Posted inଜାତୀୟ

ହନିଟ୍ରାପ୍‌ରେ ୧୩ ଆଇଏଏସ୍‌ ଅଧିକାରୀ

ଭୋପାଳ,୨୭।୯:ମଧ୍ୟପ୍ରଦେଶ(ଏମ୍‌ପି)ରେ ହନିଟ୍ରାପ୍‌ ମାମଲା ସବୁ ସରହଦ ପାର୍‌ କରିଯାଇଛି। ଏହି ମାମଲାରେ ୧୩ ଆଇଏଏସ୍‌ ଅଫିସର ସମ୍ପୃକ୍ତ ଥିବା ଘଟଣା ଲୋକଲୋଚନକୁ ଆସିଛି। ଏହି ଆଇଏଏସ୍‌ମାନେ କୃଷି, ମତ୍ସ୍ୟ, ସଂସ୍କୃୃତି, ଶିଳ୍ପ, ନଗର ଉନ୍ନୟନ, ଶ୍ରମ, ଜଙ୍ଗଲ, ଜଳ ସମ୍ପଦ, ସାଧାରଣ ପ୍ରଶାସନ ବିଭାଗରେ କାମ କରୁଥିବା ଜଣାପଡ଼ିଛି। ଏସ୍‌ଆଇଟି ଦ୍ୱାରା ଏହି ମାମଲାର ତଦନ୍ତ ଜାରି ରହିଥିବାବେଳେ ଖୁବ୍‌ଶୀଘ୍ର ଏହି ଅଫିସରଙ୍କ ନାମ ଘୋଷଣା କରାଯିବ ବୋଲି ପୋଲିସ ଅଧିକାରୀ କହିଛନ୍ତି। କେତେକ ରାଜନେତା ଏଥିରେ ଥିବା ଚର୍ଚ୍ଚା ହେଉଛି। ଏହି ମାମଲାରେ ୧୮ ବର୍ଷିୀୟା ମୋନିକା ଯାଦବ ଓ ଅନ୍ୟ ୫ ଜଣଙ୍କୁ ଗିରଫ କରାଯିବା ପରେ ହାଇ ପ୍ରୋଫାଇଲ ହନିଟ୍ରାପ୍‌ ମାମଲାର ଗଭୀରତା ସମ୍ପର୍କରେ ଜଣାପଡ଼ିଛି।


All Right Reserved By Dharitri.Com

ଜେଏନୟୁରେ ଛାତ୍ରୀଛାତ୍ରଙ୍କ ବିରୋଧ ପ୍ରଦର୍ଶନ ଜାରି, ସ୍ବାମୀ ବିବେକାନନ୍ଦଙ୍କ ମୂର୍ତ୍ତି ଭଙ୍ଗା ଘଟଣାର ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧୫।୧୧: ଫି’ ବୃଦ୍ଧି ସହ ଅନ୍ୟାନ୍ୟ ଦାବି ନେଇ ସୋମବାର ଦିନ ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନୟୁ) କ୍ୟାମ୍ପସ୍‌ ବାହାରେ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଓ୍ବାଶିଂଟନ ପୋଷ୍ଟ ବିରୋଧରେ କଶ୍ମୀରୀ ପଣ୍ଡିତଙ୍କ ବିକ୍ଷୋଭ

ଓ୍ବାଶିଂଟନ,୯ା୯(ପି.ଟି.): ଆମେରିକା ଗଣମାଧ୍ୟମ ଓ୍ବାଶିଂଟନ ପୋଷ୍ଟ ଜମ୍ମୁ-କଶ୍ମୀର ସମ୍ପର୍କରେ ଏକପାଖିଆ ଖବର ଛାପୁଥିବାରୁ ଏହାର ପ୍ରତିବାଦରେ କଶ୍ମୀରୀ ପଣ୍ଡିତମାନେ ଶନିବାର ଏହାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ...

ଫୋର୍ବ୍ସ୍‌ ଇଣ୍ଡିଆ ପକ୍ଷରୁ ପ୍ରକାଶ ପାଇଲା ଧନଶାଳୀଙ୍କ ତାଲିକା: ପୁଣି ବାଜି ମାରିଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧୧।୧୦: ଫୋବର୍‌ସ ଇଣ୍ଡିଆ ୨୦୧୯ ପକ୍ଷରୁ ଭାରତର ସବୁଠାରୁ ଧନଶାଳୀ ବ୍ୟକ୍ତିଙ୍କ ନୂଆ ତାଲିକା ପ୍ରକାଶ ପାଇଛି। ଭାରତର ଟପ୍‌ ଶହେରେ ଥିବା ବ୍ୟକ୍ତିଙ୍କ ତାଲିକାରେ...

କଂଗ୍ରେସ ଅଟକାଇଥିଲା ଅଯୋଧ୍ୟା ରାୟ

ମାନିକା/ଲୋହାରଡ଼ାଗା,୨୨-୧୧(ପି.ଟି.):କଂଗ୍ରେସ ଅଯୋଧ୍ୟା ରାୟକୁ ସୁପ୍ରିମକୋର୍ଟରେ ଅଟକାଇଥିଲା ଓ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ଝୁଲାଇ ରଖିଥିଲା ବୋଲି ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ ସମାଲୋଚନା କରିଛନ୍ତି।...

ସେନାରେ ପୋଲିସରେ ପ୍ରଥମ ଥର ଲାଗି ଭର୍ତ୍ତି ହେବେ ମହିଳା

ନୂଆଦିଲ୍ଲୀ,୨୫।୪: ଭାରତୀୟ ବାୟୁସେନାରେ ସାମିଲ ହେବାପାଇଁ ଯେଉଁ ମହିଳାମାନେ ସ୍ବପ୍ନ ଦେଖୁଥିଲେ ସେମାନଙ୍କ ପାଇଁ ଆସିଛି ଖୁସି ଖବର। ଏଥିପାଇଁ ମହିଳାମାନେ ଅନ୍‌ ଲାଇନ୍‌ ଆବେଦନ...

ଆଜି ହୋଇପାରେ ଚୂଡ଼ାନ୍ତ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୨: ବହୁଚର୍ଚ୍ଚିତ ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା(୨୬)ଙ୍କ ମର୍ସି ପିଟିଶନ ରଦ୍ଦ ହୋଇଯାଇଛି। ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରିବା ଲାଗି...

ଆଇସିୟୁରେ ଭର୍ତ୍ତି ହେଲେ ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଖୟାମ୍‌

ମୁମ୍ବାଇ, ୧୬।୮: ବଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଖୟାମଙ୍କୁ ଆଇସିୟୁରେ ଭର୍ତ୍ତ କରାଯାଇଛି। ଫୁସ୍‌ଫୁସ୍‌ ସଂକ୍ରମଣରେ ପୀଡ଼ିତ ଖୟାମ୍‌ଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ...

୨୧ ବର୍ଷର ରେକର୍ଡ: ଯେଉଁ ଦଳ ଦିଲ୍ଲୀ ଜିତିଛି ସେହି ଦଳ କେନ୍ଦ୍ରରେ ଗଢ଼ିଛି ସରକାର !

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀର ୭ ଲୋକ ସଭା ଆସନ ଅତି ଗୁରୁତ୍ୱପୂର୍ଣ୍ଣ। ଗତ ୨୧ ବର୍ଷ ଧରି ଏସବୁ ଆସନ ନେଇ ଏକ ରେକର୍ଡ ରହିଛି। ଏସବୁ...

Leave a comment

Your email address will not be published. Required fields are marked *