Posted inଜାତୀୟ

୩ହଜାର ପୃଷ୍ଠାର ରାମଚରିତ ମାନସ ଲେଖିଲେ ଶରଦ

ଜୟିପୁର,୨୩।୯: ରାଜସ୍ଥାନ ଜୟିପୁରର ଜଣେ ବ୍ୟକ୍ତି ଶରଦ ମାଥୁର ୩ ହଜାର ପୃଷ୍ଠାର ରାମଚରିତ ମାନସ ଲେଖି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଶରଦ ଜଣେ କଳାକାର ହୋଇଥିବା ବେଳେ ସେ ଲେଖିଥିବା ରାମ ଚରିତ ମାନସର ଓଜର ପ୍ରାୟ ୧୫୦ କିଲୋ। ଗତ ୬ ବର୍ଷ ମଧ୍ୟରେ ହେବ ଏହାକୁ ଲେଖିଛନ୍ତି। ତେବେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ହେବା ପରେ ସେ ମନ୍ଦିରକୁ ଏହି ବହିଟି ଉପହାର ଦେବେ ବୋଲି କହିଛନ୍ତି।


All Right Reserved By Dharitri.Com

ସୋନିଆ ଆସିବା ପରେ ବଦଳିଛି କଂଗ୍ରେସର ଭାଗ୍ୟ!

ନୂଆଦିଲ୍ଲୀ,୨୩।୧୨: ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଆସି ନ ଥିଲେ ବି କଂଗ୍ରେସ-ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା-ରାଷ୍ଟ୍ରୀୟ ଜନତା ଦଳ ମେଣ୍ଟ ଯେଉଁ ସ୍ଥିତିରେ ରହିଛି ସେଥିରୁ ଅନୁମାନ...

କରୋନା ଭାଇରସ: ସିଲ୍‌ ହେଲା ଉଦ୍ଧବ ଠାକରେଙ୍କ ଘର ‘ମାତୋଶ୍ରୀ’

ମୁମ୍ବାଇ,୭।୪: କରୋନା ଭାଇରସ ମହାରାଷ୍ଟ୍ରରେ ଅଧିକ ପରିମାଣରେ ଲୋକଙ୍କ ମଧ୍ୟରେ ଦେଖାଯିବା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପାଇଁ ଏକ ଚ୍ୟାଲେଞ୍ଚ ହୋଇ ଠିଆ ହୋଇଛି ବୋଲି...

କେଜରିଓ୍ବାଲଙ୍କ ଘର ସମ୍ମୁଖରେ ଭାଜପା କର୍ମକର୍ତ୍ତାଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୯: ନ୍ୟାସନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆରସି)କୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦେଇଥିବା ବୟାନକୁ ନେଇ ଭାଜପା ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି। ଏନେଇ...

କେନ୍ଦ୍ରମନ୍ତ୍ରୀ ସୁପ୍ରିୟୋ ହଟହଟା

କୋଲକାତା,୨୦-୯(ପି.ଟି.):ଏବିଭିପି ପକ୍ଷରୁ ଆୟୋଜିତ ଏକ ସେମିନାରରେ ଉଦ୍‌ବୋଧନ ଦେବାକୁ ଯାଇଥିବା କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋଙ୍କୁ ଯାଦବପୁର ବିଶ୍ୱବିଦ୍ୟାଳୟରେ ହଟହଟା ହେବାକୁ ପଡ଼ିଛି। ଗୋଟିଏ ଛାତ୍ରଗୋଷ୍ଠୀ ତାଙ୍କୁ...

‘ପରିଚୟ’ ଅଭିନେତ୍ରୀ ଗୀତା ସିଦ୍ଧାର୍ଥ କାକଙ୍କ ପରଲୋକ

ମୁମ୍ବାଇ,୧୫।୧୨: ବଲିଉଡ୍‌ର ୭୦ ଦଶକର ଅଭିନେତ୍ରୀ ଗୀତା ସିଦ୍ଧାର୍ଥ କାକଙ୍କର ଶନିବାର ସନ୍ଧ୍ୟାରେ ପରଲୋକ ହୋଇଛି। ବଲିଉଡ୍‌ ମୁଭି ‘ପରିଚୟ’ରୁ ସେ ତାଙ୍କ କ୍ୟାରିୟର ଆରମ୍ଭ...

ଆଇନଜୀବୀରୁ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ, ୭ା୮: ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତି ୧୧ଟାରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୁଧବାର ନୂଆଦିଲ୍ଲୀସ୍ଥିତ...

ସିବିଏସ୍‌ଇ ବୋର୍ଡ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୯ା୩: କରୋନା ସଂକ୍ରମଣ ରୋକିବା ଦିଗରେ ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ଭାରତ ସରକାରଙ୍କ ଉଚ୍ଚଶିକ୍ଷା/ ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବଙ୍କ ପରାମର୍ଶକ୍ରମେ କେନ୍ଦ୍ରୀୟ...

ପାକିସ୍ତାନ ବିଛାଇଛି କୁହୁକ ଜାଲ

ନୂଆଦିଲ୍ଲୀ,୨୦-୯(ଆଇଏଏନ୍‌ଏସ୍‌):ପାକିସ୍ତାନର ଇଣ୍ଟର-ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ) ପକ୍ଷରୁ ଚାଲିଥିବା ଏକ ‘କଲ୍‌ ସେଣ୍ଟର’ର ପର୍ଦ୍ଦାଫାଶ କରିବାରେ ଭାରତୀୟ ଗୋଇନ୍ଦା ସଂସ୍ଥାଗୁଡ଼ିକୁ ବଡ଼ ସଫଳତା ମିଳିଛି। ଏହି କଲ୍‌...

Leave a comment

Your email address will not be published. Required fields are marked *