ରାଜଧାନୀରୁ ଆଉ ୯୩ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୨୫୪

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୯୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୨୧ ଜଣ ରହିଥିବା ବେଳେ ୭୨ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯୮୫ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜଧାନୀରୁ ମୋଟ ୨୮୯୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୭୦୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୭୨୨ ଏବେ ବି ଚିକିତ୍ସାଧୀନ ଅଛନ୍ତି। ସେହିପରି ୧୬୨ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୨୫୪ଜଣ ଆରୋଗ୍ୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri