ପାକିସ୍ତାନରେ ଡେଙ୍ଗୁ ସାଜିଛି ମହାମାରୀ: ୧୦ ହଜାର ଲୋକ ସଂକ୍ରମିତ

ଇସଲାମାବାଦ୍‌,୨୬।୯: ପାକିସ୍ତାନରେ ସାଧାରଣ ସ୍ବାସ୍ଥ୍ୟସେବା ଭୁଶୁଡ଼ି ପଡିଛି। ଏଠାରେ ଅସ୍ବାସ୍ଥ୍ୟକର ପରିବେଶ ଯୋଗୁ ଡେଙ୍ଗୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଡେଙ୍ଗୁରେ ବହୁ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୧୦ ହଜାରରୁ ଅଧିକଙ୍କଠାରେ ରୋଗର ଲକ୍ଷଣ ପ୍ରକାଶ ପାଇଛି। ଇସଲାମାବାଦ୍‌, ଲାହୋର ଏବଂ ରାଓ୍ବଲପିଣ୍ଡି ଭଳି ସହରରେ ଡେଙ୍ଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ଏବେ ଏହା ମହାମାରୀ ଭଳି ବ୍ୟାପିବାରେ ଲାଗିଥିବା ଗଲ୍ଫ ନ୍ୟୁଜ୍‌ ରିପୋର୍ଟରେ ପ୍ରକାଶ ପାଇଛି।


All Right Reserved By Dharitri.Com

ମାଙ୍କଡ଼ର ଅନ୍‌ଲାଇନ ଶପିଂ

ବେଜିଂ: ସ୍ମାର୍ଟଫୋନ୍‌ ହେଉ କି କମ୍ପ୍ୟୁଟର ଏଥିରେ ଇଣ୍ଟରନେଟ୍‌ ସଂଯୋଗ କରି ଘରେ ବସି ଅନ୍‌ଲାଇନ୍‌ରେ ବିଭିନ୍ନ କାର୍ଯ୍ୟ ସହଜରେ କରିହେଉଛି। ଏସବୁ ଭିତରେ ଅନ୍‌ଲାଇନ୍‌...

ପାକିସ୍ତାନରେ ହିନ୍ଦୁ ଯୁବତୀଙ୍କୁ ଅପହରଣ

ନୂଆଦିଲ୍ଲୀ, ୨୯ା୧: ବିବାହ ବେଳେ ଜଣେ ହିନ୍ଦୁ ଯୁବତୀଙ୍କୁ ପାକିସ୍ତାନର ସିନ୍ଧ୍‌ ପ୍ରଦେଶରେ ଅପହରଣ କରାଯିବା ଓ ପରେ ଧର୍ମାନ୍ତରୀକରଣ କରାଯାଇ ବିବାହ କରାଯିବା ଘଟଣା...

ଲଣ୍ଡନ ମାରାଥନ୍‌ରେ ଦୌଡ଼ିଲେ ୪୦ହଜାର

ଲଣ୍ଡନ, ୨୯ା୪: ରବିବାର ବିଶ୍ୱପ୍ରସିଦ୍ଧ ୩୯ତମ ଲଣ୍ଡନ ମାରାଥନ୍‌ରେ ୪୦ହଜାରରୁ ଊର୍ଦ୍ଧ୍ୱ ବ୍ୟକ୍ତି ଭାଗନେଇଥିଲେ। ଅଧିକାଂଶ ଦୌଡାଳି ଗିନିଜ୍‌ ବିଶ୍ୱରେକର୍ଡ ହାସଲ କରିବାକୁ ଲକ୍ଷ୍ୟ ରଖିଥିଲେ।...

ଅଷ୍ଟ୍ରେଲିଆରେ ମରୁଡ଼ି: ୩ ଲକ୍ଷ ଲିଟର ପାଣି ଚୋରାଇ ନେଲେ ଚୋର

ସିଡ୍‌ନୀ,୧୯।୧୨: ଅଷ୍ଟ୍ରେଲିଆରେ ମରୁଡ଼ି ସ୍ଥିତି ସୃଷ୍ଟି ହୋଇଛି। ଦକ୍ଷିଣ ଅଞ୍ଚଳରେ ତାପମାତ୍ରା ୫୦ ଡିଗ୍ରୀ ସେଲସିୟସ୍‌ ଟପିଛି। ପ୍ରବଳ ଗରମ ଯୋଗୁ ନ୍ୟୁସାଉଥ୍‌ ଓ୍ବେଲସ୍‌ରେ ଜରୁରୀକାଳୀନ...

ପୁଲଓ୍ବାମା ଭଳି ଆକ୍ରମଣ ଘଟିବ

ଇସ୍‌ଲାମାବାଦ,୭ା୮: ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପ୍ରତ୍ୟାହାର କରି ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପରେ ପାକିସ୍ତାନ ଛାନିଆ ହୋଇଯାଇଛି। ନୂଆଦିଲ୍ଲୀର ଏହି...

ଶ୍ରୀଲଙ୍କା ବିସ୍ଫୋରଣ: ସନ୍ଦିଗ୍ଧଙ୍କ ନାଁ ସହ ଭୁଲରେ ଆମେରିକା ମୁସଲମାନ ମହିଳାଙ୍କ ଫଟୋ ଲଗାଇଲା ପୋଲିସ

କଲମ୍ବୋ,୨୬।୪: ଇଷ୍ଟର ସନ୍‌ ଡେ’ରେ ଶ୍ରୀଲଙ୍କାରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣ ସାରା ବିଶ୍ୱକୁ ଥରାଇ ଦେଇଥିଲା। ଏଥିରେ ଶ୍ରୀଲଙ୍କା ପୋଲିସ ମଧ୍ୟ ଅଡୁଆରେ ପଡିଯାଇଥିଲା।...

ରୋବୋକୁ ପ୍ରେମ କରୁଛନ୍ତି ୨୯ ବର୍ଷ ବୟସ୍କ ଯୁବକ: ଖୁବ୍‌ଶୀଘ୍ର କରିବେ ବିବାହ

ଓ୍ବାଶିଂଟନ,୧୮।୪: ମଣିଷ ରୋବୋ ମଧ୍ୟରେ ପ୍ରେମ। ଏହା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ଆମେରିକାରେ ଜଣେ ୨୯ ବର୍ଷ ବୟସ୍କ ଯୁବକ ଟ୍ରୋଲ୍‌ ନାମକ...

କାନ୍ଦାହାର ବିସ୍ଫୋରଣ: ୩ ଶିଶୁ ମୃତ

କାନ୍ଦାହାର,୩୦।୭: ଆଫଗାନିସ୍ତାନର କାନ୍ଦାହାର ଅଞ୍ଚଳରେ ଥିବା ଏକ ଜନଗହଳିପୂର୍ଣ୍ଣ ରାସ୍ତାରେ ମଙ୍ଗଳବାର ଆତ୍ମଘାତୀ ବିସ୍ଫୋରଣ ଫଳରେ ୩ ଶିଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି...

Leave a comment

Your email address will not be published. Required fields are marked *