ଭୁବନେଶ୍ୱରରୁ ଆଜି ପୁଣି ୯୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୬୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୮୬୯୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୬୩୭୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୫୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ପୁଲ ନ ଦେଇ ଏମ୍‌ପିଙ୍କ ମୋବାଇଲ୍‌ରେ ଆସିଲା ମେସେଜ…

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ଏପରିସ୍ଥଳେ କରୋନା ଟେଷ୍ଟ ପାଇଁ ସଂଗ୍ରହ ହେଉଥିବା ସାମ୍ପୁଲ ସମ୍ପର୍କିତ ମେସେଜ...

ଲୁଣା ନଦୀପଥରେ ଆସିଲା ବୃହତ୍‌ ମେଶିନ

କେନ୍ଦ୍ରାପଡ଼ା ଅଫିସ, ୬ା୪: କେନ୍ଦ୍ରାପଡ଼ା ଜିଲା ଜଳପଥରେ ନୌପରିବହନ ଦୀର୍ଘଦିନ ପରେ ଦେଖିବାକୁ ମିଳିଛି। ଚାର୍ଟାର୍ଡ ଭେସେଲରେ କୌଣସି ଏକ କମ୍ପାନୀ ପାଇଁ ଆସିଥିବା ଏକ...

କଶ୍ମୀରରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଶ୍ରୀନଗର,୨୬।୩: ଜମ୍ମୁ-କଶ୍ମୀର ଶ୍ରୀଗନରରେ କରୋନା ଭାଇରସରେ ସଂକ୍ରମିତ ପ୍ରଥମ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଗୁରୁବାର ଶ୍ରୀନଗର ହାଇଦରପୋରା ଅଞ୍ଚଳର ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କର ଏହି...

୨୫ ଯାଏ ଭୁବନେଶ୍ୱର ଜୁଡିସିଆଲ କମ୍ପ୍ଲେକ୍ସ ସିଲ୍‌

ଭୁବନେଶ୍ୱର, ୧୮ା୯ (ବ୍ୟୁରୋ)- ଏକ ସପ୍ତାହ ଅର୍ଥାତ୍‌ ୧୯ରୁ ୨୫ ତାରିଖ ଯାଏ ଭୁବନେଶ୍ୱର ଜୁଡ଼ିସିଆଲ କମ୍ପ୍ଲେକ୍ସକୁ ସିଲ୍‌ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)...

ପୌରସଂସ୍ଥାକୁ ପ୍ରଦୂଷଣ ଜରିମାନା

ଭୁବନେଶ୍ୱର, ୯ା୧୦(ବ୍ୟୁରୋ):ପରିବେଶକୁ କ୍ଷତି ପହଞ୍ଚାଉଥିବା କଠିନ ବର୍ଜ୍ୟବସ୍ତୁ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ, ଡାକ୍ତରଖାନାରୁ ବାହାରୁଥିବା ବର୍ଜ୍ୟବସ୍ତୁ, ଶିଳ୍ପ ବର୍ଜ୍ୟବସ୍ତୁ ଏବଂ ନଦୀ ପ୍ରଦୂଷଣକୁ ନେଇ ଜାତୀୟ ଗ୍ରୀନ୍‌...

ବହିରାଗତଙ୍କୁ ଗଁ। ମନା

ଢେଙ୍କାନାଳ ଅଫିସ, ୨୯।୩ – ଦିନକୁ ଦିନ ଅଧିକ ଭୟାବହ ହେଉଛି କରୋନା। ସଂକ୍ରମଣରେ ମୃତକ ଏବଂ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ...

ବ୍ରାଉନ୍‌ସୁଗାର ଡିଲରଙ୍କ ଆର୍ଥିକ କାରବାର ଯାଞ୍ଚ କରିବ ଇଡି

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ରାଜ୍ୟରେ ପୁଣି ବ୍ରାଉନସୁଗାର ଓ ନିଶା କାରବାର ବଢ଼ି ଚାଲିଛି। ଧଳା ଜହରର କଳା ସାମ୍ରାଜ୍ୟକୁ ଧ୍ୱଂସ କରିବା ପାଇଁ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଓ...

କରୋନା ତୃତୀୟ ଲହରର ଭୟ ଥିଲେ ବି ଖୋଲାଯାଇ ପାରିବ ପ୍ରାଇମେରୀ ସ୍କୁଲ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୦ ।୭: ଦେଶରେ କରୋନାର ଦ୍ୱିତୀୟ ଲହର କମି କମି ଯାଉଥିବା ବେଳେ ଆଗକୁ ଆସୁଥିବା ତୃତୀୟ ଲହର କିନ୍ତୁ ମନରେ ଭୟ ସୃଷ୍ଟି କରି...

Advertisement
Archives

Model This Week