୪ର୍ଥ ରାଉଣ୍ଡ ଶେଷ: ହିନ୍ଦୋଳରେ ବିଜେଡି ଆଗୁଆ

ହିନ୍ଦୋଳ, ୧୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡିର ସୀମାରାଣୀ ନାୟକ ଆଗୁଆ ଅଛନ୍ତି। ତାଙ୍କୁ ୮୮୨୩ ଭୋଟ ମିଳିଛି। ସେହିପରି ଭାଜପାର ଅଶୋକ ନାଏକ ୮୭୧୪ ଏବଂ କଂଗ୍ରେସର ତ୍ରିନାଥ ବେହେରା ୧୨୩୫ ଭୋଟ ପାଇ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ଅଛନ୍ତି।


All Right Reserved By Dharitri.Com

ପୋଲିସ ଓ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ରହୁ

ବଇଣ୍ଡା,୨୫।୭(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଧିରେ ଧିରେ ଅପରାଧ ବୃଦ୍ଧି ପାଉଛି। ଏଥିପ୍ରତି ଜନସାଧାରଣ ଅଧିକ ଯତ୍ନବାନ ହେବା ଆବଶ୍ୟକ। ପୋଲିସ ସହିତ ସାଧାରଣ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ରହିଲେ...

ଭାଲେଣ୍ଟାଇନ୍ସ ଡେ’ରେ ଶପଥ ନେବେ କେଜରିଓ୍ବାଲ!

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆରମ୍ଭ ହୋଇଗଲାଣି ଅଙ୍କ କଷା। ଆମ ଆଦମୀ ପାର୍ଟି(ଏଏପି) ଏଥର ବହୁମତରେ ଆସି ପୁଣିଥରେ ଦିଲ୍ଲୀରେ...

ହରିୟାଣାରେ ସରକାର ଗଠନ ଲାଗି ଶନିବାର ରାଜ୍ୟପାଳଙ୍କୁ ଭେଟିବ ଭାଜପା

ଚଣ୍ଡିଗଡ଼,୨୫।୧୦: ହରିୟାଣାରେ ଭାଜପା ସରକାର ଗଠନ କରିବା ଲାଗି ଶନିବାର ରାଜ୍ୟପାଳଙ୍କୁ ଭେଟିବ ବୋଲି ସୂଚନା ମିଳିଛି। ହରିୟାଣାରେ ଥିବା ଭାଜପା ପ୍ରଭାରୀ ଅନିଲ ଜୈନ...

ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର : ମଧ୍ୟାହ୍ନ ପରେ ମିଳୁନି ସେବା

ବଇଣ୍ଡା, ୧।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ସେବା ପାଇପାରୁନାହାନ୍ତି ଅଞ୍ଚଳବାସୀ। ଡାକ୍ତର ସକାଳୁ ୨ରୁ ୩ ଘଣ୍ଟା ରହି ପଳାଉଛନ୍ତି।...

ରାଧାସାହିରେ ଯୁବକଙ୍କୁ ହତ୍ୟା ଘଟଣା: ପୂର୍ବଶତ୍ରୁତାରୁ ଗଳା କାଟିଥିଲେ ପିଉସା

ପାଲଲହଡ଼ା, ୧୪ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଈଶ୍ୱରନଗର ପଞ୍ଚାୟତ ରାଧାସାହି ଗ୍ରାମରେ ଗତ ମଙ୍ଗଳବାର ଘଟିଥିବା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ପୂର୍ବ ଶତ୍ରୁତାକୁ...

୪ର୍ଥ ପର୍ଯ୍ୟାୟ ନିର୍ବାଚନ : ବଦଳିପାରେ ସମୀକରଣ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ଚଳିତ ଥର ରାଜ୍ୟର ୨୧ଲୋକ ସଭା ଏବଂ ୧୪୭ ବିଧାନସଭା ଆସନ ପାଇଁ ୪ଟି ପର୍ଯ୍ୟାୟରେ ନିର୍ବାଚନ ହେଉଛି। ଗତ ମଙ୍ଗଳବାର ସୁଦ୍ଧା...

ରେଙ୍ଗାଳି ପ୍ରକଳ୍ପ କଲୋନୀରେ ୩ ହାତୀ

କଣିହଁ।, ୭।୭ (ଡି.ଏନ୍‌.ଏ) – ଅନୁଗୋଳ ଜିଲା କଣିହଁ। ବ୍ଲକ ରେଙ୍ଗାଳି ପ୍ରକଳ୍ପ କଲୋନୀରେ ଶୁକ୍ରବାର ରାତିରେ ୩ଟି ହାତୀ ପଶି ଆସି ଉପଦ୍ରବ କରିଛନ୍ତି।...

ନବୀନ କ୍ରେଜ୍‌ କାଏମ

ଢେଙ୍କାନାଳ ଅଫିସ, ୨୫।୫-ଦୀର୍ଘଦିନ ଧରି ଶାସନ ଗାଦି କବ୍‌ଜା କରି ରଖିଥିଲେ ମଧ୍ୟ କମିନି ନବୀନଙ୍କ କ୍ରେଜ୍‌। ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଏହାର ପୁନରାବୃତ୍ତି...

Leave a comment

Your email address will not be published. Required fields are marked *