ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘର ବନ୍ଦ ପାଳନ

ଦେବଗଡ଼,୨୬।୯(ଡି.ଏନ୍‌.ଏ.) : ଦେବଗଡ଼ ଜିଲା ଓକିଲ ସଂଘ ପକ୍ଷରୁ ପଞ୍ଚିମ ଓଡ଼ିଶା ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଗୁରୁବାର ସମସ୍ତ ସରକାରୀ, ବେସରକାରୀ, କୋର୍ଟ କଚେରୀ, ବ୍ୟାଙ୍କ ପିକେଟିଂ କରି ବନ୍ଦ କରାଯାଇଛି। ଏହି ବନ୍ଦରେ ଶିକ୍ଷାନୁଷ୍ଠାନ,ସ୍ବାସ୍ଥ୍ୟ, ଗମନାଗମନ,ବ୍ୟବସାୟ ପ୍ରତିଷ୍ଠାନକୁ ବାଦ୍‌ ଦିଆଯାଇଛି। ସଂଘର ସହାଭାପତି ରାଜୀବଲୋଚନ ପ୍ରଧାନଙ୍କ ନେତୃତ୍ୱରେ ସକାଳ ୧୦ଟାରୁ ଏହି ବନ୍ଦ ପାଳନ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ସଂଘର ସମ୍ପାଦକ ତରଣୀକାନ୍ତ ଦାଶ, ଉପସଭାପତି ବିକାଶ ପ୍ରଧାନ, ସହ ସମ୍ପାଦକ ଟିକେଶ୍ୱର୍‌ ଧଳ, କୋଷାଧ୍ୟକ୍ଷ ରାଜକିଶୋର ପ୍ରଧାନ, ମନୋଜ ପାଢ଼ୀ, ଦିଲୀପ ଗୁରୁ, ସଞ୍ଜୀବ ପ୍ରଧାନ, କ୍ଷେତ୍ରବାସୀ ମେହେର, ସଚ୍ଚିକାନ୍ତ ଦାଶ, ଶ୍ରୀବସ୍ୟ ମିଶ୍ରଙ୍କ ସମେତ ଅନ୍ୟ ଓକିଲମାନେ ସାମିଲ ଅଛନ୍ତି। ଆସନ୍ତା୨୭ ଓ ୩୦ ତାରିଖରେ ମଧ୍ୟ ବନ୍ଦ ପାଳନ କରାଯିବ ।


All Right Reserved By

ଜଙ୍ଗଲ ଜମିରେ ବେଆଇନ ଖାଦାନ: ଆରୁହାରେ ୧୪୪ ଧାରା ଜାରି

ଯାଜପୁର ଅଫିସ/ଧର୍ମଶାଳା(ଡି.ଏନ୍‌.ଏ.),୨୧ା୮: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା ଜଙ୍ଗଲ ଜମିର ୧୫୩ ଏକର ପିରିମିତ ଅଞ୍ଚଳ ଉପରେ ମଙ୍ଗଳବାର ୧୪୪ ଧାରା ଲାଗୁ...

ସରିଲା ଲଗ୍ନଧରା: ୩୦ରେ ଟୁସୁ – ଶଙ୍କରଙ୍କ ବିବାହ

ବାଲେଶ୍ୱର ଅଫିସ, ୧୯।୫-ବାଲେଶ୍ୱରର ଲୋକପର୍ବ ଜଉକଣ୍ଢେଇ ବାହାଘର ଉତ୍ସବ କମିଟି ପକ୍ଷରୁ ଚଳିତବର୍ଷ ଟୁସୁ ଓ ଶଙ୍କରଙ୍କର ଲଗ୍ନଧରା ଶ୍ୟାମସୁନ୍ଦର ମନ୍ଦିର ପରିସରରେ ଶନିବାର ଅନୁଷ୍ଠିତ...

ଋଣ ଟଙ୍କା ମାଗିବାରୁ ଯୁବକଙ୍କୁ ମାଡ଼

ଗୋପାଳପୁର,୨୯ା୭: ଋଣ ଟଙ୍କା ମାଗିବାରୁ ୩ଜଣ ଯୁବକ ମିଶି ଜନୈକ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଥିବା ନେଇ ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏହି ଥାନା...

ଓ୍ବେଲଫେୟାର କମିଟିର ସହଯୋଗ

ବଅଁରପାଳ, ୨୨ା୯(ଡି.ଏନ.ଏ.) – ଅନୁଗୋଳ ଜିଲା ନାଲ୍‌କୋନଗରରେ ଚାଲିଥିବା ବିଶ୍ୱକମର୍ର୍ା ପୂଜାରେ ଜନ ସମାଗମ ଲାଗି ରହିଛି। ୨୩ ମଣ୍ଡପରେ ପ୍ରଭୁଙ୍କ ପୂଜା ଚାଲିଛି। ଶାନ୍ତି...

୪ ଶିକାରୀ ଅଟକ, ୨ ବନ୍ଧୁକ ଜବତ

ଝରିଗାଁ,୧୪ା୬(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଭଇରାଘୁମର ଜଙ୍ଗଲକୁ ଚଢ଼େଇ ଶିକାର କରିବା ନେଇ ଆସିଥିବା କୁହୁଡି ଗ୍ରାମର ୪ ଜଣଙ୍କୁ...

ପୁରୀ ସୁରକ୍ଷା ମଞ୍ଚ-ପ୍ରଶାସନ ଆଲୋଚନା ବିଫଳ

ପୁରୀ ଅଫିସ, ୫ା୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ପର୍ଯ୍ୟନ୍ତ ନିର୍ମାଣ ଉଚ୍ଛେଦ ଲାଗି ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପରେ ଅଶାନ୍ତ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ପ୍ରଶାସନର...

ବିନା ଲିଜ୍‌ରେ ପଥର ଖାଦାନ, ବେଧଡ଼କ ପଥରଫଟା

ଦିଗପହଣ୍ଡି,୧୩ା୮(ଡି.ଏନ.ଏ.)- ଦିଗପହଣ୍ଡି ଓ କୁକୁଡ଼ାଖଣ୍ଡି ତହସିଲ ଇଲାକାରେ ଥିବା କେରାଣ୍ଡିମାଳ ପର୍ବତକୁ ଗତ ପ୍ରାୟ ୧୫ ବର୍ଷ ନିର୍ଦ୍ଦିଷ୍ଟ କେତେଜଣ ପଥର ମାଫିଆ ଲୁଟି ଚାଲିଛନ୍ତି।...

ଶ୍ରୀକାନ୍ତ ନନ୍ଦ ହତ୍ୟା ମାମଲାର ପର୍ଦ୍ଦାଫାଶ: ହନୁମାନ ଟଙ୍କା ଲାଗି ହତ୍ୟାକାଣ୍ଡ, ୪ ଅଭିଯୁକ୍ତ ଗିରଫ

ବଲାଙ୍ଗୀର ଅଫିସ,୧୮।୮: ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ବରଗାଁର ଶ୍ରୀକାନ୍ତ ନନ୍ଦ ହତ୍ୟା ଘଟଣାର ପର୍ଦ୍ଧାଫାଶ କରିବାରେ ପୋଲିସ ସଫଳ ହୋଇଛି । ଏହି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *