ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ଆଗୁଆ

ବାରିପଦା ଅଫିସ,୨୩ା୫ : ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗୁଦା ମୁର୍ମୁ ୬୭୬ ଭୋଟରେ ଆଗୁଆ ଅଛନ୍ତି। ସେହିପରି ମୋରଡ଼ା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜକିଶୋର ଦାସ ୧୭୫୯ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ।
ମୟୂରଭଞ୍ଜ ଲୋକ ସଭାରେ ବିଜେଡି ପ୍ରାର୍ଥୀ ଦେବାଶିଷ ମାରାଣ୍ଡି ୧୭୮୭ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।


All Right Reserved By

ମଣ୍ଡିରେ ଚାଷୀଙ୍କ ହଇରାଣକୁ ନେଇ ବିଧାନସଭାରେ ଉଦ୍‌ବେଗ: ଧାନ କିଣିବ ସ୍ବୟଂ ସହାୟକ ଗୋଷ୍ଠୀ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଚଳିତ ବର୍ଷ ଖରିଫ ଋତୁରେ ୬୫.୩୮ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ କିଣା ଯାଇଛି। ଯାହାକି ଗତ ବର୍ଷଠାରୁ ୨୬% ଅଧିକ ହୋଇଛି।...

ମୋଦିଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହୋଇଥିବା ମୋଦିଙ୍କୁ ନବୀନ ଶୁଭେଚ୍ଛା ଜଣାଇଥିଲେ। ଏହା ପରେ...

ନୀଳଗିରି ନିର୍ବାଚନମଣ୍ଡଳୀରେ ଉଡ଼ିଲା ଭାଜପା ବାନା

ସଜନାଗଡ଼,୨୪ା୫(ଡି,ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀରେ ଭାଜପାର ବାନା ଉଡ଼ିଛି। ନୀଳଗିରି ବିଧାନସଭାରେ ଭାଜପାର ଇଂ ସୁକାନ୍ତ କୁମାର ନାୟକ ବିଜେଡିର ସନ୍ତୋଷ ଖଟୁଆଙ୍କୁ...

ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ପଦଯାତ୍ରା

ସିମୁଳିଆ, ୧୪।୮(ଡି.ଏନ.ଏ.)-ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ପଦଯାତ୍ରାରେ ବାହାରିଥିବା ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଭଗବାନସିନ୍ଦୋଳ ଅଞ୍ଚଳର ସତ୍ୟବ୍ରତ ଦାସ (୨୮) ମଙ୍ଗଳବାର ସିମୁଳିଆ...

ନବରଙ୍ଗପୁର ଜିଲାପାଳଙ୍କ ମାନବିକତା: ରାସ୍ତାରୁ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଲେ

ନବରଙ୍ଗପୁର, ୬।୮(ବି.ପ୍ର.): ଦୁର୍ଘଟଣାରେ ରାସ୍ତା କଡରେ ରକ୍ତାକ୍ତ ଅବସ୍ଥାରେ ପଡିଥିଲେ ଜଣେ ଯୁବ ଚାଷୀ। କଥା ମଧ୍ୟ କହି ପାରୁ ନ ଥିଲେ। ଉକ୍ତ ରାସ୍ତାରେ...

ନିଟ୍‌କୁ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିଭାବକ

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ଏନଟିଏ) ତରଫରୁ ମେଡିକାଲ କଲେଜରେ ନାମଲେଖା ପାଇଁ ଅନୁଷ୍ଠିତ ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା...

ନାବାଳିକାଙ୍କୁ ବଳାତ୍କାର

ଅନୁଗୋଳ ଅଫିସ୍‌, ୨୨ା୭: ଅନୁଗୋଳରେ ଲଜ୍ଜା। ପରିବାର ସହ ଶୋଇଥିବା ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ଉଠାଇ ନେଇ ଦୁର୍ବୃତ୍ତ କରିଛନ୍ତି ବଳାତ୍କାର। ଶନିବାର ବିଳମ୍ବିତ...

ଆଠମଲ୍ଲିକରେ ରମେଶ ସାଏ ୧୦୦୯୨ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୯ମ ରାଉଣ୍ଡ ଶେଷସୁଦ୍ଧା ୧୦୦୯୨ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *