ବୋଲ ମାନୁନି କରୋନା: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୯୧, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜଧାନୀରେ ବୁଧବାର ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୪୩କୁ ବୃଦ୍ଧି ପାଇଛି। ତେବେ ନୂଆ ପଜିଟିଭ୍‌ଙ୍କ ମଧ୍ୟରେ ୭୨ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୯ ଲୋକାଲ୍‌ କେସ୍‌ ରହିଛି। ସେହିଭଳି ୯୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଅପରାହ୍ନରେ ଭୁବନୋବର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

୧୯ ଲୋକାଲ କେସ୍‌ ମଧ୍ୟରେ ଆଇଆର୍‌ସି ଭିଲେଜ୍‌ ଏନ୍‌-୬ର ଜଣେ ମହିଳା, ଲକ୍ଷ୍ମୀସାଗର ଅଞ୍ଚଳର ୫୮ ବର୍ଷୀୟ ପୁରୁଷ, ଚନ୍ଦ୍ରଶେଖରପୁର ଅଞ୍ଚଳର ୩୦ ବର୍ଷୀୟ ଯୁବକ, କେଳଥିଆର ୫୪ ବର୍ଷୀୟ ମହିଳା, ପାତ୍ରପଡ଼ାର ୪୮ ବର୍ଷୀୟ ବ୍ୟକ୍ତି, ପାଣ୍ଡରା ଜଗନ୍ନାଥ ନଗରର ୭୦ ବର୍ଷୀୟା ବୃଦ୍ଧା, ଖଣ୍ଡଗିରି ଅଞ୍ଚଳର ୧୭ ବର୍ଷୀୟ ନାବାଳକ, ବେସରକାରୀ ହସ୍ପିଟାଲର ଜଣେ ମହିଳା କର୍ମଚାରୀ(୨୬ ବର୍ଷ), ସହିଦନଗର ଇପିଏଫ୍‌ କଲୋନୀର ୫୦ ବର୍ଷୀୟ ବ୍ୟକ୍ତି, ଶୈଳଶ୍ରୀବିହାରର ୬୪ ବର୍ଷୀୟ ବୃଦ୍ଧ, ୟୁନିଟ୍‌ ୩ ଖାରବେଳର ନଗରର ଜଣେ ସରକାରୀ ଅଫିସ କର୍ମଚାରୀ(୫୨ ବର୍ଷ), ଡାକ୍ତରଖାନାରେ କାର୍ଯ୍ୟରତ ଜଣେ ସୁରକ୍ଷା କର୍ମଚାରୀ, ଲକ୍ଷ୍ମୀସାଗର ଓସ୍କାର ସିଟିର ଜଣେ ୪୫ ବର୍ଷୀୟ ବ୍ୟକ୍ତି, ବରମୁଣ୍ଡା ଅଞ୍ଚଳର ୨୯ ବର୍ଷୀୟା ଯୁବତୀ, ଝାରପଡ଼ା ଅଞ୍ଚଳର ୨୬ ବର୍ଷୀୟ ଯୁବକ, ପୋଖରୀପୁଟ ଅଞ୍ଚଳର ୪୬ ବର୍ଷୀୟ ବ୍ୟକ୍ତି, ଝାରପଡ଼ାର ୨୬ ବର୍ଷୀୟ ଯୁବକ, ପୋଖରୀପୁଟ କୋକିଳା ରିସର୍ଟ ଅଞ୍ଚଳର ୩୮ ବର୍ଷୀୟ ବ୍ୟକ୍ତି, ଡୁମ୍‌ଡୁମାର ୫୦ ବର୍ଷୀୟ ବ୍ୟକ୍ତି, ୩୫ ବର୍ଷୀୟ ବ୍ୟକ୍ତି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?