Posted inରାଜ୍ୟ

ସୁସ୍ଥ ହେଲେ ୯୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୩ : ରାଜ୍ୟରେ ଶୁକ୍ରବାର ୯୧ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୩,୩୫,୪୯୯ରେ। ଖୋର୍ଦ୍ଧାରୁ ୧୪, ସମ୍ବଲପୁରରୁ ୧୩, ସୁନ୍ଦରଗଡ଼ରୁ ୧୧, ଯାଜପୁର ୯, ମୟୁରଭଞ୍ଜରୁ ୮, ବରଗଡ଼ ଓ ପୁରୀରୁ ୬, ବାଲେଶ୍ୱରରୁ ୫, କଟକରୁ ୪, ନୂଆପଡ଼ାରୁ ୩, ଭଦ୍ରକ ଓ କଳାହାଣ୍ଡିରୁ ୨, ଦେଓଗଡ଼, ଝାରୁସୁଗୁଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ରାୟଗଡ଼ରୁ ଜଣେ ଲେଖାଏ ଏବଂ ଷ୍ଟେଟ୍‌ ପୁଲରୁ ୩ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲଙ୍ଗାନା ଏନ୍‌ଟିପିସି ନେଲା ଓଡ଼ିଶା କୋଇଲା ଖଣି

ଭୁବନେଶ୍ୱର,୧୮ା୯(ବ୍ୟୁରୋ): କେନ୍ଦ୍ର ସରକାର ଓଡିଶାର ମନ୍ଦାକିନୀ-ବି କୋଇଲା ଖଣିକୁ ତେଲଙ୍ଗାନାର ଏନ୍‌ଟିପିସିକୁ ପ୍ରଦାନ କରିଛନ୍ତି। ତେଲଙ୍ଗାନାର ରାମଗୁଣ୍ଡମ୍‌ ଠାରେ ଥିବା ଏନ୍‌ଟିପିସିର ୪ ହଜାର ମେଗାଓ୍ବାଟ୍‌...

୨୪ଘଣ୍ଟା ପରେ ବି ମିଳିଲାନି ପରିଚୟ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ହତ୍ୟା ଜଳଜଳ। ହେଲେ ଅଭିଯୋଗ ଓ ମୃତକଙ୍କ ପରିଚୟ ନ ଥିବାରୁ ପୂରା ଘଟଣା ରହସ୍ୟାବୃତ୍ତ ହୋଇଯାଉଛି। ଅନେକ ମାମଲାରେ ପୋଲିସ ମୃତକଙ୍କ ପରିଚୟ...

ଡକାୟତି ଉଦ୍ୟମ ପଣ୍ଡ: ୭ ଡକାୟତ ଜେଲ ଗଲେ

ରଣପୁର,୨୧ା୯(ସ୍ବ.ପ୍ର.): ରଣପୁର ଥାନା ପୋଲିସ ଅସୁରକୁମାରୀ ଚଟେଇପଡାରୁ ୭ ଆନ୍ତଃଜିଲା ଡକାୟତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କାର୍ଯ୍ୟ କରୁଥିବା ଶିକ୍ଷକଙ୍କ କରୋନାରେ ମୃତ୍ୟୁ, ଶୋକ ପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଫୁଲସୁନ୍ଦରୀ ସାହିର ସହକାରୀ ଶିକ୍ଷକ ବଂଶୀଧର ବେହେରାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର କରୋନାରେ ମୃତ୍ୟୁ ଘଟିଛି। ଏ ନେଇ ଦିଗପହଣ୍ଡି...

ବିଜେଡିରେ ଯୋଗ ଦେବେ ପ୍ରଦୀପ ମାଝି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ନବରଙ୍ଗପୁରର ପୂର୍ବତନ କଂଗ୍ରେସ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ଯୋଗ ଦେବେ। ନବରଙ୍ଗପୁରରେ ଆସନ୍ତାକାଲି ପ୍ରଦୀପ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେବେ ।...

ନିର୍ବାଚନରେ ହାରିବା ପରେ ବିଜୟଙ୍କ ପ୍ରତିକ୍ରିୟା: କହିଲେ ‘ଫଳାଫଳ ଆଶ୍ଚର୍ଯ୍ୟ କରିଛି, ଏହା ମୋ’ ସପକ୍ଷରେ ଥିଲା’

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ବହୁ ଉପେକ୍ଷିତ ପାଟକୁରା ନିର୍ବାଚନରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୧୭ହଜାରରୁ ଅଧିକ ଭୋଟରେ ପରାଜିତ କରିଛନ୍ତି।...

ସୁନ୍ଦରପଦା, ଯଦୁପୁରରୁ ହଟିଲା ଆବଦ୍ଧାଞ୍ଚଳ କଟକଣା

ଭୁବନେଶ୍ୱର, ୧୩ା୪(ବ୍ୟୁରୋ): ଭୁବନେଶ୍ୱରର ଦୁଇଟି ଅଞ୍ଚଳ ସୁନ୍ଦପରଦା ଓ ଯଦୁପୁର-ବେଗୁନିଆରୁ କଣ୍ଟେନ୍‌ମେଣ୍ଟ ଅଞ୍ଚଳ ବା ଆବଦ୍ଧାଞ୍ଚଳ କଟକଣା ହଟଛି। ସମ୍ପୃକ୍ତ ଅଞ୍ଚଳରେ ନିୟୋଜିତ ଡାକ୍ତରୀ ଟିମ୍‌ଙ୍କ...

ହାତୀ ବେକରେ ଲାଗିବ ରେଡିଓ କଲାର

ଭୁବନେଶ୍ବର,୨୦।୧୧(ବ୍ୟୁରୋ): ହାତୀ ବେକରେ ଲାଗିବ ରେଡିଓ କଲାର। ଏ ନେଇ ପିସିସିଏଫ ଶଶୀ ପଲ ସୂଚନା ଦେଇଛନ୍ତି । ଏହି ରେଡିଓ କଲାର ଦ୍ବାରା ହାତୀଙ୍କ...

Advertisement


Archives

Model This Week