ଗୋପାଳପୁର ବିଧାନସଭାରେ ବିଜେଡି ଆଗୁଆ

ବ୍ରହ୍ମପୁର ଅଫିସ,୨୩ା୫ : ପ୍ରଥମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ଗୋପାଳପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରଦୀପ କୁମାର ପାଣିଗ୍ରାହୀ ଆଗୁଆ ଅଛନ୍ତି। ପ୍ରଦୀପଙ୍କୁ ୨୩୮୩ ଖଣ୍ଡ ଭୋଟ ମିିଳିଥିବାବେଳେ ଭାଜପାର ବିଭୂତି ଭୂଷଣ ଜେନାଙ୍କୁ ୧୭୬୨ ଖଣ୍ଡ ଭୋଟ ମିଳିଛ। କଂଗ୍ରେସର ଧର୍ମରାଜଙ୍କୁ ମାତ୍ର ୧୮୮ଟି ଭୋଟ ମିଳିଛି।


All Right Reserved By Dharitri.Com

ବିଭିନ୍ନ ପ୍ରକଳ୍ପ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ଘଟଣା: ଦ୍ୱିତୀୟ ଦିନରେ ଭିଜିଲାନ୍ସ ତଦନ୍ତ

ବରୀ,୧୯ା୧୦(ସ୍ବ.ପ୍ର.): ବରୀ ବ୍ଲକର ବିକାଶମୂଳକ କାର୍ଯ୍ୟରେ ହୋଇଥିବା ଅନିୟମିତତାକୁ ନେଇ ଭିଜିଲାନ୍ସ ତଦନ୍ତ ଶୁକ୍ରବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଗୋଟିଏ ପ୍ରକଳ୍ପ ପାଇଁ ଦୁଇ ଥର...

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ୍‌ ବୈଠକ ବସିବ। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ...

କଳାକାରଙ୍କ ବକେୟା ପାଉଣା ଦେଲା ସଂସ୍କୃତି ବିଭାଗ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ କଳାକାରଙ୍କ ବକେୟା ପାଉଣା ଗୁରୁବାର ପ୍ରଦାନ କରାଯାଇଛି। ୨୦୧୯ ଆର୍ଥିକ ବର୍ଷରେ ଆୟୋଜିତ...

ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଆରମ୍ଭରୁ ପ୍ରଶ୍ନପତ୍ରରେ ତ୍ରୁଟି

ବ୍ରହ୍ମପୁର ଅଫିସ,୧୭ା୫-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ପୁଣି ଖେଳ ଖେଳିଛି ା ଗୁରୁବାର ଆରମ୍ଭ ହୋଇଥିବା ସ୍ନାତକୋତ୍ତର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ପ୍ରଥମ ଦିନରେ...

ଭୂତକୋଠି ହେଲାଣି ରକ୍ତଭଣ୍ଡାର ଗୃହ

ଆଠମଲ୍ଲିକ, ୨୦ା୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକବାସୀଙ୍କ ଆବଶ୍ୟକତାକୁ ଆଖିରେ ରଖି ନିର୍ମାଣ ହୋଇଥିବା ରକ୍ତଭଣ୍ଡାର ଗୃହ ଭୂତକୋଠିରେ ପରିଣତ ହେବାକୁ ବସିଲାଣି। ନିର୍ମାଣକୁ ୧୦ ବର୍ଷ...

ସଙ୍ଗରୋଧ କେନ୍ଦ୍ରରେ ସମ୍ପର୍କୀୟଙ୍କ ଅବାଧ ପ୍ରବେଶ

ଶେରଗଡ଼,୧୦ା୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଗୋଠଗାଁ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟରେ ସଙ୍ଗରୋଧ କେନ୍ଦ୍ରକୁ ସୁରଟ ଫେରନ୍ତାଙ୍କ ସମ୍ପର୍କୀୟ ଭେଟିବାକୁ ଆସିବା ସହ ଜିନିଷ ପତ୍ର ମଧ୍ୟ ଦେଉଛନ୍ତ।...

ପିଏଚ୍‌ଡି ମୁଖ୍ୟ ପାଇପ୍‌ ଲାଇନ୍‌ରେ ଫାଟ : ପାନୀୟ ଜଳରେ ମିଶୁଛି ଦୂଷିତ ପାଣି

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରସୁଲଗଡ ଛକ ଦେଇଯାଇଛି ପିଏଚଡିର ମୁଖ୍ୟ ପାନୀୟ ଜଳ ପାଇପ ଲାଇନ। କୁଆଖାଇ ନଦୀରୁ ଉକ୍ତ ସର୍ଭିସ ପାଣି ପାଇପ ଲାଇନ ଆସିଛି। ଯାହାକି...

ନାଚକରି ପାଠ ପଢ଼ାଇ ଚର୍ଚ୍ଚାରେ ଶିକ୍ଷକ

ଦିଗପହଣ୍ଡି,(ଡି.ଏନ.ଏ.)/ ପାଟପୁର,୭ା୨- ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପ୍ରାଥମିକ ବିଦ୍ୟାଳୟର ଜଣେ ସହକାରୀ ଶିକ୍ଷକ ନାଚଗୀତ ମାଧ୍ୟମରେ ପିଲାଙ୍କୁ ପାଠ ପଢ଼ାଇ ଚର୍ଚ୍ଚାରେ ରହିଛନ୍ତି। ଶିକ୍ଷକ ଜଣକ...

Leave a comment

Your email address will not be published. Required fields are marked *