ପୁରୁଷୋତ୍ତମପୁର ବିଡିଓ ଭାବେ କାର୍ଯ୍ୟରେ ଯୋଗଦେଲେ ସୀମାଞ୍ଚଳ ମହାନ୍ତି : ଲୋକଙ୍କ ଘରକୁ ଯାଇ ସମସ୍ୟାର ସମାଧାନ କରିବାକୁ ଦେଲେ ପ୍ରତିଶ୍ରୁତି

ପୁରୁଷୋତ୍ତମପୁର,୨୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ବିଡିଓ ଭାବେ ସୀମାଞ୍ଚଳ ମହାନ୍ତି ମଙ୍ଗଳବାର ଯୋଗଦେଇଥିବାବେଳେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଲୋକେ ଘରେ ରହି ସରକାରୀ ସୁବିଧା ଯେପରି ପାଇପାରିବେ ସେଥିପ୍ରତି ଗୁରୁତ୍ୱ ଦେବେ ବୋଲି ବିଡିଓ ପ୍ରତିଶ୍ରୁତି ଦେଇଛନ୍ତି। ଏଥିନେଇ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ସୀମାଞ୍ଚଳ ଗଜପତି ଜିଲା ପାରଳାଖେମୁଣ୍ଡି ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ। ପୁରୁଷୋତ୍ତମପୁର ବିଡିଓ ସତ୍ୟସୁନ୍ଦର ରାଉତଙ୍କୁ ଆସିକା ବିଡିଓ ଭାବେ ବଦଳି ହୋଇଛନ୍ତି।


All Right Reserved By Dharitri.Com

ଫେରାର ଅଭିଯୁକ୍ତ ଗିରଫ

ଡେରାବିଶ, ୨୭।୧୦ (ସ୍ବ.ପ୍ର.): ୪ ଚକିଆ ଯାନ ଓ ଟ୍ରକ ଚୋରିରେ ମାମଲାରେ ସମ୍ପୃକ୍ତ ଜଣେ ଫେରାର ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ରବିବାର...

ସରକାରୀ ନିୟମକୁ ଫୁ: ରାସ୍ତା କଡ଼, ଡ୍ରେନରେ ପକାଯାଉଛି ବ୍ୟବହୃତ ସିରିଞ୍ଜ, ଛୁଞ୍ଚି

ଖୋର୍ଦ୍ଧା ଅଫିସ,୧୦।୧୧: ବାୟୋ ମେଡିକାଲ ୱେଷ୍ଟ ମ୍ୟାନେଜମେଣ୍ଟ ଆଇନକୁ ଘରୋଇ ମେଡିକାଲ, ପାଥୋଲାବ ସେଣ୍ଟର ଓ ଔଷଧ ଦୋକାନୀ ମାନୁନାହାନ୍ତି। ଖୋର୍ଦ୍ଧା ମ୍ୟୁନିସିପାଲିଟିର ଅସ୍ଥାୟୀ ଡମ୍ପିଂୟାର୍ଡ...

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ର ପରିବହନ: ୧୩ ଗାଡ଼ିରୁ ୧.୮୦ ଲକ୍ଷ ଜରିମାନା ଆଦାୟ

ଅନୁଗୋଳ ଅଫିସ, ୩।୧୧ – ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶନିବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ନେବାଆଣିବା କରୁଥିବା ୧୩...

ବାଲିକୁଦା ପଞ୍ଚାୟତ ସମିତି ସପ୍ତମ ସାଧାରଣ ବୈଠକ: ପାନୀୟ ଜଳ, ପରିମଳ ଉପରେ ଗୁରୁତ୍ୱାରୋପ

ବାଲିକୁଦା,୧୨ା୧୨(ସ୍ବ.ପ୍ର.): ବାଲିକୁଦା ପଞ୍ଚାୟତ ସମିତି ସଭାଗୃହରେ ବୁଧବାର ସମିତିର ସପ୍ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି। ବ୍ଲକ ଅଧ୍ୟକ୍ଷା ମଧୁସ୍ମିତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ...

କଳାହାଣ୍ଡିରେ ବନ୍ଦ ହେଲା ସମସ୍ତ ଧାନମଣ୍ଡି

ଭବାନୀପାଟଣା,୧ା୭(ଡି.ଏନ୍‌.ଏ.): ଚଳିତ ରବିଋତୁରେ ଧାନ ସଂଗ୍ରହ ପାଇଁ ମେ’ ୨୫ରୁୁ ଆରମ୍ଭ ହୋଇଥିବା ସମସ୍ତ ମଣ୍ଡି ଜୁନ୍‌ ୩୦ରୁ ବନ୍ଦ ହୋଇଛି। ରବିବାର ସୁଦ୍ଧା କଳାହାଣ୍ଡି...

ପେଦ୍ର ଦିଗାଲ ମୃତ୍ୟୁ ଘଟଣା ହତ୍ୟା: ଅଭିଯୋଗ ଆଣିଲେ ପରିବାର

ଫୁଲବାଣୀ ଅଫିସ, ୧୯ା୮-କ.ନୂଆଗାଁ ଥାନା ସିର୍ତ୍ତିିଗୁଡା ପଞ୍ଚାୟତ କୁଡୁପାକିଆ ଗ୍ରାମର ପେଦ୍ର ଦିଗାଲଙ୍କ ମୃତ୍ୟୁକୁ ପରିବାର ଲୋକେ ସହଜରେ ଗ୍ରହଣ କରି ପାରିନାହାନ୍ତି। ପେଦ୍ରଙ୍କ ମୃତ୍ୟୁ...

ସୁନା ଦୋକାନୀଙ୍କୁ ଭୁଜାଲିରେ ଆକ୍ରମଣ: ୨ ଗୁରୁତର ସୁନା, ରୁପା ଗହଣା ଓ ଟଙ୍କା ଲୁଟ୍‌

ପଟ୍ଟାମୁଣ୍ଡାଇ, ୨।୧୨ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ଜଣେ ସୁନା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା, ରୁପା ଗହଣା ଓ ନଗଦ ଟଙ୍କା ଲୁଟି...

୯ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମନ୍‌ସୁନ୍‌ ଟ୍ରଫଲାଇନ୍‌ ପ୍ରଭାବରେ ମଙ୍ଗଳବାର ରାଜ୍ୟର କେତୋଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବ। ଏଥିସହ ୯ଟି ଜିଲାରେ ପ୍ରବଳ ବର୍ଷା ହେବାର ଥିବା ଭୁବନେଶ୍ୱର...

Leave a comment

Your email address will not be published. Required fields are marked *