ଆଠମଲ୍ଲିକ ବିଧାନସଭା: ବିଜେଡିର ରମେଶ ଚନ୍ଦ୍ର ସାଏ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୪ର୍ଥ ରାଉଣ୍ଡରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୭୮୪୯ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୪୭୮୧ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଜୟାନନ୍ଦ ଚାଉଳିଆ ୩୯୦୦ ଭୋଟ ପାଇଛନ୍ତି।


All Right Reserved By Dharitri.Com

ଭୋଟିଂ ବନ୍ଦ, ରି-ପୋଲିଂ ପାଇଁ ଚିଠି ଲେଖିଲେ ରିଟର୍ଣ୍ଣି ଅଫିସର

ସୁନ୍ଦରଗଡ଼,୧୮।୪: ସୁନ୍ଦରଗଡ଼ରେ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ଆରମ୍ଭ ହୋଇଥିଲା। ହେଲେ ଇଭିଏମ ତୃଟି ପାଇଁ ସକାଳୁ ଭୋଟ ଗ୍ରହଣ...

ଇଭିଏମ୍‌ ଅଚଳ : ଧାଡ଼ିରେ ଠିଆ ହୋଇ ଚେତାଶୂନ୍ୟ ହେଲେ ୨ ଭୋଟର

ଯାଜପୁରରୋଡ୍‌,୨୯ା୪(ନି.ପ୍ର.): ଯାଜପୁର ଜିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ କୋରେଇ ନିର୍ବାଚନମଣ୍ଡଳୀର ଫାଜଲପୁର ଆଦର୍ଶ ଭୋଟ କେନ୍ଦ୍ରରେ ଏସାରୋଲ୍‌ ବିବି(୨୨) ଭୋଟ ଦେବା ପାଇଁ...

ତାଳଚେରରେ ବ୍ରଜକିଶୋର ୬୭୭୫ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୯ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୬୭୭୫ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌...

କେନ୍ଦ୍ର ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ ସୁଯୋଗ: ପ୍ରତାପ, ଅପରାଜିତା, ଜୁଏଲ, ଧର୍ମେନ୍ଦ୍ରଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ରାଜ୍ୟରୁ ୮ଜଣ ଭାଜପା ଏମ୍‌ପି ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ଗତ ଥର ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମଙ୍କୁ...

ଛେଣ୍ଡିପଦାରେ ଅଗସ୍ତି ବେହେରା ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)– ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୪ର୍ଥ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୯୩୬ ଭୋଟରେ ଆଗରେ...

ବିକାଶ ଚିତ୍ର ଦେଖିଲା ଗଞ୍ଜାମ ଜିଲା ପ୍ରଶାସନ

ଛେଣ୍ଡିପଦା, ୯।୬ (ଡି.ଏନ.ଏ.) – ଜଙ୍ଗଲ ଗ୍ରାମରୁ ରାଜସ୍ବ ଗ୍ରାମ ମାନ୍ୟତା ପାଇଥିବା ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତ ବଡ଼ମୂଳ ଏବେ ଉଦାହରଣ ପାଲଟିଛି। ଯୋଜନାବଦ୍ଧ...

ସଂଯୋଗ ନ ଥାଇ ଆସୁଛି ବିଦ୍ୟୁତ୍‌ ବିଲ୍‌

ଢେଙ୍କାନାଳ ଅଫିସ, ୩୦।୪ଢେଙ୍କାନାଳ ଜିଲାରେ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ଯୋଗାଣ କାର୍ଯ୍ୟକ୍ରମ ସମୀକ୍ଷା ହେଉନାହିଁ। ବିଦ୍ୟୁତ୍‌ ସଂଯୋଗ ନ ଥାଇ ପ୍ରତିମାସରେ ବିଲ୍‌ ଆସୁଛି। ଏହାକୁ...

ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଟାପଢ଼ୋଲ ଫାଣ୍ଡି ଅଧିକାରୀ

ଅନୁଗୋଳ ଅଫିସ, ୨୮।୬: ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଟାପଢ଼ୋଲ ଫାଣ୍ଡି ଅଧିକାରୀ(ଆଇଏଏସ୍‌) ଗଜେନ୍ଦ୍ର ବେହେରା ଲାଞ୍ଚ ନେବା ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି।...

Leave a comment

Your email address will not be published. Required fields are marked *