ହୋଣ୍ଡାର ଆନନ୍ଦୋତ୍ସବ ଧମାକା

ଚଣ୍ଡିଖୋଲ,୨୬।୯(ଡି.ଏନ୍‌.ଏ.) ଶାରଦୀୟ ପୂଜା ଅବସରରେ ହୋଣ୍ଡା ମୋଟର ସାଇକେଲ କମ୍ପାନୀ ତରଫରୁ ଚଣ୍ଡିଖୋଲସ୍ଥିତ ବାସନ୍ତୀ ହୋଣ୍ଡା ୨୦୧୯ ଆନନ୍ଦୋତ୍ସବ ଧମାକା ଆରମ୍ଭ କରିଛି। ଗ୍ରାହକମାନେ ମାତ୍ର ୧୧୦୦ ଟଙ୍କାର ଡାଉନ ପେମେଣ୍ଟ ଦେଇ କମ୍ପାନୀର ଆକ୍ଟିଭା, ସାଇନ, ଆଭିଏଟର, କ୍ଲିକ୍‌, ଓ ଲିଭୋ ଆଦି ଗାଡ଼ି ଘରକୁ ନେଇପାରିବେ। ସେହିଭଳି ୯୯୯୯ ଟଙ୍କା ଡାଉନ ପେମେଣ୍ଟ ଦେଇ ହୋଣ୍ଡା ୟୁନିକନ୍‌ ଗ୍ରାହକମାନେ ପାଇପାରିବେ ବୋଲି କମ୍ପାନୀ ତରଫରୁ ଘୋଷଣା କରାଯାଇଛି। ଚଳିତ ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୩୦ପର୍ଯ୍ୟନ୍ତ ଗାଡ଼ି କିଣିବା ଉପରେ କେତେକ ଆକର୍ଷଣୀୟ ଉପହାରର ବ୍ୟବସ୍ଥା ମଧ୍ୟ କରାଯାଇଅଛି। ପ୍ରତ୍ୟେକ କ୍ରେତାଙ୍କୁ ସ୍କ୍ରାଚ କୁପନ ପ୍ରଦାନ କରାଯାଉଥିବାବେଳେ ବିଜେତାଙ୍କୁ ଗୋଲ୍ଡ କଏନ, ସିଲ୍‌ଭର କଏନ, ଏଲ୍‌ଇଡି ଟିଭି, ୱାଶିଂ ମେଶିନ, ରେଫ୍ରିଜିରେଟର ଓ ମିକ୍ସର ଗ୍ରାଇଣ୍ଡର ଆଦି ପ୍ରଦାନ କରାଯିବ ବୋଲି ବାସନ୍ତୀ ହୋଣ୍ଡାର ମାଲିକ ଜନ୍ମେଜୟ ସାହୁ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ମାନ୍ଦାବସ୍ଥା ପ୍ରଭାବ;ଟାଟା ମୋଟର୍ସ, ଅଶୋକ ଲେଲ୍ୟାଣ୍ଡ, ହିରୋ ଉତ୍ପାଦନ ବନ୍ଦ କଲା

ନୂଆଦିଲ୍ଲୀ,୧୭ -୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଶେଷ ହେବାର କୌଣସି ଚିହ୍ନବର୍ଣ୍ଣ ଦେଖାଯାଉନାହିଁ। ବାଧ୍ୟ ହୋଇ କମ୍ପାନୀମାନେ ନିଜର ଉତ୍ପାଦନ ବନ୍ଦ କରିବା ଲାଗି ନିଷ୍ପତ୍ତି...

ଅତ୍ୟାବଶ୍ୟକ ସାମଗ୍ରୀ ମୂଲ୍ୟ ବଢିପାରେ

ନୂଆଦିଲ୍ଳୀ,୨୨-୧୨: ଆଗାମୀ ଦିନରେ ଅତ୍ୟାବଶ୍ୟକ ସାମଗ୍ରୀ ମୂଲ୍ୟ ବଢିପାରେ। ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଏବଂ ପ୍ୟାକେଟଯୁକ୍ତ ଖାଦ୍ୟର ଦରଦାମ ନିକଟରେ ବଢିବା ନେଇ ସମ୍ଭାବନା ରହିଛି।...

ଏଫ୍‌ବିବିର ଏଭ୍ରି ଫ୍ରାଇଡେ ଇଜ୍‌ ଏ ଟ୍ରାଏ ଡେ;ଫ୍ୟାଶନ କ୍ରୟରେ ଦେଉଛି ରିହାତି

ଭୁବନେଶ୍ୱର,୭-୬: ଫ୍ୟୁଚର ଗ୍ରୁପର ଲୋକପ୍ରିୟ ଫ୍ୟାଶନ ଡେଷ୍ଟିନେଶନ ଏଫ୍‌ବିବି ପକ୍ଷରୁ ‘ଏଭ୍ରି ଫ୍ରାଇଡେ ଇଜ୍‌ ଏ ଟ୍ରାଏ ଡେ’ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଚଳିତ...

ବିଦା ହେଲେ ୨୧ ଦୁର୍ନୀତିଗ୍ରସ୍ତ ଟିକସ ଅଧିକାରୀ

ନୂଆଦିଲ୍ଲୀ,୨୭-୧୧: ଆୟକର ବିଭାଗରୁ ୨୧ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ କେନ୍ଦ୍ର ସରକାର ବିଦା କରିଦେଇଛନ୍ତି। ଚାକିରୀ ଶେଷ କରିବା ପୂର୍ବରେ ଏମାନଙ୍କୁ ସେବା ନିବୃତ୍ତ କରାଯାଇଥିବା ଜଣାପଡିଛି।...

ରିଟର୍ନ ଦାଖଲ ଲାଗି ଇ-ଫାଇଲିଂ ଲାଇଟ୍‌

ନୂଆଦିଲ୍ଲୀ,୨-୮: ଆୟକର ବିଭାଗ ପକ୍ଷରୁ ରିଟର୍ନ ଦାଖଲ କରିବା ଉଦ୍ଦେଶ୍ୟରେ ଗୁରୁବାର ଏକ ନୂଆ ସରଳ ସୁବିଧା ଆରମ୍ଭ କରାଯାଇଛି। ବିଭାଗର ଓ୍ବେବ୍‌ସାଇଟରେ ‘ଇ-ଫାଇଲିଂ ଲାଇଟ୍‌’...

ଜେଟ୍‌ ଏୟାରଓ୍ବେଜର ନିୟନ୍ତ୍ରଣ ନେବାକୁ ଅଣ୍ଟା ଭିଡ଼ିଲେ କର୍ମଚାରୀ

ନୂଆଦିଲ୍ଲୀ,୩୦-୪: ବୁଡ଼ି ଯାଇଥିବା ଏୟାରଲାଇନ କମ୍ପାନୀ ଜେଟ୍‌ ଏୟାରଓ୍ବେଜକୁ ପୁନର୍ବାର ଛିଡା କରିବା ଲାଗି ଏବେ କର୍ମଚାରୀମାନେ ଅଣ୍ଟା ଭିଡ଼ିଛନ୍ତି। ବାହାର ନିବେଶକଙ୍କଠାରୁ ୩ ହଜାର...

୨୦୨୬ ସୁଦ୍ଧା ଓଲା, ଉବର ଗାଡ଼ି ହେବ ଇଲେକ୍ଟ୍ରିକ

ନୂଆଦିଲ୍ଲୀ,୭-୬: ଖୁବଶୀଘ୍ର ଦେଶର ସଡ଼କରେ ଇଲେକ୍ଟ୍ରିକ କ୍ୟାବ୍‌ ଦେଖିବାକୁ ମିଳିବ। କେନ୍ଦ୍ର ସରକାର ଓଲା ଓ ଉବର ଭଳି ଆପ୍‌ ଆଧାରିତ କ୍ୟାବ୍‌ ସର୍ଭିସ ଉପଲବ୍ଧ...

ଜିଏସ୍‌ଟି ସେଲ୍‌ସ ରିଟର୍ନ ଦାଖଲ ଅବଧି ବଢିଲା

ନୂଆଦିଲ୍ଲୀ,୨୧ା୪: ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସେଲ୍‌ସ ରିଟର୍ନ ଦାଖଲ କରିବାରେ ଶେଷ ତାରିଖର ଅବଧିକୁ ସରକାର ବୃଦ୍ଧି କରିଛନ୍ତି। ମାର୍ଚ୍ଚ ମାସ ଲାଗି ଜିଏସ୍‌ଟିଆର୍‌-୩ବି...

Leave a comment

Your email address will not be published. Required fields are marked *