ରାଜ୍ୟରେ କୋଭିଡ୍‌ ଯୋଗୁ ୯୧୨୮ ମୃତ୍ୟୁ

ଭୁବନେଶ୍ୱର,୨୬/୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ଯୋଗୁ ୯୧୨୮ ଜଣଙ୍କର ମୃତ୍ୟୁ ହୋଇଥିବା ସରକାରୀ ଭାବେ କୁହାଯାଇଛି। ଖୋର୍ଦ୍ଧାରେ ସର୍ବାଧିକ ୧୭୫୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କଟକ ୯୦୭, ଅନୁଗୋଳ ୪୧୮, ସୁନ୍ଦରଗଡ଼ ୬୮୨, ପୁରୀ ୪୮୮, ବାଲେଶ୍ୱର ୩୬୦, ବରଗଡ଼ ୩୫୩, ଗଞ୍ଜାମ ୫୧୨, ଜଗତ୍‌ସିଂହପୁର ୩୪୪, ଯାଜପୁର ୨୦୦, , ଝାରସୁଗୁଡ଼ା ୧୮୨, କଳାହାଣ୍ଡି ୨୧୯, କେନ୍ଦ୍ରାପଡ଼ା ୨୭୪, କେନ୍ଦୁଝରରେ ୧୯୩ ଜଣ କରୋନାରେ ମରିଛନ୍ତି। ସେହିପରି ଅନ୍ୟ ଜିଲାରେ ମଧ୍ୟ କରୋନା ମୃତ୍ୟୁ ହୋଇଛି। ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ଲିଖିତ ପ୍ରଶ୍ନର ଉତ୍ତରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ସୋମବାର ବିଧାନସଭାରେ ଏହା କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, କୋଭିଡ୍‌ ମୃତ୍ୟୁ ପ୍ରମାଣପତ୍ର ପାଇଁ ୨୭,୮୫୮ ଆବେଦନ ଆସିଥିବା ବେଳେ ୨୪,୭୧୭ ପ୍ରମାଣପତ୍ରକୁ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣମଣ୍ଡପ ସିଲ୍‌ ଅଭିଯାନ ଆରମ୍ଭ

ଭୁବନେଶ୍ବର,୩।୨(ବ୍ୟୁରୋ): ବିନା ବିଲ୍ଡିଂ ପ୍ଲାନ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ...

‘ପିପିଲି ବିକାଶ କଥା ନିଜେ ବୁଝିବି’

ଭୁବନେଶ୍ୱର,୧୩।୪(ବ୍ୟୁରୋ): ମୁଁ ପିପିଲି-ଡେଲାଙ୍ଗ ଯାଇଥାଆନ୍ତି। ଆପଣମାନେ ମୋତେ ଆଶୀର୍ବାଦ କରିବାକୁ ବହୁସଂଖ୍ୟାରେ ଏକାଠି ହୋଇଥାନ୍ତେ। କୋଭିଡ୍‌ ସମୟରେ ଏହା ଠିକ୍‌ ହେବ ନାହିଁ। ମୋ ପାଇଁ...

ଭୁବନେଶ୍ୱରରୁ ଆଜି ପୁଣି ୩୪ ପଜିିଟିଭ୍‌ ଚିହ୍ନଟ: ୪୩ ସୁସ୍ଥ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୩୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ତାମିଲନାଡୁରୁ ବ୍ରହ୍ମପୁର ସୁନା ଚାଲାଣ ଘଟଣା: ୨୩.୨୧ ଲକ୍ଷ ଟଙ୍କା ଜିଏସ୍‌ଟି ଆଦାୟ

ବ୍ରହ୍ମପୁର ଅଫିସ,୬ା୧୨ -ବ୍ରହ୍ମପୁର ଗୋଷାଣୀ ନୂଆଗଁା ପୋଲିସ ଶନିବାର ଅନ୍ଧପସରା ରୋଡ୍‌ରେ ଗାଡିମୋଟର ଯାଞ୍ଚବେଳେ ଏକ କାର୍‌ରୁ ୪କେଜି ସୁନା ଓ ୨୩୫ କେଜି ରୁପା...

ସଫଳ ହେଲା ବିରଳ ଅସ୍ତ୍ରୋପଚାର: ଯୋଡ଼ାହେଲା କଟା ହାତ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ସଡକ ଦୁର୍ଘଟଣାରେ କଟିଯାଇଥିବା ଜଣେ ବ୍ୟକ୍ତିଙ୍କ ହାତକୁ ବିରଳ ଅସ୍ତ୍ରୋପଚାର ମାଧ୍ୟମରେ ଯୋଡାଯାଇଛି। କଳିଙ୍ଗ ହସ୍ପିଟାଲରେ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଜଣେ ୨୪...

ମୁଣ୍ଡଳୀରେ ୧୨ଲକ୍ଷ କ୍ୟୁସେକ ଜଳ ପ୍ରବାହିତ

କଟକ ଅଫିସ, ୧୭ା୮: ଲଘୁଚାପ ଜନିତ ବର୍ଷା ଓ ହୀରାକୁଦ ଜଳ ଭଣ୍ଡାରର ୩୪ଟି ଗେଟ୍‌ ଦେଇ ଜଳ ନିସ୍କାସନ ପରେ ତଳମୁଣ୍ଡରେ ବନ୍ୟାସ୍ଥିତି ଦେଖାଦେଇଛି।...

ପାଟକୁରା ନିର୍ବାଚନ: ସପ୍ତାହକ ମଧ୍ୟରେ ହୋଇପାରେ ତାରିଖ ଘୋଷଣା

ଭୁବନେଶ୍ୱର, ୪।୬(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ୧୪୬ ବିଧାନସଭା ଏବଂ ୨୧ ଲୋକ ସଭା ଆସନ ପାଇଁ ଭୋଟ ଶେଷ ହୋଇଛି। ପୂର୍ବତନ ବିଧାୟକ ତଥା...

ସ୍କୁଲକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ ନେଇ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ସ୍କୁଲ ଭିତରେ ଗଣମାଧ୍ୟମର ପ୍ରବେଶକୁ ନେଇ ବିଇଓ ଲଗାଇଥିବା ପ୍ରତିବନ୍ଧକକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ,...

Advertisement
Archives

Model This Week