ପ୍ରତିଦିନ ଗୋଟିଏ ସିଝାଅଣ୍ଡା ନପୁଂସକତାରୁ ରଖେ ଦୂରେଇ…

ସମ୍ପ୍ରତି ପରିବର୍ତ୍ତିତ ଜୀବନ ଶୈଳୀରେ ତଥା ମାନସିକ ଚାପ ଯୋଗୁ କେତେକଙ୍କଠାରେ ନପୁଂସକତା ଦେଖିବାକୁ ମିଳୁଛି। ଆୟୁର୍ବେଦରେ ଏହାର ଘରୋଇ ଉପଚାର ସମ୍ପର୍କରେ ଉଲ୍ଲେଖ କରାଯାଇଛି। ମାସେ ପର୍ଯ୍ୟନ୍ତ ପ୍ରତିଦିନ ଗୋଟିଏ ସିଝାଅଣ୍ଡା ସହ ଚାମୁଚେ ଅଦା ରସ ଓ ମହୁ ମିଶାଇ ଖାଇଲେ ନପୁଂସକତାରୁ ମୁକ୍ତି ମିଳେ। ସେହିପରି ରାତିରେ ଅଭ୍ୟାସ କରି ସିଝାଅଣ୍ଡା ଓ ଗୋଲମରିଚ ଗୁଣ୍ଡ ଖାଇଲେ ସୁଫଳ ମିଳିଥାଏ। ଏପରି କରିବା ଦ୍ୱାରା ସ୍ବପ୍ନ ଦୋଷ, ଧାତୁ କ୍ଷୟ ଆଦି ରୋଗ ମଧ୍ୟ ଭଲ ହୋଇଥାଏ। ଏହା ଶୁକ୍ରାଣୁ ସ୍ତର ବୃଦ୍ଧିରେ ସହାୟକ ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।


All Right Reserved By Dharitri.Com

ରାତିରେ ଶୋଇ ପାରିଲେନି ଚିନ୍ମୟାନନ୍ଦ

ଶାହାଜହାନପୁର,୨୧।୯: ଏକ ବଳାତ୍କାର ମାମଲାରେ ସ୍ବାମୀ ଚିନ୍ମୟାନନ୍ଦ ଶୁକ୍ରବାର ଜେଲ୍‌ରେ ପ୍ରଥମ ରାତି କାଟିଛନ୍ତି। ଜଣେ ଆଇନ ଛାତ୍ରୀଙ୍କ ଅଭିଯୋଗ କ୍ରମେ ଶୁକ୍ରବାର ତାଙ୍କୁ ଗିରଫ...

ଜମ୍ମୁ-କଶ୍ମୀରରେ ଆତଙ୍କବାଦର ବୀଜ ବପନ କରିଛି କଂଗ୍ରେସ: ରାମ ମାଧବ

ନୂଆଦିଲ୍ଲୀ,୨୯।୬: ଭାଜପାର ରାଷ୍ଟ୍ରୀୟ ମହାସଚିବ ରାମ ମାଧବ ଜମ୍ମୁ-କଶ୍ମୀର ଆତଙ୍କବାଦକୁ ନେଇ ସିଧା କଂଗ୍ରେସ ଓ ନ୍ୟାଶନାଲ କନଫରେନ୍ସ(ଏନ୍‌ସି)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି କଂଗ୍ରେସ...

ଋଣଭାର ଯୋଗୁ ଆତ୍ମହତ୍ୟା କଲେ ଗୋଟିଏ ପରିବାରର ୩ ପିଢ଼ି

ଚଣ୍ଡିଗଡ଼,୧୨।୯: ସରକାର ଚାଷୀଙ୍କ ଋଣଭାର କମାଇବା ପାଇଁ ବିଭିନ୍ନ ପ୍ରକାରର ଯୋଜନା କରୁଛନ୍ତି। ହେଲେ ଯୋଜନା ସବୁ ବାଟବଣା ହେଉଛି। ଫଳରେ ଋଣ ଭାର ସହି...

ସିଗାରେଟ୍‌ଠାରୁ ବି ଅଧିକ କ୍ଷତିକାରକ ଏହି ଧୂଆଁ…

ନୂଆଦିଲ୍ଲୀ: ସିଗାରେଟ୍‌ ଟାଣିବା ଦ୍ୱାରା ବିଭିନ୍ନ ଶାରୀରିକ ସମସ୍ୟା ଦେଖାଦେଇଥାଏ। ତେବେ ସିଗାରେଟ୍‌ଠାରୁ ମଧ୍ୟ ଅଧିକ କ୍ଷତି କାରକ ସାବ୍ୟସ୍ତ ହୋଇଥାଏ ମଶାଧୂପ। ମଶାଦାଉରୁ ରକ୍ଷା...

ପନିର ଲେଟ୍‌ମିକାଏ

ପନିର ଲେଟ୍‌ମିକାଏ ସ୍ନାକ୍ସ ଆଇଟମ୍‌ ଭେଜିଟେରିଆନଙ୍କର ଅଧିକ ପସନ୍ଦ। କ୍ରିସ୍‌ପି ଲାଗୁଥିବା ଏହି ପକୋଡାଟି ଚିଲି ଓ ଟମାଟୋ ଦୁଇଟି ଯାକ ସସ୍‌ରେ ଖାଇହେବ। ସଫ୍ଟ...

ଗୁଜରାଟରେ ପାକ୍‌ ପଙ୍ଗପାଳ ଆତଙ୍କ

ବଡୋଦରା, ୨୬ା୧୨: ପାକିସ୍ତାନରୁ ଦଳ ଦଳ ପଙ୍ଗପାଳ ଗୁଜରାଟର ବିଭିନ୍ନ ଜିଲାରେ ପ୍ରବେଶ କରିବା ଫଳରେ ଚାଷୀଙ୍କ ନିଦ ହଜାଇ ଦେଲେଣି। ଏମାନେ ବ୍ୟାପକ ଫସଲ...

କିଡ୍‌ନୀ ରୋଗୀ ଧ୍ୟାନ ଦିଅନ୍ତୁ

କିଡ୍‌ନୀ ରକ୍ତରୁ ନିର୍ଗତ ବିଷାକ୍ତ ପଦାର୍ଥକୁ ଛାଣି ଶରୀରରୁ ବାହାରକୁ ନିଷ୍କାସିତ କରେ। ଯେତେବେଳେ ଏହା କାମ କରିବା ବନ୍ଦ କରେ, ଶରୀରରେ ବିଷାକ୍ତ ପଦାର୍ଥ...

ମହାରାଷ୍ଟ୍ର, ହରିୟାଣା ପାଇଁ ଭାଜପାର ୨ୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହରିୟାଣା ପାଇଁ ଏହି ପର୍ଯ୍ୟାୟରେ...

Leave a comment

Your email address will not be published. Required fields are marked *