ବିଜେପୁର ଉପନିର୍ବାଚନ ପାଇଁ ଭିତିରି ରଣନୀତି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ସବୁ ଦଳ ପାଇଁ ଚ୍ୟାଲେଞ୍ଜ। ବିଜେଡି କାହାକୁ ପ୍ରାର୍ଥୀ କରିବ ସେ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଦଳ ପକ୍ଷରୁ ୪ ବରିଷ୍ଠ ନେତାଙ୍କୁ ନେଇ ଗଠିତ ସମନ୍ବୟ କମିଟି ହାତରେ ବିଜେପୁରର ସମସ୍ତ ଦାୟିତ୍ୱ ଟେକି ଦିଆଯାଇଛି। କମିଟି ପକ୍ଷରୁ ଏକ ରୁଦ୍ଧଦ୍ୱାର ବୈଠକ ବସି କାହାକୁ ପ୍ରାର୍ଥୀ କଲେ ଦଳ ଭଲ ପ୍ରଦର୍ଶନ କରିବ ଏବଂ ବ୍ଲକଓ୍ବାରି ଦାୟିତ୍ୱ କେଉଁମାନଙ୍କ ମଧ୍ୟରେ ବଣ୍ଟାଯିବ ସେନେଇ ଏକ ତାଲିକା ପ୍ରସ୍ତୁତ ହୋଇଥିବା ଜଣାପଡ଼ିଛି।
ଏହି ଉପନିର୍ବାଚନ ପାଇଁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ନେତୃତ୍ୱରେ ଏକ କମିଟି ଗଠନ କରାଯାଇଛି। ଦଳ ପକ୍ଷରୁ କାହାକୁ ପ୍ରାର୍ଥୀ କରାଯିବ ସେନେଇ କମିଟିର ଏକ ବୈଠକ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବ। ସେହିପରି ଭାଜପା ପକ୍ଷରୁ କାହାକୁ କେଉଁ ଦାୟିତ୍ୱ ଦିଆଯିବ ଏବଂ କାହାକୁ ପ୍ରାର୍ଥୀ କରାଯିବ ସେନେଇ ଏକ ବୈଠକ ଆସନ୍ତା ବୁଧବାର ହେବ ବୋଲି ଚର୍ଚ୍ଚା ହେଉଛି।


All Right Reserved By Dharitri.Com

କିଶୋର ବାସା ‘ଟାଗୋର ନ୍ୟାଶନାଲ ଫେଲୋ’ ମନୋନୀତ

ଭୁବନେଶ୍ୱର,୨୭।୪(ବ୍ୟୁରୋ)-ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଉତ୍କଳ ବିଶ୍ୱବିଦ୍ୟାଳୟ ନୃତତ୍ତ୍ୱ ବିଭାଗ ପୂର୍ବତନ ମୁଖ୍ୟ ପ୍ରଫେସର କିଶୋର କୁମାର ବାସାଙ୍କୁ ସମ୍ମାନଜନକ ‘ଟାଗୋର ନ୍ୟାଶନାଲ ଫେଲୋ’...

ବସ୍ତିମୁକ୍ତ ଭୁବନେଶ୍ୱର, ଉଚ୍ଛେଦ ହେବ ୪ ବସ୍ତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ମିଳିତ ଏନ୍‌ଫୋର୍ସମେଣ୍ଟ ଦଳ ଦ୍ୱାରା ନଭେମ୍ବର ପ୍ରଥମ ସପ୍ତାହରେ ୪ଟି ବସ୍ତିରେ ଉଚ୍ଛେଦ କରାଯିବ। ଶୁକ୍ରବାର ନୀଳମାଧବ ବସ୍ତିର ‘ସି’ ବ୍ଲକ୍‌ରେ ଉଚ୍ଛେଦ କରାଯିବାକୁ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ

ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ...

କୁଳପତିମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ : ଚଳିତ ଶିକ୍ଷାବର୍ଷରୁ ଏକକ ସିଲାବସ୍‌

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଉଚ୍ଚଶିକ୍ଷାର ଗୁଣାତ୍ମକ ବିକାଶ ତଥା ଆଧୁନିକୀକରଣ ନିମନ୍ତେ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ଆଲୋଚନା...

ବାତ୍ୟା ପରେ ବନ୍ୟାପାଣିର ଦୁଃଖ: ପାଣି ଘେରରେ ଏକାଧିକ ଗାଁ

ପୁରୀ ଅଫିସ, ୧୮।୮: ପ୍ରାକୃତିକ ଦୁର୍ବିପାକ ଉପକୂଳବର୍ତ୍ତୀ ପୁରୀ ଜିଲାର ପିଛା ଛାଡୁନି। ପ୍ରାୟ ପ୍ରତିବର୍ଷ ବିଭିନ୍ନ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଥିବା ଜିଲାବାସୀ...

ନାଉଗଁ। ବ୍ଲକରେ ଜିଲାପାଳଙ୍କ ଜନଶୁଣାଣି ଶିବିର

ନାଉଗଁ।,୧୨ା୧୧(ସ୍ବ.ପ୍ର.): ନାଉଗଁା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସଂଗ୍ରାମକେଶରୀ ମହାପାତ୍ର ଯୋଗଦେଇ ଅଭିଯୋଗ...

କୁଶଭଦ୍ରା ନଦୀରେ ବୁଡ଼ି ଜଣଙ୍କ ଜୀବନ ଗଲା

ଗୋପ,୩।୭(ଡି.ଏନ୍‌.ଏ.): କୁଶଭଦ୍ରା ନଦୀରେ ବୁଡ଼ି ବୁଧବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୀ ଜିଲା ଗୋପ ଥାନା ଅଧୀନ ବାଲିସାହି ଗ୍ରାମର କାଶୀନାଥ...

‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ...

Leave a comment

Your email address will not be published. Required fields are marked *