Posted inଜାତୀୟ

ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଜଳିଗଲା ଡିଜେଲ୍‌ ଟ୍ୟାଙ୍କର

ରାୟପୁର,୨୪।୯: ଛତିଶଗଡ଼ କାଙ୍କେର ଜିଲାରେ ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଏକ ଡିଜେଲ୍‌ ଟ୍ୟାଙ୍କର ଜଳି ଯାଇଛି। ଏଥିରେ ୩ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ୟାଙ୍କରଟି ରେଲଓ୍ବେ କାମରେ ଲାଗିଥିଲା। ସେଠାରେ କିଛି ମାଓବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଛି।


All Right Reserved By Dharitri.Com

ପାକିସ୍ତାନୀ ନୌକା ଜବତ: ବିଏସ୍‌ଏଫ୍‌ର ତଦନ୍ତ ଜାରି

ନୂଆଦିଲ୍ଲୀ,୧୪।୧୨: ଅନୁପ୍ରବେଶ ପାଇଁ ଅତିସମ୍ବେଦନଶୀଳ ଅଞ୍ଚଳ ଭାବେ ଜଣାଯାଉଥିବା କଚ୍ଛର ହରାମି ନାଲାରୁ ଶନିବାର ଏକ ଖାଲି ନୌକା ଜବତ କରାଯାଇଛି। ସୀମାର ସୁରକ୍ଷାକର୍ମୀ ଏହି...

ହୋଟେଲରେ ହାଇଡ୍ରାମା: ୧୪୪ ଧାରା

ବେଙ୍ଗାଲୁରୁ/ମୁମ୍ବାଇ,୧୧ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନେ ରହିଥିବା ମୁମ୍ବାଇର ଏକ ବିଳାସପୂର୍ଣ୍ଣ ହୋଟେଲ ବାହାରେ ବୁଧବାର ହାଇଡ୍ରାମା ଦେଖିବାକୁ ମିଳିଛି। ମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ ବିଧାୟକଙ୍କ ସହ...

ମୋଦି ସାହସିକତାର ପଦକ୍ଷେପ ନେଇଛନ୍ତି: ମୋହନ ଭାଗବତ

ନୂଆଦିଲ୍ଲୀ, ୫।୮:କେନ୍ଦ୍ର ସରକାର ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଜମ୍ମୁ-କଶ୍ମୀର ପାଇଁ ସମ୍ବିଧାନରେ ଥିବା ସ୍ବତନ୍ତ୍ର ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ସରକାରରଙ୍କ ଏହି ନିଷ୍ପତ୍ତିକୁ...

ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିତ୍ପାତ

ନୂଆଦିଲ୍ଲୀ,୧୬ା୭: ପ୍ରବଳ ବର୍ଷା ଯୋଗୁ ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ସୋମବାର ସୁଦ୍ଧା ୪୪ଜଣ ମୃତ୍ୟୁବରଣ କରିଥିବାବେଳେ...

ଆସିଲେ ନାହିଁ ହସ୍ପିଟାଲର କୌଣସି କର୍ମଚାରୀ ଏକେଲା ସନ୍ତାନ ପ୍ରସବ କଲେ ମହିଳା

ନାଗପୁର,୪।୬: ମହାରାଷ୍ଟ୍ର ନାଗପୁରର ସୁକେଶ୍ରୀ ଶ୍ରୀକାନ୍ତ ନାମକ ଜଣେ ୨୩ ବର୍ଷୀୟା ମହିଳା ସନ୍ତାନ ପ୍ରସବ ପାଇଁ ସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ହେଲେ ଠିକ୍‌...

ହଠାତ୍‌ ବସ୍‌ର ବ୍ରେକ୍‌ ଫେଲ୍‌ ହେବାରୁ ଗଲା ୧୧ ଜୀବନ

ଚମ୍ପାରଣ,୧୦।୬: ଝାରଖଣ୍ଡ ଚମ୍ପାରଣରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋମବାର ଭୋର ସାଢ଼େ ୩ଟାରେ ଏକ ଯାତ୍ରୀବାହୀ ବସ୍‌ ଟ୍ରକକୁ ଧକ୍କା ଦେଇଛି। ଫଳରେ ଏହି...

ସିଏଏ ବିରୋଧୀଙ୍କୁ ଭାଜପା ବିଧାୟକଙ୍କ ଧମକ: ହିଂସାକାଣ୍ଡ ଭିଆଇଲେ ଚମଡ଼ା ଉତାରି ଦିଆଯିବ

ଗାଜିଆବାଦ,୨୦।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଭାଜପା ନେତା ବିଭିନ୍ନ ସମୟରେ ବିବାଦୀୟ ମନ୍ତବ୍ୟ ଦେଉଛନ୍ତି। ଏହି ମର୍ମରେ ଉତ୍ତରପ୍ରଦେଶର ଭାଜପା ବିଧାୟକ ସିଏଏ ବିରୋଧୀଙ୍କୁ...

ଅବିବାହିତ କଲାମ୍‌ଙ୍କର ଥିଲେ ୩ ପୁଅ; ସେମାନଙ୍କ ନାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ନୂଆଦିଲ୍ଲୀ,୧୫।୧୦: ଭାରତର ୧୧ ତମ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ୍‌ କଲାମ୍‌ଙ୍କର ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ସେ ଚିରକୁମାର ଥିଲେ। ଅବିବାହିତ ହୋଇ ମଧ୍ୟ...

Leave a comment

Your email address will not be published. Required fields are marked *