ବର୍ଦ୍ଧିତ ଭତ୍ତା ପାଇବାରୁ ବଞ୍ଚିତ୍ତ ୯୧ ବର୍ଷୀୟା ବୃଦ୍ଧା, ପରିଣତ ବୟସରେ…

ରାଇକିଆ,୧୦ା୨(ପ୍ରଦୀପ ବେହେରା): ସରକାର ୮୦ ବର୍ଷରୁ ଊଦ୍ଧର୍‌ବ ବୃଦ୍ଧା ବୃଦ୍ଧଙ୍କ ପାଇଁ ଭତ୍ତା ଟଙ୍କା ୧୨୦୦ରୁ ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହି ଟଙ୍କା ପାଇବାରେ ଜଟିଳତାର ସମ୍ମୁଖୀନ ହେଉଛନ୍ତି ବୃଦ୍ଧାବୃଦ୍ଧ। କନ୍ଧମାଳ ଜିଲା ରାଇକିଆ ବ୍ଲକର ଗମାଣ୍ଡି ଗ୍ରାମର ଡାଳିମ୍ବ ଦିଗାଲଙ୍କୁ ୯୧ ବର୍ଷ ହୋଇଥିଲେ ମଧ୍ୟ ସେ ପୂର୍ବରୁ ପାଇ ଆସୁଥିବା ୧୨୦୦ ଟଙ୍କା ହିଁ ପାଉଛନ୍ତି। ସାମାଜିକ ସୁରକ୍ଷା ଯୋଜନାରେ ଯେଉଁମାନେ ବର୍ଦ୍ଧିତ ଭତ୍ତା ପାଇବାକୁ ଯୋଗ୍ୟ ସେମାନେ ପୁଣିଥରେ ବିଭିନ୍ନ ଆବଶ୍ୟକୀୟ ପରିଚୟପତ୍ର ଦାଖଲ କରିବା ପାଇଁ କୁହାଯାଉଥିବାରୁ ପରିଣତ ବୟସରେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଏହା ଦାଖଲ କରିବା ସମ୍ଭବ ହୋଇପାରୁନାହିଁ।

ଏ ନେଇ ବିଏସ୍‌ଏସ୍‌ଓ ରାମକୃଷ୍ଣ ବେହେରା କହିଛନ୍ତି, ୮୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତି ଯେଉଁମାନେ ବର୍ଦ୍ଧିତ ଭତ୍ତା ପାଇବେ ସେମାନଙ୍କୁ ପୁଣିଥରେ ଭୋଟର କାର୍ଡ, ଆଧାରକାର୍ଡ ଦାଖଲ କରିଲା ପରେ ଅନୁମୋଦନ ପାଇଁ ପଠାଯାଉଛି। ସେଠାରୁ ଆସିଲା ପରେ ହିଁ ବର୍ଦ୍ଧିତ ଭତ୍ତା ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?