କଟକରୁ ୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ମାଲଗୋଦାମ ଅଞ୍ଚଳରୁ ଅଛନ୍ତି ସର୍ବାଧିକ, ଜାଣନ୍ତୁ…

କଟକ ଅଫିସ,୪।୮: କଟକରେ ମାଡ଼ି ଚାଲିଛି କରୋନା। ମଙ୍ଗଳବାର ସହରରେ ୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୧୮୨କୁ ବୃଦ୍ଧି ପାଇଛି। ସେଥିରୁ ୫୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୮୦ ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୧୦ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୬, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୭୩, ଲୋକାଲ କେସ୍‌ ୧୨ ରହିଛି। ହୋମ୍‌ କ୍ୱାରାଣ୍ଟାଇନ୍‌ ମାମଲା ମଧ୍ୟରେ ସର୍ବାଧିକ ମାଲଗୋଦାମ ଅଞ୍ଚଳର ୨୮ କେସ୍‌ ରହିଛି। ଏନେଇ ସିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri