ଘୋଡାର ବାରିକ ସାଜିଛନ୍ତି ମେଲୋଡି ହାମ୍ସ

୩୦ ବର୍ଷୀୟା ମେଲୋଡି ହାମ୍ସ ଏବେ ଅଶ୍ୱଙ୍କର କେଶ କାଟିବାକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ପଶୁଙ୍କ କେଶକୁ କାଟି ତାଙ୍କ ଶରୀରରେ ସେ ସୁନ୍ଦର ସୁନ୍ଦର ଚିତ୍ର ତିଆରି କରୁଛନ୍ତି। ମାତ୍ର ୯ ବର୍ଷ ବୟସରୁ ସେ ଏହି କାମରେ ଧୁରନ୍ଧର ଅଛନ୍ତି। ପିଲାଦିନେ ତାଙ୍କ ପ୍ରିୟ ପୋଷା ଘୋଡ଼ା ଏକ ଦୁର୍ଲଭ ରୋଗରେ ପୀଡ଼ିତ ହେଲା। ଯେଉଁଥିପାଇଁ ତା’ ଶରୀରର ଲୋମ ସବୁ ଦିନକୁ ଦିନ ଝଡ଼ିବାରେ ଲାଗିଲା। ଏଣୁ ଘୋଡ଼ାକୁ ସମସ୍ତଙ୍କ ସମ୍ମୁଖରେ ଆକର୍ଷଣୀୟ ରୂପ ଦେବାକୁ ଯାଇ ସେ ବିଭିନ୍ନ ପ୍ରକାର ଚିତ୍ର କଟିଙ୍ଗ୍‌ କଲେ। ଏହି ସୃଜନାତ୍ମକ ଶୈଳୀ ଧୀରେ ଧୀରେ ତାଙ୍କ ଦକ୍ଷତାର ବିକାଶ କଲା ଏବଂ ଲୋକପ୍ରିୟତା ବଢ଼ାଇଲା। ତେଣୁ ଏହାକୁ ସେ ପେସା କରିଦେଲେ। ବର୍ତ୍ତମାନ ‘ହର୍ସ ବାର୍ବର୍‌’ ଭାବେ ବେଶ୍‌ ପରିଚିତ ମେଲୋଡି। ତାଙ୍କୁ ନେଇ ଅନେକ ଟିଭି ପ୍ରୋଗ୍ରାମ୍‌ ମଧ୍ୟ ହୋଇସାରିଲାଣି।


All Right Reserved By Dharitri.Com

ବେଲୁନ୍‌ ଲ୍ୟାମ୍ପ: ଉଚ୍ଚତା ୩୫ ସେ.ମି., ମୂଲ୍ୟ ୩୭ ଡଲାର

ହରର୍‌ ମୁଭି ଦେଖିବାକୁ ଭଲ ପାଉଥିବା ବ୍ୟକ୍ତି ନିଶ୍ଚିତଭାବେ ୨୦୧୭ରେ ଆସିଥିବା ଷ୍ଟିଫେନ୍‌ କିଙ୍ଗଙ୍କ ଉପନ୍ୟାସ ‘ଇଟ୍‌’ ଉପରେ ଆଧାରିତ ଚଳଚ୍ଚିତ୍ର ଦେଖିଥିବେ। ସେଥିରେ ମୁଖ୍ୟ...

ଆବେଙ୍କୁ ଭେଟିଲେ ମୋଦି

ଓସାକା,୨୮।୬ (ପି.ଟି.):ଜି-୨୦ ସମ୍ମିଳନୀରେ ଯୋଗଦେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜାପାନ ପ୍ରତିପକ୍ଷ ଶିିଞ୍ଜୋ ଆବେଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି। ବିଶ୍ୱ ଅର୍ଥନୀତି,...

ସବୁଜିମାଭରା ଅଟୋ

ଗ୍ରାହକଙ୍କୁ ଯିଏ ଯେତେ ଆକୃଷ୍ଟ କରିପାରେ ତା’ର ବ୍ୟବସାୟ ସେତେ ବଢିଥାଏ। ସେଇଥିପାଇଁ ତ କିଏ କେତେପ୍ରକାର ଉପାୟ ଅବଲମ୍ବନ କରିଥାଆନ୍ତି ଗ୍ରାହକଙ୍କୁ ନିଜ ପାଖକୁ...

ଆମେରିକାର ଚେତାବନୀ: ଭାରତ ସହ ପ୍ରତିଶୋଧ ନ ନେଉ ପାକିସ୍ତାନ

ଓ୍ବାଶିଂଟନ୍‌, ୨୩।୮:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଚେତାବନୀ ଦେଇଛନ୍ତି। ଭାରତଠାରୁ ଏବେ ପ୍ରତିଶୋଧ ନେଲେ ତାର ପରିଣାମ ପାକିସ୍ତାନକୁ...

ସୌଦିରେ ୩ ହଜାର ସୈନ୍ୟ ମୁତୟନ କଲା ଆମେରିକା

ଓ୍ବାଶିଂଟନ,୨୦।୧୧: ଇରାକ ପକ୍ଷରୁୁ ଆକ୍ରମଣ ଆଶଙ୍କା କରି ଆମେରିକା ସୌଦିର କେତେକ ଅଞ୍ଚଳରେ ୩ ହଜାର ସୈନ୍ୟ ମୁତୟନ କରିଛି। ଏନେଇ ରାଷ୍ଟ୍ରପତି ଡ୍ରୋନାଲ୍ଡ ଟ୍ରମ୍ପ୍‌...

‘ପାକ୍‌ ସେନା ଏଲ୍‌ଓସି ମୁହାଁ’

ଲକ୍ଷ୍ନୌ, ୧୨ା୮(ଆଇଏଏନ୍‌ଏସ୍‌): ପାକିସ୍ତାନୀ ସେନା ଅସ୍ତ୍ରଶସ୍ତ୍ର ସହ ଶନିବାର ରାତିରୁ ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଅଭିମୁଖେ ଅଗ୍ରସର ହେଉଥିବା ଦେଖାଯାଇଛି। ପାକିସ୍ତାନର ଖବରଦାତା ହମିଦ୍‌ ମିର୍‌...

ବିବାହରେ ମନ୍ତ୍ର ବଦଳରେ ପଢ଼ାଗଲା ଆମେ ଭାରତବାସୀ…

କାଙ୍କେର,୨୭।୨: ବିବାହରେ ମନ୍ତ୍ର ପାଠ କରାଯାଇଥାଏ। ତେବେ ଛତିଶଗଡ଼ କାଙ୍କେରରେ ଏକ ଏକ ବିବାହ ଉତ୍ସବରେ ମନ୍ତ୍ର ବଦଳରେ ଆମେ ଭାରତବାସୀ ପାଠ କରାଯାଇ କନ୍ୟା-ବର...

ବିଦେଶ ମାଟିରୁ ଟାଣିଆଣିଛି ଗାଁର ମୋହ, ଏବେ ଉନ୍ନତି ପାଇଁ ସମର୍ପିତ କରିଛନ୍ତି ଜୀବନ

ଆଜିକାର ଯୁବପିଢିଙ୍କ ସ୍ବପ୍ନ ଭଲ ପାଠ ପଢି ବିଦେଶରେ ଚାକିରି କରିବେ। ଆଉ ବିଦେଶୀ ଟଙ୍କା ଉପାର୍ଜନ କରି ବିତାଇବେ ଏକ ସୌଖିନ ଓ ବିଳାସମୟ...

Leave a comment

Your email address will not be published. Required fields are marked *