ହିଞ୍ଜିଳିରେ ମତଦାନ ବ୍ୟାହତ

ହିଞ୍ଜିଳି, ୧୮।୪: ହିଞ୍ଜିଳି ବିଧାନସଭା ହିଞ୍ଜିଳିକାଟୁ ବ୍ଲକ କଂଟେଇକୋଳି ଗଁ।ର ପ୍ରାଇମେରୀ ସ୍କୁଲର ୧୯୬ ବୁଥ୍‌ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଭୋଟଦାନରେ ବ୍ୟାହତ ହୋଇଛି। ତୃଟି ସୁଧାର ପରେ ମଧ୍ୟ ଲୋକଙ୍କ ମଧ୍ୟରେ ମତଦାନକୁ ନେଇ ଉତ୍ତେଜନା ପ୍ରକାଶ ପାଇବାରୁ ଭୋଟ ଗ୍ରହଣ ବନ୍ଦ ରହିଥିବା ଜଣାପଡ଼ିଛି।


All Right Reserved By Dharitri.Com

ପୋଲିସ ଏନ୍‌କାଉଣ୍ଟରରେ ଅପରାଧୀ ଟିଙ୍ଗିରି ଆହତ

ଆସିକା,୨୮।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଣ୍ଡିଆପଥରରେ ପୋଲିସ ଏନ୍‌କାଉଣ୍ଟରରେ ଟିଙ୍ଗିରି ଦୋରା(୩୨) ନାମକ ଜଣେ ଅପରାଧୀ ଆହତ ହୋଇଛନ୍ତି। ତାଙ୍କୁ ବ୍ରହ୍ମପୁର ଡାକ୍ତରଖାନାରେ...

ବିନା ଭକ୍ତରେ ସରିଲା ତାରାତାରିଣୀଙ୍କ ଚୈତ୍ରଯାତ୍ରା

ପୁରୁଷୋତ୍ତମପୁର,୭ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ତଥା ଓଡିଶାର ପ୍ରସିଦ୍ଧ ଦୈବିପୀଠ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତ ହୋଇଯାଇଛି। ଚଳିତବର୍ଷ ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବାକୁ ଗଞ୍ଜାମ...

ପୋଲିସ,ଅବକାରୀ ବିଭାଗର ମିଳିତ ଚଢାଉ: ମଦ ଜବତ, ୯ ଗିରଫ

ଆସିକା,୨୫ା୭ (ଡି.ଏନ୍‌.ଏ.) – ଆସିକା ଥାନା ଇଲାକାର ବିଭିନ୍ନ ଗ୍ରାମାଞ୍ଚଳରେ ଚାଲିଥିବା ଚୋରା ରନ୍ଧା ମଦ ଭାଟି ଓ ମଦ ଦୋକାନ ଉପରେ ବୁଧବାର ପୋଲିସ...

ଗଞ୍ଜାମରେ କଣ୍ଟ୍ରୋଲ ଚାଉଳ ନେବାବେଳେ ରହୁନି ସାମାଜିକ ଦୂରତ୍ୱ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ଗଞ୍ଜାମ, ୬।୪(ଡି.ଏନ୍‌.ଏ. ): ରାଜ୍ୟରେ କରୋନା(କୋଭିଡ-୧୯) ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରାଜ୍ୟ ବାହାରୁ ତଥା ସୁରଟରୁ ଆସିଥିବା ଲୋକଙ୍କ ପାଇଁ ଗଞ୍ଜାମ...

ଆଖୁବୋଝେଇ ଟ୍ରକ୍‌ ଡ୍ରାଇଭରଙ୍କୁ ପୋଲିସର ମାଡ଼ ଅଭିଯୋଗ: ପ୍ରତିବାଦରେ କାରଖାନାକୁ ପରିବହନ ବନ୍ଦ

ଆସିକା,୨୫।୩(ଡି.ଏନ୍‌.ଏ.): ଆସିକା ସମବାୟ ଚିନିଶିଳ୍ପର ଆଖୁପେଡ଼ା କାର୍ଯ୍ୟ ଚାଲୁ ରହିଥିଲା ବେଳେ ଜିଲାର ବିଭିନ୍ନ ଅଞ୍ଚଳରୁ ଟ୍ରକ୍‌ ଯୋଗେ ଆଖୁ କାରଖାନାକୁ ଆସୁଛି। ମଙ୍ଗଳବାର ବିଳମ୍ବିତ...

ପ୍ରଥମେ ବ୍ୟକ୍ତି, ପରେ ଦଳ:ଗଜପତି ମହାରାଜା

ପୁରୀ ଅଫିସ,୨୪ା୪: ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହୋଇ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ମଙ୍ଗଳବାର ସକାଳେ ଗଜପତି...

୧୫ ସୁଦ୍ଧା ପାଇଖାନା ନିର୍ମାଣ ବକେୟା ପ୍ରଦାନ ନିର୍ଦ୍ଦେଶ: ଘରକୁ ଯାଇ କାର୍ଯ୍ୟାଦେଶ ଦେଲେ ବିଡିଓ

ଛତ୍ରପୁର,୯ା୧(ଡି.ଏନ.ଏ)-ଗଞ୍ଜାମ ଜିଲାରେ ବାହ୍ୟ ମଳମୁକ୍ତ ଘୋଷଣା ହୋଇଥିଲେ ମଧ୍ୟ ଏବେ ଲୋକେ ଖୋଲାରେ ଶୌଚ ହେଉଛନ୍ତି। ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ବିଭିନ୍ନ ପଦକ୍ଷେପ...

ଗଞ୍ଜାମରେ ସୁସ୍ଥ ହେଲେଣି ୨୦୩ କରୋନା ଆକ୍ରାନ୍ତ

ଛତ୍ରପୁର,୨୩ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଶନିବାର ପୁଣି ୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ପୂର୍ବରୁ ୧୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ମୋଟ...

Leave a comment

Your email address will not be published. Required fields are marked *