ବରଗଡ଼ରେ ୯୨ ନୂଆ ପଜିଟିଭ୍‌, ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୬ ଶିଶୁ

ବରଗଡ଼ ଅଫିସ,୧୧ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ଜିଲାରେ ପୁଣି ୯୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୭ ଜଣ ମହିଳା ଓ ୫୫ ଜଣ ପୁରୁଷ ଅଛନ୍ତି। ସେହିପରି ନୂଆ ଆକ୍ରାନ୍ତ ମଧ୍ୟରେ ୬ ଜଣ ଶିଶୁ ରହିଛନ୍ତି।
ସୂଚନାଯୋଗ୍ୟ, ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୪୪୫ରେ ପହଞ୍ଚିଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣଙ୍କର ମୃତୃ୍ୟ ହୋଇଥିବା ବେଳେ ୬୬୬୯ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ଆକ୍ରାନ୍ତମାନେ ଚିକିତ୍ସିତ ହେଉଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ପଡ଼ି ମହିଳା ମୃତ

ତିହିଡ଼ି, ୨୪।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧା ପଞ୍ଚାୟତ ଖରିଦାସାହି ଗ୍ରାମର ମୌନାବତୀ ସାହୁ(୫୦) ଶନିବାର ପୋଖରୀରେ ପଡ଼ି ପ୍ରାଣ...

କଂଗ୍ରେସର ବନ୍ଦ ଡାକରା, କୋରାପୁଟରେ ଜନଜୀବନ ପ୍ରଭାବିତ

କୋରାପୁଟ,୧୫।୨(ସ୍ବ.ପ୍ର.): ଡିଜେଲ ଓ ପେଟ୍ରୋଲ ଦର ବୃଦ୍ଧିକୁ ବିରୋଧ କରି ଜାତୀୟ କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଯୋଗୁ ସୋମବାର କୋରାପୁଟ ଜିଲାରେ ଜନଜୀବନ ପ୍ରଭାବିତ...

କ୍ଷେତରେ ଗୋରୁ ଛାଡ଼ିଦେଲେ ଚାଷୀ

ତେଲକୋଇ,୪ା୧୧(ଡି.ଏନ.ଏ): ଧାନ ଥୋଡ଼ ଧରୁଥିବା ବେଳେ ବର୍ଷା ଏକ ପ୍ରକାର ଉଭାନ୍‌ ହୋଇଯାଇଛି। ଫଳରେ ଧାନଗଛ ଶୁଖି ମରିଗଲାଣି। ବର୍ଷକର ପରିଶ୍ରମ ଏବେ ମାଟିରେ ମିଶିବାକୁ...

ଧ୍ୱଂସମୁଖରେ ଓଳାଶୁଣୀର ସବୁଜ ବନାନୀ

ଚଣ୍ଡିଖୋଲ,୧୮ା୬(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ୍‌ରେ ଅବସ୍ଥିତ ରାଜ୍ୟର ପ୍ରମୁଖ ଧର୍ମ, ସଂସ୍କୃତି, ଐତିହ୍ୟ ଓ ପର୍ଯ୍ୟଟନ ପୀଠ ଓଳାଶୁଣୀ ପାହାଡ଼ର ଉଭୟ ପୂର୍ବ ଏବଂ...

ଏନ୍‌ଟିପିସିରେ ଧର୍ମଘଟ ସଫଳ

କଣିହାଁ ,୩୦।୩(ଡି.ଏନ.ଏ.) – ୧୨ ଦଫା ଦାବିରେ ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଓ କର୍ମଚାରୀ ଫେଡେରେଶନ ପକ୍ଷରୁ ଦିଆଯାଇଥିବା ଦୁଇଦିନିଆ ଧର୍ମଘଟ ଡାକରାର ପ୍ରଭାବ...

ଦାଦନ ଶ୍ରମିକଙ୍କୁ ନିସ୍ତୁକ ମାଡ଼

ବଲାଙ୍ଗୀର ଅଫିସ, ୮ା୪: ରାଜ୍ୟ ବାହାରକୁ ଚାଲାଣ ହେଉଥିବା ଦାଦନ ଶ୍ରମିକଙ୍କ ନିର୍ଯାତନା ଥମୁନାହିଁ। ରାଜ୍ୟ ବାହାରେ ଇଟାଭାଟିରେ କାମ କରିବାକୁ ଯାଇଥିବା ଦୁଇଜଣ ଦାଦନ...

୨୪ ଘଣ୍ଟାରେ ୪୬ ହଜାର ନୂଆ ମାମଲା

ଓ୍ବାଶିଂଟନ/ଲଣ୍ଡନ/ବ୍ରାଜିଲିଆ, ୧୭।୫: କରୋନା ଭୂତାଣୁ ଲୋକଙ୍କ ନିଦ ହଜାଇ ଦେଇଛି। ପ୍ରାଣଘାତୀ କରୋନା କବଳରୁ ବର୍ତ୍ତିବା ଲାଗି କାହାରିକୁ ବାଟ ଦେଖାଯାଉ ନାହିଁ। ଗତ ୪...

‘ଢିଙ୍କିଆକୁ ନିନ୍ଦିତ କରା ନ ଯାଉ’

କୁଜଙ୍ଗ,୧୭।୪(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶର ଜନସାଧାରଣ ଶାନ୍ତିପ୍ରିୟ ଓ ନିରୀହ ହୋଇଥିବାବେଳେ ବାହାର ଅଞ୍ଚଳର କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ନିଜକୁ ଜନ ଆନ୍ଦୋଳନର...

Advertisement
Archives

Model This Week