ଶୁକ୍ରବାରଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକ୍ରବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗୋପାଳପୁରସ୍ଥିତ ଗୋଳାବନ୍ଧଠାରେ ଥିବା ଆର୍ମି ଏୟାର ଡିଫେନ୍ସ କଲେଜର ୨୫ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି।

ଶୁକ୍ରବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ରାଜଭବନରେ ରାତ୍ରିଯାପନ କରିବେ। ୨୮ ତାରିଖ ସକାଳେ ରାଷ୍ଟ୍ରପତି ଗୋପାଳପୁର ଅଭିମୁଖେ ଯିବେ।
ଉକ୍ତ କଲେଜରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ,

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ଥଳସେନା ମୁଖ୍ୟ ବିପିନ ରାଓ୍ବତ ପ୍ରମୁଖ ଯୋଗଦେବାର କାଯର୍ର୍‌ୟକ୍ରମ ରହିଛି। ତେବେ ଗୋପାଳପୁରରୁ ଫେରିବା ପରେ ରାଷ୍ଟ୍ରପତି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡ଼ିଛି।


All Right Reserved By Dharitri.Com

ଏକାମ୍ର କ୍ଷେତ୍ରରେ ଆମ୍‌ସାର ଆକ୍ଟ କଡ଼ାକଡ଼ି ଲାଗୁ ହେବ: ଏଡିଜି ଏଏସ୍‌ଆଇ

ପୁରୁଣା ଭୁବନେଶ୍ୱର, ୧୫।୧୨(ଡି.ଏନ.ଏ.): ଏକାମ୍ର କ୍ଷେତ୍ର ସହ ଅନ୍ୟ ଐତିହ୍ୟସ୍ଥଳରେ କଡ଼ାକଡ଼ି ଭାବେ ଆମ୍‌ସାର ଆକ୍ଟ ଲାଗୁ କରାଯିବ। ଏ ନେଇ ଖୁବ୍‌ଶୀଘ୍ର ରାଜ୍ୟ ସରକାରଙ୍କୁ...

କାଳିଆ ଯୋଜନା ଅନିୟମିତତା ନେଇ କଂଗ୍ରେସର ଅଭିଯୋଗ: ଅଯୋଗ୍ୟ ହିତାଧିକାରୀଙ୍କ ଭୁଲ୍‌ ତଥ୍ୟ ଦେଇଛନ୍ତି ସରକାର

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): କାଳିଆ ଯୋଜନାରେ କୋଟି କୋଟି ଟଙ୍କା ଅନିୟମିତତା ହୋଇଥିବା ଅଭିଯୋଗ କରିଛି କଂଗ୍ରେସ। ଏହି ଯୋଜନାକୁ ନେଇ ବିରୋଧୀ କଂଗ୍ରେସ ରାଜ୍ୟ ସରକାରଙ୍କୁ କଡା...

ଫୁଲବାଣୀରେ ୮, ଦାରିଙ୍ଗବାଡ଼ିରେ ୬.୫ ଡିଗ୍ରୀ

ଫୁଲବାଣୀ ଅଫିସ/ ଦାରିଙ୍ଗବାଡି (ଡି.ଏନ୍‌.ଏ.) ୮ା୧୨-କନ୍ଧମାଳ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। ଗତ ୨ଦିନ ଧରି ଏହାର ପ୍ରକୋପ ବେଶ୍‌ ଅନୁଭୂତ ହେଉଛି। ବିଶେଷ...

୯ଟି କଲେଜରେ ଫଳ ଶୂନ: ପାସ୍‌ ହାର ବାଲେଶ୍ୱରରେ ସର୍ବାଧିକ, ଗଜପତିରେ ସର୍ବନିମ୍ନ

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଏଥର ଛାତ୍ରଙ୍କ ଠାରୁ ଛାତ୍ରୀଙ୍କ ପାସ୍‌ ହାର ଅଧିକ ରହିଛି। ତେବେ...

ଅଣସର ଘରେ ମହାପ୍ରଭୁ: କମିଲା ଶ୍ରୀମନ୍ଦିର ହୁଣ୍ଡି ଅର୍ଥ

ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା।...

ଆଇଏଏସ୍‌ ବିଜୟ କେତନଙ୍କୁ ଜାମିନ

ଭୁବନେଶ୍ୱର,୩।୨(ବ୍ୟୁରୋ): ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି। ନିମ୍ନ ଅଦାଲତ ଜାମିନର ସର୍ତ୍ତ ସ୍ଥିର କରିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ...

ପୁଅର ଦରମା ପାଇଁ ମା’ ବାପାଙ୍କ ଆମରଣ ଅନଶନ

ଖୁଣ୍ଟା,୪ା୨(ଡ଼ି.ଏନ୍‌.ଏ.)-ପୁଅର ଦରମା ଟଙ୍କା ମଞ୍ଜୁର ପାଇଁ ମା’ବାପାଙ୍କୁ ଆମରଣ ଅନଶନରେ ବସିବାକୁ ପଡ଼ିଛି । ଏପରି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ...

ଶ୍ରୀମନ୍ଦିରରେ ପାନ ଖାଇ ଧରାପଡ଼ିଲେ ୬ଜଣ

ପୁରୀ ଅଫିସ, ୧୬।୧୦:ଶ୍ରୀମନ୍ଦିର ଭିତରେ ପାନ ଖାଇ ମଙ୍ଗଳବାର ୬ଜଣ ଧରାପଡ଼ିଛନ୍ତି। ମଙ୍ଗଳବାର ବାହାର ଦେଉଳିରେ କେତେଜଣ ଖଜା ତିଆରି କରୁଥିଲେ। ଶ୍ରୀମନ୍ଦିର ସ୍କ୍ବାଡ ସେଠାରେ...

Leave a comment

Your email address will not be published. Required fields are marked *