ଭୂକମ୍ପରେ ଥରିଲା ଇସ୍ତାନବୁଲ

ଇସ୍ତାନବୁଲ,୨୭।୯: ତୁର୍କୀର ରାଜଧାନୀ ଇସ୍ତାନବୁଲରେ ଗୁରୁବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ରହିଛି। ଏହି ଭୂକମ୍ପ ଯୋଗୁ ୩୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିବା ବେଳେ ସହରର ୪୭୩ ଘର ଭାଙ୍ଗିରୁଜି ଯାଇଛି। ସମସ୍ତ ଆହତଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଏନେଇ ଶୁକ୍ରବାର ତୁର୍କୀର ରାଷ୍ଟ୍ରପତି ଫୁଆତ ଓକ୍‌ତେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଇସ୍ତାନବୁଲ ସହରରୁ ୬୮ କିଲୋମିଟର ଦୂରରେ ଥିବା ଜଣାପଡ଼ିଛି।


All Right Reserved By Dharitri.Com

ତାଲିବାନକୁ ଚ୍ୟାଲେଞ୍ଜ, ଭୋଟ ଦେଲେ ସୈଫୁଲ୍ଲା

କାବୁଲ,୩୦ା୯: ଆତଙ୍କବାଦୀଙ୍କ ଧମକକୁ ଖାତିର ନ କରି ଆଫଗାନିସ୍ତାନର ରାଷ୍ଟ୍ରପତି ନିର୍ବାଚନରେ ବ୍ୟବସାୟୀ ସୈଫୁଲ୍ଲା ସାଫି ନିଜ ରାଜନୈତିକ ମତାଧିକାର ସାବ୍ୟସ୍ତ କରିଛନ୍ତି। ୩୮ ବର୍ଷୀୟ...

ଆଇଫୋନ୍‌ ଆପ୍ପଲକୁ ସେଓ ବୁଝି ସୋସିଆଲ ମିଡିଆରେ ଟ୍ରୋଲ୍‌ ହେଲେ ପାକିସ୍ତାନି ଉପସ୍ଥାପିକା

ଇସ୍‌ଲାମାବାଦ,୮।୭: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ପାକିସ୍ତାନି ଉପସ୍ଥାପିକା ଟେଲିଭିଜନରେ ଚାଲୁଥିବା ଚର୍ଚ୍ଚା ସମୟରେ ପ୍ୟାନେଲିଷ୍ଟ ଟେକ୍ନୋଲୋଜି...

ଚୁମ୍ବନ ଦିବସ: ଚାଇନାରେ ନୋ କିସିଂ କଟକଣା

ବେଜିଂ,୧୨।୨: ଭାଲେଣ୍ଟାଇନ୍‌ ଓ୍ବିକ୍‌ର ଷଷ୍ଠ ଦିନକୁ କିସ୍‌ ଡେ’ ବା ଚୁମ୍ବନ ଦିବସ ଭାବେ ପାଳନ କରାଯାଇଥାଏ। ପ୍ରେମୀଯୁଗଳ ପରସ୍ପରକୁ ଚୁମ୍ବନ ଦେବାଦ୍ୱାରା ବହୁ ଶାରୀରିକ...

କରତାରପୁର କରିଡର ମାଧ୍ୟମରେ ଭାରତରେ ଅଶାନ୍ତ ବାତାବରଣ ସୃଷ୍ଟି କରିବାକୁ ଚାହୁଁଛି ପାକିସ୍ତାନ: ଆନନ୍ଦ ମିର୍ଜା

ଇସ୍‌ଲାମାବାଦ,୨୩।୧୧: କରତାରପୁର କରିଡର ଉଦ୍‌ଘାଟନକୁ ପାଖାପାଖି ମାସେ ହୋଇଗଲାଣି। ଏବେ ପିଓକେ କର୍ମୀ ଆନନ୍ଦ ମିର୍ଜା ଏହାକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ...

ଟ୍ରମ୍ପ୍‌ଙ୍କ ଗଲ୍ଫ ସଉକ: ୩ ବର୍ଷରେ ଖର୍ଚ୍ଚ ହୋଇଛି ୭ଶହ ୯୦ କୋଟି

ଓ୍ବାଶିଂଟନ,୨୫।୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଗଲ୍ଫ ସଉକ ଯୋଗୁ ଗତ ୩ ବର୍ଷରେ ସରକାରଙ୍କୁ ୭ଶହ ୯୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିଛି।...

୬ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ଭିଲଓ୍ବାଡ଼ାରେ କର୍ଫ୍ୟୁ

ଆଜମେର/ଜୟପୁର,୨୨।୩: ରାଜସ୍ଥାନର ଭିଲଓ୍ବାଡ଼ାରେ ୬ ଜଣ ସ୍ବାସ୍ଥ୍ୟକର୍ମୀଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସେଠାରେ ଶୁକ୍ରବାର ସନ୍ଧ୍ୟାରୁ କର୍ଫ୍ୟୁ ଜାରି ହୋଇଛି।...

୨୪ ଘଣ୍ଟାରେ ବାଗ୍‌ଦାଦରେ ଆମେରିକାର ଦ୍ୱିତୀୟ ବିମାନ ଆକ୍ରମଣ: ୬ ମୃତ

ବାଗଦାଦ,୪।୧: ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକା ଦ୍ୱିତୀୟ ଥର ବାଗଦାଦ ଉପରେ ବିମାନ ଆକ୍ରମଣ କରିବା ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା...

୭ କୋଟିର ଦାମିକା ଚେୟାର: ନୋଟ୍‌ରେ ହୋଇଛି ତିଆରି

ମସ୍କୋ,୨।୧୨: ରୁଷିଆରେ ଏକ ଆର୍ଟ ମ୍ୟୁଜିୟମ୍‌ରେ ଦାମିକା ଚେୟାର ରହିଛି। ଚେୟାରଟି ଏକ ଲକ୍ଷ ଡଲାର ନୋଟ୍‌ରେ ନିର୍ମିତ ହୋଇଛି। ଭାରତୀୟ ମୁଦ୍ରାରେ ଏହା ଦାମ...

Leave a comment

Your email address will not be published. Required fields are marked *