକଙ୍କୁ ଭାରତୀୟ ସେନା ଉଦ୍ଧାର କରିଛି। ପାଖାପାଖି ୩୦୦ ଟ୍ୟାକ୍ସିରେ...

ସୁମନ ଯୋଜନା: ଗର୍ଭବତୀଙ୍କ ସମସ୍ତ ଖର୍ଚ୍ଚ ବହନ କରିବେ ସରକାର

ନୂଆଦିଲ୍ଲୀ,୧୨।୧୦: ଗର୍ଭବତୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁମନ ଯୋଜନା ଆରମ୍ଭ କରାଯାଇଛି। ଏହି ଯୋଜନା ଅନ୍ତର୍ଗତ ଗର୍ଭବତୀଙ୍କ ସମସ୍ତ ଖର୍ଚ୍ଚ ସରକାର...

Leave a comment

Your email address will not be published. Required fields are marked *