୪ର୍ଥ ରାଉଣ୍ଡ ଶେଷ: କାମାକ୍ଷାନଗରରେ ବିଜେଡି ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-କାମାକ୍ଷାନଗର ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ଏଠାରେ ବିଜେଡି ଆଗୁଆ ରହିଛି। ବିଜେଡିର ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ୧୦୧୧୦ ଭୋଟ ସହ ପ୍ରଥମ ସ୍ଥାନରେ ରହିଛନ୍ତି। ଏହି କ୍ରମରେ ଭାଜପାର ଶତ୍ରୁଘ୍ନ ଜେନା ୭୪୧୬ ଭୋଟ ସହ ଦ୍ୱିତୀୟ ଏବଂ କଂଗ୍ରେସ ଭବାନୀ ଶଙ୍କର ମହାପାତ୍ର ୧୧୫୨ ଭୋଟ ପାଇ ତୃତୀୟ ସ୍ଥାନରେ ଅଛନ୍ତି।


All Right Reserved By

ପ୍ରତିଶ୍ରୁତି ରଖୁନାହାନ୍ତି କର୍ତ୍ତୃପକ୍ଷ: ଆଲୁମିନିୟମ ପ୍ରକଳ୍ପ କାର୍ଯ୍ୟ ବନ୍ଦ କଲେ ଗ୍ରାମବାସୀ

ବଅଁରପାଳ, ୨୯।୫ (ଡି.ଏନ୍‌.ଏ.)- ବଅଁରପାଳ ବ୍ଲକ ଲଙ୍ଗୁଳିଆବେଡ଼ା ଗ୍ରାମ ପାଖରେ ନିର୍ମାଣାଧୀନ ଆଲୁମିନିୟମ ପାର୍କ ପ୍ରକଳ୍ପ କାର୍ଯ୍ୟକୁ ବନ୍ଦ କରିଛନ୍ତି ଗ୍ରାମବାସୀ। ମଙ୍ଗଳବାର ସକାଳୁ ଗ୍ରାମର...

କୁଲେଇରେ ଚୋର ଆତଙ୍କ

ପରଜଙ୍ଗ, ୧୯।୭(ଡି.ଏନ.ଏ.)-ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇ ଗ୍ରାମରେ ଚୋରଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ୩ଦିନ ମଧ୍ୟରେ ୩...

ପୁଣି ଏଭରେଷ୍ଟ ଅଭିଯାନରେ କଳ୍ପନା ଦାଶ

ଢେଙ୍କାନାଳ ଅଫିସ, ୧୮।୪- ପୃଥିବୀର ସର୍ବୋଚ୍ଚ ଗିରିଶୃଙ୍ଗରୁ ଗୁଞ୍ଜରିତ ହେବ ବିଶ୍ୱଶାନ୍ତି, ନାରୀ ସଶକ୍ତୀକରଣ ବାର୍ତ୍ତା। ମାଉଣ୍ଟ ଏଭରେଷ୍ଟରେ ପାଦ ରଖି ପୁଣିଥରେ ଇତିହାସ ରଚିବେ...

ଉଦ୍ଧାର ନାବାଳିକା ଗଲେ ବାଳାଶ୍ରମ: ୮ ଦିନ ହେଲା ଥିଲେ ପ୍ରେମିକ ଘରେ

ଅନୁଗୋଳ ଅଫିସ, ୨୬।୭-ଅନୁଗୋଳ ଜିଲା ବନ୍ତଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ପୋଲିସ ତାଙ୍କ ପ୍ରେମିକଙ୍କ ଘରୁ ଉଦ୍ଧାର କରିଛି। ପରିବାର ଲୋକଙ୍କ ଅଭିଯୋଗ କ୍ରମେ...

ଦେଶ ପାଇଁ ଆବଶ୍ୟକ ଜଣେ ଭଲ ପ୍ରଧାନମନ୍ତ୍ରୀ; ଚୌକିଦାର ନୁହେଁ: ପ୍ରକାଶ ରାଜ୍‌

ପାଟନା,୨୮।୪: ଦେଶ ପାଇଁ ଜଣେ ପ୍ରଧାନମନ୍ତ୍ରୀଙ୍କ ଆବଶ୍ୟକ; ଚୌକିଦାର ନୁହେଁ। ଚୌକିଦାର ଖୋଜିବା ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ନ ଥାଏ। ଚୌକିଦାର...

ଢେଙ୍କାନାଳ ମିନି ଷ୍ଟାଡିୟମରେ କଳ୍ପନାଙ୍କ ମରଶରୀର: ‘କଳ୍ପନା ଅମର ରହେ ’ଧ୍ୱନିରେ ପ୍ରକମ୍ପିତ ସାରା ସହର

ଢେଙ୍କାନାଳ ଅଫିସ,୨।୬: ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଥିଲା। ପରେ ତାଙ୍କ ଜନ୍ମମାଟି ଢେଙ୍କାନାଳକୁ ନିଆଯାଇଥିଲା। ଢେଙ୍କାନାଳ ମିନି ଷ୍ଟାଡିୟମରେ ମରଶରୀର ୧୧ଟା...

ପୁରୀ ଜିଲାର ୩ ବୁଥ୍‌ରେ ଆଜି ସାନି ମତଦାନ

ପୁରୀ ଅଫିସ,୧୯ା୫: ପୁରୀ ଜିଲାର ୩ଟି ବୁଥ୍‌ରେ ରବିବାର ସାନି ମତଦାନ ଅନୁଷ୍ଠିତ ହେବ। ଏହି ବୁଥ୍‌ଗୁଡ଼ିକ ହେଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ୨୨୨ନଂ. କମାଶାସନ ପ୍ରୋଜେକ୍ଟ...

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଜମୁଛି ପ୍ରଚାର

କେନ୍ଦ୍ରାପଡ଼ା ଅଫିସ୍‌, ୧୭।୪: ଆସନ୍ତା ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୧୬ ତାରିଖରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *