ବରଗଡ଼ ଲୋକ ସଭା: ସୁରେଶ ପୂଜାରୀ ଆଗୁଆ

ବରଗଡ଼ ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁରେଶ ପୂଜାରୀ ଆଗୁଆ ରହିଛନ୍ତି। ସୁରେଶ ୫୯୧୭ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପ୍ରସନ ଆଚାର୍ଯ୍ୟ ୫୨୦୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ପ୍ରଦୀପ କୁମାର ଦେବତା ୨୮୮୦ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।


All Right Reserved By Dharitri.Com

ବନ୍ଦ ହେଲା ରାଜ୍ୟର ସମସ୍ତ ପୋଲିସ ପ୍ରଶିକ୍ଷଣ କେନ୍ଦ୍ର

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀରୁ ରକ୍ଷା ପାଇବା ପାଇଁ ସରକାର ଏବଂ ପୋଲିସ ପକ୍ଷରୁ ବିିଭିନ୍ନ ସ୍ଥାନରେ କଟକଣା ଜାରି କରାଯାଇଥିଲା କିନ୍ତୁ ରାଜ୍ୟରେ ଥିବା ପୋଲିସ...

ରଙ୍ଗ୍‌ ସାଇଡ୍‌ରେ ପୋଲିସ ଭ୍ୟାନ୍‌: ଫଟୋ ଭାଇରାଲ

ଭୁବନେଶ୍ୱର,୨।୩(ବ୍ୟୁରୋ): ନୂଆ ମୋଟର ଯାନ ଆଇନକୁ ନେଇ ରବିବାର ରାଜଧାନୀରେ ଟ୍ରାଫିକ ଯାଞ୍ଚ ଚାଲିଥିବାବେଳେ କେତେଜଣ ନିୟମ ଉଲ୍ଲଂଘନକାରୀ ପୋଲିସ ଓ ଆର୍‌ଟିଓଙ୍କୁ ବିଭିନ୍ନ ପ୍ରକାର...

ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରସଙ୍ଗ: ତେଜିଲା ଛାତ୍ର ଅସନ୍ତୋଷ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ଚଳିତବର୍ଷ ସରକାରୀ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ହେବନାହିଁ। କେବଳ ଛାତ୍ର ନେତା ଚୟନ କରାଯିବ ବୋଲି ରାଜ୍ୟ ସରକାର ଗୁରୁବାର ଏକ...

ଫୁଲୁଛି ନଦୀଜଳ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ପ୍ରମୁଖ ନଦୀରେ ବନ୍ୟାଜଳ ଫୁଲିବାରେ ଲାଗିଛି । କେତେକ ନଦୀରେ ବନ୍ୟାଜଳ ବିପଦସଙ୍କେତ ନିକଟରେ ପ୍ରବାହିତ ହେଉଥିବା ବେଳେ ଆଉ କେତେକ...

ଗୁଜବଠାରୁ ଦୂରେଇ ରହିବାକୁ ପରାମର୍ଶ

ଭୁବନେଶ୍ୱର,୩୧ା୩ (ବ୍ୟୁରୋ)- ମଦ୍ୟପାନ କୋଭିଡ୍‌-୧୯ ସଂକ୍ରମଣ ରୋକିପାରିବନି। କରୋନାରୁ ବଞ୍ଚତ୍ବା ପାଇଁ ମଦ୍ୟପାନ କରିବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ଶରୀରର ପ୍ରତିରୋଧକାରୀ ଶକ୍ତି...

ବାଇକ-ପିକ୍‌ଅପ୍‌ ମୁହଁ।ମୁହିଁ, ୩ ମୃତ

ମୋହନା,୧୭ା୩(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ରାଇସିଂ ଘାଟି ତଳେ ଜାତୀୟ ରାଜପଥ ନଂ.୩୨୬ରେ ସୋମବାର ପିକ୍‌ଅପ୍‌ ଓ ବାଇକ୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ...

ଅବିଶ୍ରାନ୍ତ ବର୍ଷା, ଅଶାନ୍ତ ସମୁଦ୍ର

ଭୋଗରାଇ, ୨୫।୧୦(ଡି.ଏନ.ଏ.)-ଲଘୁଚାପ ପ୍ରଭାବରେ ଭୋଗରାଇ ସମେତ ଆଖପାଖ ଅଞ୍ଚଳରେ ବୁଧବାରଠାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ତୁହାକୁ ତୁହା ବର୍ଷା ହେବା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।...

ସିଂହଦ୍ୱାରରେ ଜମିଲା ମେଳଣ

ପୁରୀ ଅଫିସ, ୧୦ା୧୦: ଶେଷ ହୋଇଛି ଦଶହରା। ଧରାପୃଷ୍ଠରୁ ବିଦାୟ ନେଇଛନ୍ତି ଜଗଜ୍ଜନନୀ ମା’ ଦୁର୍ଗା। ମୃଣ୍ମୟୀ ଦୁର୍ଗାଙ୍କ ବିସର୍ଜନ ପରେ ଏକାଦଶୀରେ ଶ୍ରୀକ୍ଷେତ୍ରରେ ପାରମ୍ପରିକ...

Leave a comment

Your email address will not be published. Required fields are marked *