ବୁର୍ଲା ଭୀମସାର ମେଡିକାଲରୁ ୫ ଦଲାଲ ଗିରଫ: ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ନେଉଥିଲେ ଟଙ୍କା

ସମ୍ବଲପୁର, ୨୬।୯ (ବ୍ୟୁରୋ)- ଦଲାଲଙ୍କ କବଳରେ ରାଜ୍ୟର ବିଭିନ୍ନ ମେଡିକାଲ। ଗୁରୁବାର ସମ୍ବଲପୁର ବୁର୍ଲା ଭୀମସାର ମେଡିକାଲ ପରିସରରୁ ପୋଲିସ ୫ଜଣ ଦଲାଲଙ୍କୁ ଗିରଫ କରିଛି । ସେମାନେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ଟଙ୍କା ନେବା ସହ ରୋଗୀଙ୍କୁ ଘରୋଇ ମେଡିକାଲ ନେବାକୁ ପରାମର୍ଶ ଦେଉଥିଲେ। ଏହି ସମୟରେ ଚଢ଼ାଉ କରାଯାଇ ସେମାନଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ତେବେ ବୁଧବାର କ୍ୟାପିଟାଲ ହସ୍ପିଟାଲ ପରିସରରୁ ୪ଜଣ ଦଲାଲଙ୍କୁ ଗିରଫ କରାଯାଇଥିଲା।


All Right Reserved By Dharitri.Com

ବୁରୁଧ୍‌ ଉପରେ ୨ ଦିବ୍ୟାଙ୍ଗ ଝି’ର ବୋଝ୍‌

ଲୋଇସିଂହା, ୮।୭(ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗାଁର ବୁରୁଧ୍‌ ଅମର ଭୋଇ(୯୦)। ମାଏକିନାର ମୁରତୁ ଉତାରୁ ଦୁଇ ଦିବ୍ୟାଙ୍ଗ ଝି’କେ ନେଇ ତାକର...

କିଡ୍‌ନୀ ଆକ୍ରାନ୍ତଙ୍କ ଚିକିତ୍ସା, ପାଣି ଯୋଗାଣ ଦାବି, ଏଡିଏମଙ୍କୁ ଭେଟିଲା ଗାଁ କମିଟି

ଛତ୍ରପୁର,୩।୬(ଡି.ଏନ.ଏ.)-ଛତ୍ରପୁର ବ୍ଲକ କାଳିପଲ୍ଲୀ ପଞ୍ଚାୟତ ପି.ଲକ୍ଷ୍ମୀପୁର ଗାଁରେ କିଡନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏପରିକି ଏଥିରେ କେତେଜଣଙ୍କ ମୃତ୍ୟୁ ଘଟିଥିବା ମଧ୍ୟ ଅଭିଯୋଗ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼, ଜଣେ ଗୁରୁତର

ଖୋର୍ଦ୍ଧା ଅଫିସ,୧୫।୧୧ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୁରୀ ଜିଲା କଣାସ ଥାନା ଅନ୍ତର୍ଗତ ଛୋଟିଯୋଡ଼ି ଗ୍ରାମରେ ବୋମାମାଡ଼ ଓ ଫାଙ୍କା ଗୁଳିଚାଳନା ହୋଇଛି।...

ପ୍ରଫେସର ଡା. ସରସ୍ବତୀ ସ୍ବାଇଁଙ୍କ ପରଲୋକ

କଟକ ଅଫିସ/ ବାଲିପାଟଣା, ୧୬ା୧ (ଡି.ଏନ.ଏ): ପୂର୍ବତନ ଲୋକ ସଭା ବାଚସ୍ପତି ରବି ରାୟଙ୍କ ସହଧର୍ମିଣୀ ତଥା ସାମାଜିକ କର୍ମୀ ପ୍ରଫେସର ଡା. ସରସ୍ବତୀ ସ୍ବାଇଁଙ୍କର...

ମଦ ଦୋକାନରୁ ୪୦ ପେଟି ମଦ ଚୋରି

ସମ୍ବଲପୁର, ୮।୭(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଗୁଲୁଣ୍ଡିପାଲି ଗ୍ରାମ ନିକଟରେ ଥିବା ଏବ ବିଦେଶୀ ମଦ ଦୋକାନରୁ ସୋମବାର ଚୋରି ହୋଇଛି। ବିଭିନ୍ନ କିସମର...

ଶେଷ ୪ ରାଉଣ୍ଡରେ ବଦଳିଗଲା ଫଳାଫଳ

ଉଦଳା,୨୫ା୫ (ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ଭାଜପାର ଭାସ୍କର ମଢେଇ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିିଜେଡିର ଶ୍ରୀନାଥ ସୋରେନ୍‌ଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି।...

ସାପ କାମୁଡ଼ାରେ ବୃଦ୍ଧା ମୃତ

ଭାପୁର,୧୦ା୭(ଡି.ଏନ୍‌.ଏ.): ଗୁହାଳରୁ ଗୋବର ଆଣି ଗାଣ୍ଡୁଆରେ ଧରି ଘର ପଛ ପଟେ ଥିବା ଖତଗାଡ଼ରେ ପକାଇବାକୁ ଯାଇଥିବାବେଳେ ମଙ୍ଗଳବାର ସନ୍ଧ୍ୟାରେ ଏକ ବିଷାକ୍ତ ସାପ କାମୁଡ଼ାରେ...

ଜିଓ ଟ୍ୟୁବ୍‌ ୱାଲରେ ଅଗ୍ନିକାଣ୍ଡ : ପ୍ରକଳ୍ପ କଳାକାରନାମାକୁ ଘୋଡାଇବାକୁ ଉଦ୍ୟମ

କେନ୍ଦ୍ରାପଡା ଅଫିସ, ୨୬ା୮:  କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ପେଣ୍ଠ ବେଳାଭୂମିସ୍ଥିତ ଜିଓ ସିନ୍ଥେଟିକ ଟ୍ୟୁବ୍‌ ଓ୍ବାଲରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିବା...

Leave a comment

Your email address will not be published. Required fields are marked *