ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଆରମ୍ଭ

ଆନନ୍ଦପୁର(ସ୍ବ.ପ୍ର.)/ହାଟଡିହି(ଡି.ଏନ.ଏ) ୨୩।୫: କେନ୍ଦୁଝର ଜିଲା ଆନନ୍ଦପୁର ଓ ଘଷିପୁରା ନିର୍ବାଚନମଣ୍ଡଳୀର ଭୋଟ ଗଣତି ଆରମ୍ଭ ହୋଇଛି। ଶାଳପଡ଼ା ମହିଳା ମହାବିଦ୍ୟାଳୟ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପ୍ରଥମ ରାଉଣ୍ଡ ଭୋଟ ଗଣତି ହୋଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର ସାହୁ, ଡିଏସ୍‌ପି ବିଦ୍ୟୁତ୍‌ ଚନ୍ଦ୍ର ପଣ୍ଡା ପ୍ରମୁଖଙ୍କ ସମେତ ବିଭିନ୍ନ ପଦାଧିକାରୀମାନେ ଭୋଟ କେନ୍ଦ୍ରରେ ଉପସ୍ଥିତ ରହିଛନ୍ତି।


All Right Reserved By Dharitri.Com

ରାଜ୍ୟର ସମସ୍ତ ଜେଲ୍‌କୁ ଆଡଭାଇଜରି

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଜେଲ୍‌କୁ କରୋନା ଭୁତାଣୁ ସଂକ୍ରମଣରୁ ରୋକିବା ପାଇଁ କାରାଗାର ମହାନିର୍ଦ୍ଦେଶକ ବୁଧବାର ସ୍ବତନ୍ତ୍ର ଆଡଭାଇଜାରି ଜାରି କରିଛନ୍ତି। କାରାଗାରରେ ରହୁଥିବା ବନ୍ଦୀ ଏବଂ...

ନଭେମ୍ବର ୧୨ରୁ ବାଲିଯାତ୍ରା

କଟକ ଅଫିସ,୧୬।୧୦:ଜିଲା ପ୍ରଶାସନ, ଜିଲା ସଂସ୍କୃତି ପରିଷଦ ଏବଂ କଟକ ମହାନଗର ନିଗମ ମିଳିତ ଆନୁକୂଲ୍ୟରେ ଚଳିତବର୍ଷର ଐତିହାସିକ ବାଲିଯାତ୍ରା ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ କରିବା...

ଗୋଟିଏ ଦିନରେ ମାଉସୀମା’ ମନ୍ଦିରରେ ଲାଗିବ ରଥ

ପୁରୁଣା ଭୁବନେଶ୍ୱର,୧୭।୩(ଡି.ଏନ୍‌.ଏ.): ଅଶୋକାଷ୍ଟମୀରେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନବଦିନାତ୍ମକ ହୋଇଥିବାବେଳେ ଶ୍ରୀଲିଙ୍ଗରାଜଙ୍କ...

ଡାଇଭର୍ସନ ରାସ୍ତା ବିପଦସଙ୍କୁଳ

ଝୁମ୍ପୁରା, ୨।୬ (ଡି.ଏନ୍‌.ଏ.)-ଝୁମ୍ପୁରା ବଜାର ଅଞ୍ଚଳ ତଥା ସରକାରୀ କାର୍ଯ୍ୟାଳୟ, ବ୍ଲକ, ଡାକ୍ତରଖାନା, ସ୍କୁଲକୁ ସଂଯୋଗ କରୁଥିବା ୨ଟି ମୁଖ୍ୟରାସ୍ତା, ଝୁମ୍ପୁରା – ଉଖୁଣ୍ଡା ରାସ୍ତା...

ଅମରେଶ ହତ୍ୟା ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଅମରେଶ ନାୟକ ହତ୍ୟା ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଆଉ ୩ଜଣଙ୍କୁ ଶନିବାର ପୋଲିସ ଗିରଫ କରିଛି। ସେମାନେ ହେଲେ ସୁନ୍ଦରପଦାର ରଘୁ, ବବୁଲ...

ଆରମ୍ଭ ହେଲା ଧରପଗଡ଼: ରାୟଗଡ଼ାରେ କାଠ ବୋଝେଇ ଟ୍ରକ୍‌କୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା

ରାୟଗଡ଼ା ଅଫିସ,୩।୧: ମାର୍ଚ୍ଚ ୧ରୁ ମୋଟର ଯାନ ଆଇନ କଡ଼ାକଡ଼ି ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଥିଲେ। ଏ ନେଇ ଗାଡ଼ିର ଆବଶ୍ୟକ...

ସୁପ୍ରିମକୋର୍ଟରେ ପୋଲାଭରମ୍‌ ଶୁଣାଣି ଆଜି

ନୂଆଦିଲ୍ଲୀ,୧୪-୧:ଗୋଦାବରୀ ନଦୀ ଉପରେ ଆନ୍ଧ୍ରପ୍ରଦେଶ ସରକାର ବିବାଦୀୟ ପୋଲାଭରମ୍‌ ଡ୍ୟାମ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଏହାକୁ ବନ୍ଦକରିବା ଲାଗିି ସୁପ୍ରିମକୋର୍ଟରେ ଓଡ଼ିଶା ପକ୍ଷରୁ କରାଯାଇଥିବା ଆବେଦନର...

କପଡ଼ା ଘେର ଭିତରେ ଉତ୍କଳମଣି

ପୁରୀ ଅଫିସ,୧୫।୯: କିଛିଦିନ ତଳେ ମେଘନାଦ ପାଚେରି କଡରୁ ସମସ୍ତ ନିର୍ମାଣକୁ ପ୍ରଶାସନ ଉଚ୍ଛେଦ କରିଥିଲା। ତେବେ ଏହି ଉଚ୍ଛେଦ ବେଳେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ...

Leave a comment

Your email address will not be published. Required fields are marked *