ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଦ୍ୱିତୀୟ କ୍ୟାମ୍ପସରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

କେନ୍ଦୁଝର,୨୫।୯(ସ୍ବ.ପ୍ର.): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ କେନ୍ଦୁଝର ଦ୍ୱିତୀୟ କ୍ୟାମ୍ପସରେ ବୁଧବାର ଛାତ୍ରୀଛାତ୍ରଙ୍କ ପକ୍ଷରୁ ଆନ୍ଦୋଳନ କରାଯାଇଛି। ଶୋଚନୀୟ ରାସ୍ତା, ଅଧ୍ୟାପକ ଅଭାବ, ହଷ୍ଟେଲ, ଲାବରୋଟୋରୀ, ଓ୍ବାଇଫାଇ ସୁବିଧା ନ ଥିବା ଆଦି ସମସ୍ୟା ସମାଧାନ ନେଇ ଏହି ଆନ୍ଦୋଳନ ହୋଇଛି। ବାରମ୍ବାର ଦାବି ସତ୍ତ୍ୱେ ସମସ୍ୟା ସମାଧାନରେ ପ୍ରଶାସନ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ବିଫଳ ହୋବାରୁ ଛାତ୍ରୀଛାତ୍ର ପୁଣି ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଫଳରେ ପାଠପଢାରେ ବ୍ୟାହତ ସୃଷ୍ଟି ହୋଇଛି। ସେହିପରି ନାମ ଲେଖିବା ବେଳେ ଦିଆଯାଉଥିବା ପ୍ରତିଶ୍ରୁତି ପାଳନ ହେଉ ନ ଥିବାରୁ ପୁଞ୍ଜିଭୂତ ଅସନ୍ତୋଷ ଏବେ ଆନ୍ଦୋଳନର ରୂପ ନେଇଥିବା ଛାତ୍ରୀଛାତ୍ର କହିଛନ୍ତି। ଏ ନେଇ ପୂର୍ବରୁ ବହୁବାର ଆନ୍ଦୋଳନ ହୋଇଥିଲା।


All Right Reserved By Dharitri.Com

ବିଭିନ୍ନ ପଞ୍ଚାୟତରେ କଲ୍ୟାଣମଣ୍ଡପ ନିର୍ମାଣ ବ୍ୟବସ୍ଥା ୧୯୪ରୁ ୧୦୬ଟି ପାଇଁ ଅର୍ଥ ମଞ୍ଜୁର ସମ୍ପୂର୍ଣ୍ଣ ହୋଇଛି ୪୦

ନୟାଗଡ଼ ଅଫିସ,୩୧ା୮: ପ୍ରତି ପଞ୍ଚାୟତରେ କଲ୍ୟାଣମଣ୍ଡପ ନିର୍ମାଣ ଲାଗି ସରକାରୀ ବ୍ୟବସ୍ଥା ରହିଛି। କିନ୍ତୁ ନୟାଗଡ଼ ଜିଲାର ସମସ୍ତ ପଞ୍ଚାୟତରେ ଏହା ନିର୍ମାଣ ହୋଇପାରି ନାହିଁ।...

ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ଯୁବକ

ନବରଙ୍ଗପୁର,୨୧ା୫(ବି.ପ୍ର)- ନବରଙ୍ଗପୁର ସହର ଗୋରାମୁଣ୍ଡା ପୋଖରୀରେ ବୁଡି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ରାଜୁ ସାହିର ଅର୍ଜୁନ ନାୟକ (୩୫)।...

କେନାଲକୁ ଖସିପଡ଼ିଛି ଛୁଆ, ଜଗିଛି ମା’ ହାତୀ

ପରଜଙ୍ଗ,୪।୧୦ (ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଖାଲପାଳ ଗ୍ରାମ ନିକଟ ଶାଖା କେନାଲ ମଧ୍ୟକୁ ଗୁରୁବାର ରାତିରେ ଏକ ଛୁଆ ହାତୀ...

ରାସ୍ତାକଡ଼ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

ପଦ୍ମପୁର, ୩୦।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର-ବିରସ ରାସ୍ତାପାର୍ଶ୍ୱ ପାଇକ ସାହି ଛକ ନିକଟ ନାଳରୁ ଶୁକ୍ରବାର ସକାଳେ ଜଣେ ଯୁବତୀଙ୍କ ମୃତଦେହ...

ଲୋପ୍‌ ପାଉଛେ ଯଁତାର ବେଭାର:ଦିହିପା ସମସିଆରେ ଛଁଦି ହେଉଛନ୍‌ ମହିଲା

ଲାଠୋର, ୧୨ା୬ (ଡି.ଏନ୍‌.ଏ): ଆଜିର ମୁନୁଷ ନିଜକେ ଆଧୁନିକତା ଭିତରେ ହଜେଇ ଦେଇଛେ। ଯୁଗର ସଂଗେ ତାଲ ଦେଇ ଆଗ୍‌କେ ବଢ଼ୁଛେ। ନିଜର ସୁଖ୍‌ ସୁବିଧାର...

ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ,୮।୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଟିକାବାଲି ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ବଜାରରେ ଶନିବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ପାବୁରିଆ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ...

ବ୍ରାଉନସୁଗାର ଜବତ: ଯୁବକ ଗିରଫ

ପୁରୀ ଅଫିସ, ୫।୧: ବ୍ରହ୍ମଗିରି ଅଞ୍ଚଳରେ ଜଣେ ଯୁବକଙ୍କଠାରୁ ୫.୩ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ। ବ୍ରାଉନସୁଗାର କାରବାର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।...

ପୋଲିସକୁ ଅଟକ ରଖିଲେ ଗ୍ରାମବାସୀ

ବାହାନଗା, ୩୧ା୫(ଡି.ଏନ.ଏ.)-ଗୁରୁବାର ରାତି ସାଢେ ୮ଟାରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ତାଳକୁରୁଣିଆଁ ଗ୍ରାମର ବାସିନ୍ଦା ଗୋପାଳପୁର ଫାଣ୍ଡିର ଜଣେ କନଷ୍ଟେବଳଙ୍କୁ ଅଟକ ରଖିଛନ୍ତି। ସମସ୍ୟାର...

Leave a comment

Your email address will not be published. Required fields are marked *