ଗଞ୍ଜେଇ ଚୋରା ଚାଲାଣ : ଛତିଶଗଡ଼ ପୋଲିସ ଦ୍ୱାରା ୨ ଯୁବକ ଗିରଫ

ଚନ୍ଦାହାଣ୍ଡି, ୨୪।୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଧୀନ ପୂଜାରୀଗୁଡା ଗ୍ରାମର ୨ ଯୁବକ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଛତିଶଗଡ଼ ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ସେ ହେଲେ ଅଭିମନ୍ୟୁ ମାଝି (୨୬) ଏବଂ ଚୈତନ(୨୪)।
ସୂଚନାଯୋଗ୍ୟ, ସୋମବାର ଅଭିମନ୍ୟୁ ଓ ଚୈତନ ୨ଟି ବାଇକ୍‌ରେ ୧୬ କେଜି ୧୦୦ ଗ୍ରାମ ଗଞ୍ଜେଇ ନେଇ ଛତିଶଗଡ଼ ରାଇପୁରକୁ ଯାଉଥିବା କୌଣସି ସୂତ୍ରରୁ ଖବରପାଇ ଦେଓଭୋଗ ପୋଲିସ ଏକ ଟିମ୍‌ ଧୁରୁଆପଡାଠାରେ ଉଭୟଙ୍କୁ ଅଟକ ରଖି ଯାଞ୍ଚ କରିଥିଲେ। ଯାଞ୍ଚ ସମୟରେ ଉଭୟଙ୍କ ପାଖରୁ ଗଞ୍ଜେଇ ଜବତ ହୋଇଥିଲା। ତେବେ ମଙ୍ଗଳବାର ଉଭୟଙ୍କୁ ଗରିଆବନ୍ଧ ଜେଲକୁ ପଠାଇ ଦିଆଯାଇଛି।


All Right Reserved By Dharitri.Com

ଦୁନିଆରେ ମା’ ଶବ୍ଦର ବିକଳ୍ପ ନାହିଁ

ଛତ୍ରପୁର,୧୩ା୫(ଡି.ଏନ.ଏ.)-ଛତ୍ରପୁରସ୍ଥିତ ରୋଟାରୀ କ୍ଲବ ପରିସରରେ ରବିବାର ସର୍ବଶକ୍ତି ଏଜୁକେସନ ଓ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ୱ ମାତୃ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ...

କଲ୍ୟାଣ ମଣ୍ଡପକୁ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ: ‘ଶୈକ୍ଷିକ ବାତାବରଣ ନଷ୍ଟ କରୁଛନ୍ତି ସରକାର’

ବ୍ରହ୍ମପୁର ଅଫିସ୍‌,୧୭ା୭-ଖଲ୍ଲିିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ବାହାର ତଥା କନିଷିସ୍ଥିତ ଜି-ମ୍ୟାକ୍ସ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କରାଯିବାକୁୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। କଲ୍ୟାଣମଣ୍ଡପ ଭଳି...

ଇ-ଟେକ୍‌ ଆବାସିକ କଲେଜ ପ୍ରତିଷ୍ଠା ଦିବସ: ‘ଅଭିଭାବକଙ୍କୁ ସମ୍ମାନ ବିନା ଶିକ୍ଷା ମୂଲ୍ୟହୀନ’

ଢେଙ୍କାନାଳ ଅଫିସ, ୭।୮-ଅଭିଭାବକମାନେ ଚାହାନ୍ତି ସେମାନଙ୍କ ସନ୍ତାନ ଭଲ ପାଠପଢ଼ି ବଡ଼ମଣିଷ ହେଉ। ନିଜ ପିଲାମାନଙ୍କ ପାଇଁ ମା’ବାପା ଏପରି ସ୍ବପ୍ନ ଦେଖିବା ସ୍ବାଭାବିକ। ଏବେ...

ଜାତୀୟ ରାଜପଥ କାମ ଅଧାପନ୍ତରିଆ

ନୂଆପଡା ଅଫିସ,୨ା୬- ନୂଆପଡ଼ାର ଲାଇଫ ଲାଇନ କୁହାଯାଉଥିବା ୩୫୩ ନମ୍ବର ଜାତୀୟ ରାଜପଥ କାମ ଯେତିକି ଲମ୍ବି ଚାଲିଛି ଜିଲାବାସୀଙ୍କ ମୁଣ୍ଡ ବ୍ୟଥା ସେତିକି ବଢିଚାଲିଛି...

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଅବ୍ୟବସ୍ଥା: ପ୍ରକାଶ ପାଉନି ପରୀକ୍ଷା ଫଳ

ବ୍ରହ୍ମପୁର ଅଫିସ୍‌,୩୦ା୫-ପ୍ରତିଷ୍ଠା ପରଠାରୁ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାଜ୍ୟ ସରକାରଙ୍କ ତରଫରୁ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଗଲା। କିନ୍ତୁ ଆନୁଷଙ୍ଗିକ କୌଣସି...

ଇସ୍ତଫାପତ୍ର ଫେରାଇବାକୁ ଅଧ୍ୟକ୍ଷଙ୍କ ଦରଖାସ୍ତ ଧମକକୁ ଡରି ଦେଇଥିଲି ଇସ୍ତଫା: ସୂର୍ଯ୍ୟନାରାୟଣ

ପୁରୁଷୋତ୍ତମପୁର, ୨୬ା୧୧ (ଡି.ଏନ.ଏ.)-ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା ବ୍ୟକ୍ତିଗତ କାରଣ ଦର୍ଶାଇ ଅକ୍ଟୋବର ୨୫ ତାରିଖରେ ନିଜ ପଦବୀରୁ ଇସ୍ତଫା ଦେଇଥିଲେ। ସେ...

ଥଇଥାନ ପାଇଁ ଜିଲାପାଳଙ୍କୁ ଭେଟିଲେ ବ୍ୟବସାୟୀ

ଭଦ୍ରକ ଅଫିସ, ୪।୭ – ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ ପରେ ରୋଜଗାର ହରାଇଥିବା ଦୋକାନୀମାନଙ୍କୁ ଥଇଥାନ ଦାବିରେ ସିପିଆଇ(ଏମ୍‌)ର ଜିଲା କମିଟି ବୁଧବାର ଜିଲାପାଳଙ୍କୁ...

ଲୋକଲଜ୍ଜା ସହି ନ ପାରି ମହିଳାଙ୍କ ଆତ୍ମହତ୍ୟା : ତରବରିଆ ଭାବେ ମୃତଦେହ ପୋଡ଼ିଦେଲେ ସମ୍ପର୍କୀୟ, ଜୁଇ ନିକଟରେ ନୀରବଦ୍ରଷ୍ଟା ସାଜିଲା ପୋଲିସ

ନୟାଗଡ଼ ଅଫିସ,୧୪ା୧୦: ନୟାଗଡ଼ ଜିଲା ଇଟାମାଟି ଥାନା ନାଟୁଗାଁ ପଞ୍ଚାୟତ ଖେଡ଼ବାରଣା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଲୋକଲଜ୍ଜା କାରଣରୁ ଜଣେ...

Leave a comment

Your email address will not be published. Required fields are marked *