Posted inରାଜ୍ୟ

ସୁସ୍ଥ ହେଲେ ୯୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୨: ଓଡ଼ିଶାରେ ଶୁକ୍ରବାର ୯୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୯୮୦ରେ ପହଞ୍ଚିଛି। ବରଗଡ଼ରୁ ସର୍ବାଧିକ ୧୪, ଯାଜପୁରରୁ ୯, କଟକ ଓ ସମ୍ବୁଲପରରୁ ୮, ପୁରୀରୁ ୭, ଅନୁଗୁଳ ଓ ବାଲେଶ୍ୱରରୁ ୫, ବୌଦ୍ଧ, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ୪, ଦେଓଗଡ଼, ଝାରୁସୁଗୁଡ଼ା, ଖୋର୍ଦ୍ଧା, ମୟୁରଭଞ୍ଜ, ନୂଆପଡ଼ା ଓ ସୋନପୁରରୁ ୩, ବଲାଙ୍ଗୀର ଓ ନବରଙ୍ଗପୁରରୁ ୨, ଗଞ୍ଜାବ ଓ କୋରାପୁଟରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଅଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଇଲା ଖଣିରେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ତାଳଚେର,୨୮।୫(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ସ୍ଥିତ ଏମ୍‌ସିଏଲ ବଳରାମ କୋଇଲା ଖଣିରେ ସୋମବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ଜଣେ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି।...

ଓଡିଶୀ ନୃତ୍ୟଶିଳ୍ପୀ ମିନତି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଓଡିଶୀ ନୃତ୍ୟଶିଳ୍ପୀ ତଥା ଅଭିନେତ୍ରୀ ଡ. ମିନତି ମିଶ୍ରଙ୍କ ସୋମବାର ଭୋରୁ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ...

୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ କିରାଣି

ଖଡିଆଳ,୩୦।୧୨(ଡି.ଏନ୍‌.ଏ.)- ଜମି ରେଜିଷ୍ଟ୍ରି କରିବା ନେଇ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ନୂଆପଡ଼ା ଜିଲା ଖଡିଆଳ ସବ୍‌ରେଜିଷ୍ଟାର ଅଫିସରେ କାର୍ଯ୍ୟରତ କନିଷ୍ଠ କିରାଣି...

ଚାକିରି ଦେବା ନାଁରେ ୮ ଲକ୍ଷ ଠକେଇ

ଭୁବନେଶ୍ୱର,୭।୫(ବ୍ୟୁରୋ): ଆସିଷ୍ଟାଣ୍ଟ ସେକ୍ସନ ଅଫିସର ଚାକିରି ପାଇବା ଆଶାରେ ୮ ଲକ୍ଷ ଟଙ୍କା ଠକାମିର ଶିକାର ହୋଇଥିବା ନେଇ ଇନ୍‌ଫୋସିଟି ଥାନାରେ ଅଭିଯୋଗ ହୋଇଛି। ପୋଲିସ...

କନ୍ଧମାଳରୁ ମିଳିଲା ପୁଷ୍ପଲତାଙ୍କ ସ୍କୁଟି

ଭୁବନେଶ୍ୱର,୧୫।୨(ବ୍ୟୁରୋ): ବହ ଚର୍ଚ୍ଚିତ ପୁଷ୍ପଲତା ରାଉଳ ହତ୍ୟା ମାମଲାରେ ଗିରଫ ମୁଖ୍ୟ ଅଭିଯୁକ୍ତ ଗଞ୍ଜାମର ସଞ୍ଜୟ ଓରଫ ଅଙ୍ଗଦ ଦାସ ଓ ଚନ୍ଦୁ ଓରଫ ଶ୍ରୀକାନ୍ତ...

ଅଣ୍ଡିଲୋ ଗଁ। ଦାଣ୍ଡରେ ଆଣ୍ଠୁଏ ପାଣି

ବାଲିଅନ୍ତା,୨୬।୯(ଡି.ଏନ.ଏ.): ଲଗାଣ ବର୍ଷା ଯୋଗୁ ବାଲିଅନ୍ତା ବ୍ଲକ ଅଧୀନ ଅଣ୍ଡିଲୋ ଗ୍ରାମ ଦାଣ୍ଡରେ ଆଣ୍ଠୁଏ ପାଣି ଜମି ରହୁଛି। ବର୍ଷା ପାଣି ନିଷ୍କାସନ ପାଇଁ ବାଟ...

ସୋମବାରଠୁ ଗଡ଼ିବ ଓଏସ୍‌ଆର୍‌ଟିସି ବସ୍‌

ଭୁବନେଶ୍ୱର, ୬ା୬(ବ୍ୟୁରୋ)- ସୋମବାରଠୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ପକ୍ଷରୁ ବସ୍‌ ସେବା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୬୬ ରୁଟ୍‌ରେ...

ମାଓବାଦୀ ଦମନ ଲାଗି ହେବ ସ୍ବତନ୍ତ୍ର ରଣନୀତି: ଡିଜିପି

ଫୁଲବାଣୀ ଅଫିସ, ୧୨ା୨: ନୂତନ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ ଶୁକ୍ରବାର କନ୍ଧମାଳ ଜିଲା ଗସ୍ତ କରି ମାଓବାଦୀ ଦମନ ଉପରେ ସମୀକ୍ଷା କରିଛନ୍ତି।...

Advertisement
Archives

Model This Week