କରୋନାରୁ ସୁସ୍ଥ ହୋଇ ଫେରିଲେ ୯୧ ବର୍ଷର ବୃଦ୍ଧ

ଜୟପୁର,୧୪ା୧୦(ଡି.ଏନ.ଏ./ନି.ପ୍ର.)- ଦୃଢ ମନୋବଳ, ପରିବାର ଲୋକଙ୍କ ଶ୍ରଦ୍ଧା ଓ ଚିକିତ୍ସା କରୁଥିବା ଡାକ୍ତର, କର୍ମଚାରୀଙ୍କ ପ୍ରୋତ୍ସାହନ ଯୋଗୁ ଜଣେ ୯୧ ବର୍ଷର ବୃଦ୍ଧ କରୋନାକୁ ପରାସ୍ତ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତାଙ୍କ ପରିବାରର ୫ଜଣ ସଦସ୍ୟ ମଧ୍ୟ ଭଲ ହୋଇ ଫେରିଛନ୍ତି। ସମ୍ପୃକ୍ତ ବୃଦ୍ଧ ଜଣକ ହେଲେ କାଶୀନାଥ ପାଢୀ। କୋରାପୁଟ ଜିଲା କୋଟପାଡ ଏନଏସି ବାସୁଗୁଡା ଅଞ୍ଚଳର କାଶୀନାଥ ଏବଂ ପରିବାରର ୪ଜଣ କରୋନା ସଂକ୍ରମିତ ହୋଇ ଜୟପୁରସ୍ଥିତ କୋଭିଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେଠାରେ ୧୦ ଦିନ ଚିକିତ୍ସିତ ହେବା ପରେ ସମସ୍ତେ ବୁଧବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ କାଶୀନାଥଙ୍କ ପୁଅ ସନ୍ତୋଷ ପାଢୀ କହିଛନ୍ତି ଯେ, ଚିକିତ୍ସାଳୟ ଦାୟିତ୍ୱରେ ଥିବା ଡାକ୍ତର, ନର୍ସ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ଅକ୍ଲାନ୍ତ ପରିଶ୍ରମ ଏବଂ ଉନ୍ନତମାନର ଚିକିତ୍ସା ଯୋଗୁ ଆମେ ସମସ୍ତେ ସୁସ୍ଥ ହୋଇ ଫେରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri