ସ୍କୁଟିକୁ ଧକ୍କାଦେଲା ବୋଲେରୋ: ୩ ଗୁରୁତର

ରାଇସୁଆଁ,୨୫।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ରାଇସୁଆଁ ଓଭରବ୍ରିଜ୍‌ ନିକଟରେ ବୁଧବାର ମଧ୍ୟାହ୍ନରେ ବୋଲେରୋ ଏକ ସ୍କୁଟିକୁ ଧକ୍କା ଦେବା ଫଳରେ ୩ ଜଣ ଗୁରୁତର ହୋଇଥିବା ଜଣାପଡିଛି। ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଚିକିତ୍ସା ଲାଗି କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଗୁରୁତରଙ୍କ ପରିଚୟ ମିଳି ନ ଥିବା ବେଳେ ଏନେଇ ତଦନ୍ତ ଚାଲିଛି।


All Right Reserved By Dharitri.Com

ନାଚ ଶିଖାଇ ଦେବା ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ: ୪ ଅଟକ

ନିଶ୍ଚିନ୍ତକୋଇଲି,୨୨।୧୧(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ହୋଇଥିବା ପୀଡିତାଙ୍କ ବାପା ଶୁକ୍ରବାର ଥାନାରେ ଲିଖିତ ଅଭିଯୋଗ...

ଶ୍ରୀଲିଙ୍ଗରାଜଙ୍କ ଆଉ ଏକ ଜମି ଉଦ୍ଧାର ପାଇଁ ପ୍ରୟାସ: ବେଆଇନ ନିର୍ମାଣ କାର୍ଯ୍ୟ ଉପରେ ୧୪୪ ଧାରା ଜାରି

ପୁରୁଣା ଭୁବନେଶ୍ୱର, ୩୧। ୭ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଜମି ଉପରେ ବେଆଇନ ନିର୍ମାଣ କାର୍ଯ୍ୟ ବନ୍ଦ ପାଇଁ ରୋକ ଲାଗିଛି।...

ତହସିଲ ସମ୍ବନ୍ଧୀୟ ସେବା ଉପରେ ଗୁରୁତ୍ୱ

ବଇଣ୍ଡା,୧୪।୧୧(ଡି.ଏନ୍‌.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଞ୍ଜାମୁରା ପଞ୍ଚାୟତରେ ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଭାବେ ପ୍ରଚଳିତ ହୋଇଥିବା ଯୋଜନା ମୋ ଗାଁ ତହସିଲ (ସେବା...

ଏନଏଚ ୩୫୩ ପାଇଁ ଅର୍ଥନୈତିକ ଅବରୋଧ୮ ଘଣ୍ଟା ପରେ ଓହରିଲା

ନୂଆପଡା ଅଫିସ,୨୭ା୫: ସରକାର ଦିନକୁ ୩୦ କି.ମି. ଜାତୀୟ ରାଜପଥ ନିର୍ମାଣ କରୁଥିବା କହୁଥିବା ବେଳେ ନୂଆପଡା ଜିଲାର ଲାଇଫ ଲାଇନ କୁହାଯାଉଥିବା ଜାତୀୟ ରାଜପଥ...

ସବୁଠି ଧାନର ଅଭାବୀ ବିକ୍ରି: ଏଯାବତ୍‌ ଖୋଲୁ ନାହିଁ ସରକାରୀ ଧାନମଣ୍ଡି

ରୂପ୍‌ସା,୯।୧୨(ଡି.ଏନ.ଏ.) – ବାଲେଶ୍ୱର ଜିଲା ସଦର ଓ ବସ୍ତା ବ୍ଲକରେ ଧାନର ଅଭାବୀ ବିକ୍ରି ଦେଖାଦେଇଛି। ଏଯାବତ୍‌ ସରକାରୀ ଧାନ ମଣ୍ଡି ଖୋଲି ନ ଥିବାରୁ...

ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୭।୧୧: ବରଗଡ଼ ଟାଉନ ଥାନା ପୋଲିସ ବୁଧବାର ରାତିରେ ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସ୍ଥାନୀୟ...

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ସୁନାବେଶ : ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ବାରିପଦା ଅଫିସ,୧୨।୭ : ଦିତୀୟ ଶ୍ରୀକ୍ଷେତ୍ର ବାରିପଦାର ମାଉସୀ ମା’ ମନ୍ଦିରରେ ଶୁକ୍ରବାର ଠାକୁରମାନେ ଜନ୍ମବେଦିରେ ସୁନାବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଇଛନ୍ତି। ଆଡ଼ପମଣ୍ଡପରେ ଠାକୁରମାନଙ୍କ ସୁନାବେଶ...

ବର୍ଷାରେ ଭିଜୁଛି ଶହ ଶହ ଧାନ ବସ୍ତା

ବୌଦ୍ଧ,୫।୨(ସ୍ବ.ପ୍ର.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖଟଖଟିଆ ଧାନ ମଣ୍ଡିରେ ଦୀର୍ଘ ୬ ଦିନ ହେଲା ୨୦ରୁ ୨୫ ଚାଷୀ ଟୋକନ ପାଇ ଧାନ ବିକ୍ରି...

Leave a comment

Your email address will not be published. Required fields are marked *