Posted inଜାତୀୟ

ଭାଜପା କାର୍ଯ୍ୟାଳୟ ସମ୍ମୁଖରେ କଡା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୨୩।୫: ଗୋଟିଏ ପଟେ ଲୋକ ସଭା ନିର୍ବାଚନକୁ ନେଇ ବିଭିନ୍ନ ଦଳ ଆଶା ଆଶଙ୍କାରେ ରହିଥିବା ବେଳେ ଅନ୍ୟପଟେ ଦିଲ୍ଲୀର ଭାଜପା କାର୍ଯ୍ୟାଳୟରେ କଡା ସୁରକ୍ଷା ବ୍ୟବସ୍ଥା ଦେଖିବାକୁ ମିଳିଛି। ଏପର୍ଯ୍ୟନ୍ତ ସାରା ଦେଶରେ ଭାଜପା ପାଖାପାଖି ୨୯୫ ଆସନରେ ଆଗୁଆ ଥିବା ବେଳେ ମୋଦି ପୁଣି ଥରେ ସରକାର ଗଠନ କରିବେ ବୋଲି ଆଲୋଚନା ହେଉଛି। ତେଣୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଭାଜପା କାର୍ଯ୍ୟାଳୟ ସମ୍ମୁଖରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


All Right Reserved By

ଜନଜାତି ସାମଗ୍ରୀର ନୂଆ ଠିକଣା ‘ଆଦିଶା’

ମାଣ୍ଡିଆ ଚୂନାରୁ ଆରମ୍ଭ କରି ଶାଳଫୁଲ ଚାଉଳ ପର୍ଯ୍ୟନ୍ତ କଳା ତୁଳସୀ ପାଉଡରରୁ ପାଳୁଅ ଚୂନା ପର୍ଯ୍ୟନ୍ତ ଓଡ଼ିଶାର ଆଦିମ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସମସ୍ତ...

୩ହଜାର ପୃଷ୍ଠାର ରାମଚରିତ ମାନସ ଲେଖିଲେ ଶରଦ

ଜୟିପୁର,୨୩।୯: ରାଜସ୍ଥାନ ଜୟିପୁରର ଜଣେ ବ୍ୟକ୍ତି ଶରଦ ମାଥୁର ୩ ହଜାର ପୃଷ୍ଠାର ରାମଚରିତ ମାନସ ଲେଖି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଶରଦ ଜଣେ...

କଶ୍ମୀର ସ୍ଥିତି ସ୍ବାଭାବିକ: ଡୋଭାଲଙ୍କ ରିପୋର୍ଟ

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ କରିବା ପାଇଁ ସେଠାକୁ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ଯାଇଛନ୍ତି। ମଙ୍ଗଳବାର ସେ ରିପୋର୍ଟ ଦେଇଛନ୍ତି ଯେ, ଅନୁଚ୍ଛେଦ-୩୭୦ର...

କେଜରିଓ୍ବାଲଙ୍କ ମୁସଲିମ୍‌ ଭୋଟ ବୟାନକୁ ନେଇ ଜବାବ ରଖିଲେ ଶିଲା

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ଦ୍ୱନ୍ଦ୍ୱରେ ପଡିଯାଇଛନ୍ତି। ଚଳିତ ଲୋକ ସଭା ନିର୍ବାଚନରେ ଦିଲ୍ଲୀର ୭ଟି ଯାକ ଆସନ ଏଏପି ହାତକୁ ଆସୁଥିବା...

ମାଓବାଦୀଙ୍କ ଦ୍ୱାରା ଆଇଇଡି ବ୍ଲାଷ୍ଟ: ଯବାନ ଆହତ

ରାଜନନ୍ଦଗାଁଓ,୧୮।୪: ଛତିଶଗଡ଼ର ରାଜନନ୍ଦଗାଁଓ ନିକଟରେ ମାଓବାଦୀଙ୍କ ଦ୍ୱାରା ଗୁରୁବାର କରାଯାଇଥିବା ଆଇଇଡି ବିସ୍ଫୋରଣରେ ଆଇଟିବିପିର ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। କନଷ୍ଟେବଳ ମାନ...

ହନିଟ୍ରାପ୍‌ରେ ୧୩ ଆଇଏଏସ୍‌ ଅଧିକାରୀ

ଭୋପାଳ,୨୭।୯:ମଧ୍ୟପ୍ରଦେଶ(ଏମ୍‌ପି)ରେ ହନିଟ୍ରାପ୍‌ ମାମଲା ସବୁ ସରହଦ ପାର୍‌ କରିଯାଇଛି। ଏହି ମାମଲାରେ ୧୩ ଆଇଏଏସ୍‌ ଅଫିସର ସମ୍ପୃକ୍ତ ଥିବା ଘଟଣା ଲୋକଲୋଚନକୁ ଆସିଛି। ଏହି ଆଇଏଏସ୍‌ମାନେ...

ମୂର୍ତ୍ତି ବିସର୍ଜନବେଳେ ଅଘଟଣ: ପାଣିରେ ବୁଡି ଗଲା ୭ ଜଣଙ୍କ ଜୀବନ

ଢୋଲପୁର,୯।୧୦: ରାଜସ୍ଥାନର ଢୋଲପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ମା’ ଦୁର୍ଗାଙ୍କ ମୂର୍ତ୍ତି ବିସର୍ଜନବେଳେ ବୁଡିଯାଇ ୭ଜଣଙ୍କ ମୃତ୍ୟୁ ଘଟିଛି। ପାର୍ବତ ନଦୀରେ ମୂର୍ତ୍ତି ବିସର୍ଜନବେଳେ...

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଆଶାୟୀ ପ୍ରାର୍ଥୀଙ୍କ ତାଲିକା ଜାରି କଲା ଭାଜପା: ଦାଦ୍‌ରିରୁ ବବିତା ଫୋଗଟ

ଚଣ୍ଡିଗଡ,୩୦।୯: ହରିୟାଣାରେ ବିଧାନସଭା ନିର୍ବାଚନ ଲାଗି ୭୮ ଆସନ ପାଇଁ ଭାଜପା ପକ୍ଷରୁ ସୋମବାର ଆଶାୟୀ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି। ପୁଣି ଥରେ ହରିୟାଣା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *