ଛେଣ୍ଡିପଦାରେ ସୁଶାନ୍ତ ବେହେରା ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ସୁଶାନ୍ତ କୁମାର ବେହେରା ପ୍ରଥମ ରାଉଣ୍ଡରେ ଆଗରେ ଅଛନ୍ତି। ସୁଶାନ୍ତ ୩୨୫୮ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା ୨୨୫୧ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ସସ୍ମିତା ବେହେରା ୫୪୪ ଭୋଟ ପାଇଛନ୍ତି।


All Right Reserved By Dharitri.Com

ଦନ୍ତା ହାତୀ ନେଲା ୨ ଜୀବନମୋଟଙ୍ଗାରେ ବୃଦ୍ଧ, ଛେଣ୍ଡିପଦାରେ ବୃଦ୍ଧାଙ୍କୁ ମାରିଲା

ଢେଙ୍କାନାଳ ଅଫିସ,୨୦ା୫- ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଧୀନ ହିନ୍ଦୋଳରୋଡ ଫାଣ୍ଡିର ଗୁଣୁଦେଇ ଗ୍ରାମରେ ସୋମବାର ସକାଳ ସାଢେ ୬ଟାରେ ହାତୀ ଆକ୍ରମଣରେ ମଙ୍ଗରାଜ ପାତ୍ର(୬୫)ଙ୍କ...

ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ଢେଙ୍କାନାଳ ଅଫିସ,୧୮।୭-ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁବାର ଅପରାହ୍ନରେ ବଜ୍ରପାତ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଏଥିସହ ବିଦ୍ୟୁତ୍‌ ସରବରାହରେ ବିଭ୍ରାଟ ଦେଖାଦେଇଛି। ସ୍ବାଧୀନତା ଦିବସ ପାଇଁ ପ୍ରସ୍ତୁତି...

ଜିଏମ୍‌ଆର୍‌ରେ ପରିବେଶ ଦିବସ ପାଳିତ : ୩୩ ମିନିଟ୍‌ରେ ଲାଗିଲା ୮୦୦୦ ଚାରା

ଢେଙ୍କାନାଳ ଅଫିସ, ୯ା୬ – ଢେଙ୍କାନାଳ ଜିଲା କମଳାଙ୍ଗସ୍ଥିତ ଜିଏମ୍‌ଆର୍‌ ଏନର୍ଜି ଲିମିଟେଡ୍‌ ପକ୍ଷରୁ ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଆରମ୍ଭ ହୋଇଥିବା ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ...

କ୍ଷୀର, ଦହି ବିକ୍ରିରେ ଚଳୁଛି ଘର

ଦୀର୍ଘ ୩୦ ବର୍ଷ ହେଲା କ୍ଷୀର, ଦହି ବେପାର କରୁଛନ୍ତି। ଏହା ହିଁ ତାଙ୍କର କୌଳିକ ବୃତ୍ତି। ଚାଟଶାଳୀରୁ ଅଧିକ ପାଠ ପଢ଼ି ନ ଥିବାରୁ...

କାମାକ୍ଷାନଗରରେ ନୀତି ଆୟୋଗ ସଦସ୍ୟ: ଶିକ୍ଷା, ବିଦ୍ୟୁତ୍‌ ବ୍ୟବସ୍ଥା ସ୍ଥିତି ପରିଖିଲେ

କାମାକ୍ଷାନଗର, ୧୮।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଅଞ୍ଚଳକୁ ଗୁରୁବାର ପରିଦର୍ଶନରେ ଆସିଥିଲେ ନୀତି ଆୟୋଗ ସଦସ୍ୟା ମାନ୍‌ସୀ ସିଂ। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପ,...

ବଢୁଛି ଷଣ୍ଢ ଦୌରାତ୍ମ୍ୟ

ଢେଙ୍କାନାଳ ଅଫିସ, ୧୮।୭ – ଢେଙ୍କାନାଳ ସହରରେ ବୁଲା ଷଣ୍ଢଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପ୍ରମୁଖ ବଜାର, ଜନଗହଳିପୂର୍ଣ୍ଣ ରାସ୍ତା ଗୋରୁଙ୍କ କବ୍‌ଜାରେ ରହୁଛି। ବାରମ୍ବାର...

ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ବୈଠକ: ୯ଟାରେ ପହଣ୍ଡି, ୨ଟା ୩୦ରେ ରଥଟଣା

ଅନୁଗୋଳ ଅଫିସ, ୨୨।୬ – ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଚାଳନା ସମିତି ପକ୍ଷରୁ ଶ୍ରୀଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ସୁପରିଚାଳନା ସମ୍ପର୍କିତ ପ୍ରସ୍ତୁତି ବୈଠକ...

ହାଟବେଳେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି; ଚପିଗଲା ଚାରି ଜୀବନ

ଢେଙ୍କାନାଳ ଅଫିସ,୧୦ା୬ ହାଟର ନାଁ ଅଳସୁଆ। ହେଲେ ହାଟୁଆମାନେ ଆଦୌ ଅଳସୁଆ ନୁହନ୍ତି। ସେଥିପାଇଁ ପ୍ରତି ସପ୍ତାହର ଶେଷ ଦିନରେ ଭାରି ଭିଡ଼ ହୁଏ ଢେଙ୍କାନାଳ...

Leave a comment

Your email address will not be published. Required fields are marked *