Posted inଜାତୀୟ

ବିଧାନସଭା ଉପନିର୍ବାଚନ ଫଳାଫଳ: ଭାଜପା ୨, କଂଗ୍ରେସ ୧ ସିଟ୍‌ରେ ଆଗୁଆ

ନୂଆଦିଲ୍ଲୀ,୨୭।୯:ଦେଶର ୪ଟି ରାଜ୍ୟର ୪ଟି ବିଧାସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନ ଭୋଟିଂ ଗଣତି ଆରମ୍ଭ ହୋଇଯାଇଛି। ଦୁଇଟି ଆସନରେ ଭାଜପା ଆଗରେ ଥିବାବେଳେ ଗୋଟିଏ ଯାଗାରେ କଂଗ୍ରେସ ଆଗରେ ଅଛି। ଉତ୍ତର ପ୍ରଦେଶର ହମିରପୁର, ଛତିଶଗଡର ଦାନ୍ତଓ୍ବୋଡା, କେରଳର ପାଲା ଏବଂ ତ୍ରିପୁରାର ବାଘରଘାଟ ବିଧାନସଭା ଆସନ ପାଇଁ ଊପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ବାଘରଘାଟ ସିଟ୍‌ରେ ଭାଜପାର ମିନି ମଜୁମଦାର ଆଗରେ ଚାଲିଥିବାବେଳେ ହମିରପୁରରେ ଭାଜପାର ଯୁବରାଜ ସିଂ ମଧ୍ୟ ୮,୭୮୬ ଭୋଟରେ ଆଗୁଆ ଅଛନ୍ତି। ଦାନ୍ତଓ୍ବୋଡାରେ କଂଗ୍ରେସର ଦେବତୀ କର୍ମା ମଧ୍ୟ ଆଗୁଆ ଅଛନ୍ତି।


All Right Reserved By Dharitri.Com

ଗୁଜରାଟରେ ବସ୍‌ ଓଲଟି ୨୧ ମୃତ

ଅହମଦାବାଦ,୧ା୧୦: ଗୁଜରାଟର ବନସକଣ୍ଠା ଜିଲାରେ ସୋମବାର ଏକ ବସ୍‌ ଓଲଟିପଡ଼ିବାରୁ ୨୧ ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି। ଅମ୍ବାଜି ସହର ନିକଟବର୍ତ୍ତୀ...

୧୧ ତିବ୍ବତୀୟ ଗିରଫ

ଚେନ୍ନାଇ,୧୨ା୧୦(ପି.ଟି.): ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କୁ ବିରୋଧ କରି ଚେନ୍ନାଇ ବିମାନ ବନ୍ଦର ଓ ସେ ରହିବାକୁ ଥିବା ଷ୍ଟାର ହୋଟେଲ ବାହାରେ ବିକ୍ଷୋଭ ପ୍ରଦର୍ଶନ...

ମନ୍ଦିର ଭଙ୍ଗାରୁଜା ଘଟଣା: ଦିଲ୍ଲୀ ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କଲେ ଶାହ

ନୂଆଦିଲ୍ଲୀ, ୩।୭: ଦିଲ୍ଲୀର ହୌଜକାଜି ଅଞ୍ଜଳରେ ସୃଷ୍ଟି ହୋଇଥିବା ସାମ୍ପ୍ରଦାୟିକ ହିଂସା ଏବଂ ମନ୍ଦିର ଭଙ୍ଗାରୁଜା ଘଟଣାରେ ଦିଲ୍ଲୀ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କୁ ରିପୋର୍ଟ...

୨୮ରେ ଶପଥ ନେବେ ଉଦ୍ଧବ

ମୁମ୍ବାଇ,୨୬।୧୧: ଏକ ନାଟକୀୟ ମୋଡ଼ର ଅନ୍ତ ଘଟାଇ ଶେଷରେ ଉଦ୍ଧବ ଠାକରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ତାଙ୍କୁ ମହାରାଷ୍ଟ୍ର ବିକାଶ ଆଘାଡ଼ି(ଏମ୍‌ଭିଏ) ଦଳର ନେତା...

କଂଗ୍ରେସରେ ସାମିଲ ହେଲେ ବିଏସପି ପ୍ରାର୍ଥୀ, କଂଗ୍ରେସ ସମର୍ଥନ ଉପରେ କରାଯିବ ପୁନଃବିଚାର:ମାୟାବତୀ

ଭୋପାଳ,୩୦।୪: ଉତରପ୍ରଦେଶରେ ଏସ୍‌ପି-ବିଏସ୍‌ପି ସହ କଂଗ୍ରେସର ମେଣ୍ଟ ହୋଇ ପାରି ନ ଥିବା ବେଳେ କଂଗ୍ରେସ ଲଗାତାର ମାୟାବତୀଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେବାରେ...

ଭୋଟ ନ ଦେବାକୁ କହି ଭାଜପା କର୍ମକର୍ତ୍ତା ଦେଲେ ନୋଟ୍‌: ଆଙ୍ଗୁଠିରେ ଲଗାଇଲେ କାଳି

ଲକ୍ଷ୍ନୌ,୧୯ା୫: ଉତ୍ତରପ୍ରଦେଶ ଚନ୍ଦୋଲୀ ଲୋକ ସଭା ଆସନରେ ଅନ୍ତିମ ପର୍ଯ୍ୟାୟରେ ମତଦାନ ଜାରି ରହିଛି। ସ୍ଥାନୀୟ ତାରାଜୀବନପୁର ଗାଁରେ ଭାଜପା କର୍ମକର୍ତ୍ତା ପ୍ରତି ଭୋଟରଙ୍କୁ ୫...

ମୋଦିଙ୍କ ସହ ସେନାଙ୍କ ନିକଟକୁ ହାତ ତିଆରି ରାକ୍ଷୀ ପଠାଇଲେ ଅଜିଭିକା ଏଜୁକେଶନର ମହିଳା

ଡେରାଡୁନ,୧୧।୮: ଉତ୍ତରାଖଣ୍ଡର ଡେରାଡୁନରେ ଥିବା ଅଜିଭିକା ଏଜୁକେଶନର ମହିଳାମାନେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେତେଜଣ କ୍ୟାବିନେଟ ମନ୍ତ୍ରୀ ଓ ସୀମାରେ ଥିବା...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାତ୍ରର ପାଣି…

ତମ୍ବାପାତ୍ରରେ ପାଣି ପିଇଲେ ଅନେକ ଉପକାର ମିଳିଥାଏ। ରାତିରେ ତମ୍ବାପାତ୍ରରେ ପାଣି ରଖି ସକାଳେ ଏଥିରୁ ଗ୍ଲାସେ ପିଇଲେ ବିଭିନ୍ନ ରୋଗରୁ ମୁକ୍ତି ମିଳିଥାଏ ବୋଲି...

Leave a comment

Your email address will not be published. Required fields are marked *