କୋରାପୁଟରେ ୯୩୭.୧ ମିମି ବର୍ଷା 

କୋରାପୁଟ,୧୨।୯(ଅମିତାଭ ବେହେରା): କୋରାପୁଟ ଜିଲାରେ ମଙ୍ଗଳବାର ୯୩୭.୧ ମିଲିମିଟର ବର୍ଷା ହୋଇଥିବାବେଳେ ଜିଲାର ସେମିଳିଗୁଡା ବ୍ଲକରେ ସର୍ବାଧିକ ୨୦୮ ମିମି ବର୍ଷା ହୋଇଥିବା  ଜିଲା ଜରୁରୀ ବିଭାଗ ପକ୍ଷରୁ କୁହାଯାଇଛି।
ଗତ କିଛି ଦିନ ତଳେ ଜିଲାର ସେମିଳିଗୁଡା ସହର ଓ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ହେବା ଫଳରେ ବର୍ଷା ସ୍ରୋତରେ ଏକ ସ୍କୁଟି ଭାସିଯିବା ସହ କିଛି  ଦୋକନରେ  ବର୍ଷା ପାଣି ପଶିଯାଇ ତେଜରାତି ସାମାଗ୍ରୀ ନଷ୍ଟ ହୋଇଥିଲା ା
ସେହିପରି  ମଙ୍ଗଳବାର  ଜିଲାର ବୈପାରିଗୁଡା ବ୍ଲକରେ  ୨୦୦ ମିମି ବର୍ଷା,  ଜୟପୁର ବ୍ଳକରେ ୧୬୧ ମିମି ବର୍ଷା, କୋରାପୁଟ ବ୍ଲକରେ ୧୦୧  ମିମି ବର୍ଷା, ନନ୍ଦପୁର ବ୍ଲକରେ  ୬୫ ମିମି, ଲମତାପୁଟ ବ୍ଳକରେ ୫୨ ମିମି, କୋଟପାଡ ବ୍ଲକରେ ୪୧.୨ ମିମି, ବୋରିଗୁମ୍ମା ବ୍ଳକରେ ୩୫.୬ ମିମି, ବନ୍ଧୁଗାଁ ବ୍ଲକରେ ୨୪ ମିମି,  ଲକ୍ଷ୍ମୀପୁର ବ୍ଲକରେ ୧୬.୪ ମିମି, ପଟ୍ଟାଙ୍ଗି ବ୍ଲକରେ ୧୪.୨. ମିମି,  କୁନ୍ଦ୍ରା ବ୍ଲକରେ ୧୧.୬ ମିମି, ନାରାୟଣପାଟଣା ବ୍ଳକରେ ୩.୪ ମିମି ଓ ଦଶମନ୍ତପୁର ବ୍ଲକରେ ସର୍ବନିମ୍ନ ୩ ମିଲିମିଟର ବର୍ଷା ହୋଇଥିବା ସୂଚନାମିଳିଛି ା ତେବେ  ବର୍ତ୍ତମାନ ସୁଧା  ଜିଲାରେ ବର୍ଷାଜନିତ କ୍ଷୟକ୍ଷତି ସମ୍ପର୍କରେ କୈଣସି ତଥ୍ୟ ଜିଲା ଜରୁରୀ ବିଭାଗ ନିକଟରେ ଆସି ନ ଥିବା ଜିଲା ଜରୁରୀ ଅଧିକାରୀ ଜ୍ଞାନଜିତ ତ୍ରୀପାଠି ପ୍ରକାଶ କରିଛନ୍ତି ା

Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri