Posted inଖେଳ

ଧୋନୀଙ୍କ ପରେ ଆଉ ଜଣେ କ୍ରିକେଟ ଖେଳାଳି ସେନାରେ ଯୋଗ ଦେବେ

କଲମ୍ବୋ,୨୯।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୧୯ ବିଶ୍ୱକପ୍‌ ପରେ ଭାରତୀୟ ସେନାରେ ଟ୍ରେନିଂ ନେଇଥିଲେ। ତେବେ ତାଙ୍କ ପରେ ଆଉ ଜଣେ କ୍ରିକେଟର ସେନାରେ ଯୋଗ ଦେଇଛନ୍ତି। ସେ ହେଉଛନ୍ତି ଶ୍ରୀଲଙ୍କାର ଦିନେଶ ଚାଣ୍ଡିମାଲ। ସେ ଖୁବଶୀଘ୍ର ଶ୍ରୀଲଙ୍କା ସେନାରେ ଯୋଗଦେବେ ବୋଲି ଜଣାପଡିଛି। ଶ୍ରୀଲଙ୍କା ସେନାର ମେଜର ଜେନେରାଲ ସୁମିତ ଆଟ୍ଟାପଟୁ କହିଛନ୍ତି, ଚାଣ୍ଡିମାଲଙ୍କୁ ସେନାର କମିଶନ ଅଫିସର ଦାୟିତ୍ୱ ଦିଆଯିବ। ସେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କ୍ରିକେଟ ମଧ୍ୟ ଖେଳିବେ। ଏହା ପୂର୍ବରୁ ତାଙ୍କୁ ଏଣ୍ଟ୍ରାନ୍ସ ଟେଷ୍ଟ ଦିଆଯିବ ବୋଲି କହିଛନ୍ତି। ଦିନେଶଙ୍କ ପୂର୍ବରୁ ଅଜନ୍ତା ମେଣ୍ଡିସ୍‌, ସେକୁଗେ ପ୍ରସନ୍ନା ଏବଂ ଅସେଲା ଗୁଣାରତ୍ନେ ସେନାରେ ସାମିଲ ହୋଇଥିଲେ।


All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ପ୍ରସ୍ତୁତି ଅନୁଧ୍ୟାନ କଲେ କ୍ରୀଡ଼ାମନ୍ତ୍ରୀ

କଟକ ଅଫିସ,୧୩ା୭- ଆଉ ୪ ଦିନ ପରେ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ା ଆରମ୍ଭ ହେବ । ଏ ନେଇ...

ସୟଦ ମୋଦି ଇଣ୍ଟରନ୍ୟାଶନାଲ: ସୌରଭ ରନର୍ସଅପ୍‌

ଲକ୍ଷ୍ନୌ, ୨।୧୨(ପି.ଟି.)- ଏଠାରେ ଅନୁଷ୍ଠିତ ସୟଦ ମୋଦି ଇଣ୍ଟରନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସରେ ଭାରତର ସୌରଭ ବର୍ମା ରନର୍ସଅପ୍‌ ହୋଇଛନ୍ତି। ସେମିଫାଇନାଲ ପର୍ଯ୍ୟନ୍ତ ଦମ୍‌ଦାର...

ଓସିଏ ନିର୍ବାଚନ: ଆଜି ପ୍ରାର୍ଥିପତ୍ର ଦାଖଲ

କଟକ ଅଫିସ,୨୦ା୯- ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କର୍ମକର୍ତ୍ତା ନିର୍ବାଚନରେ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରାଯିବ । ଦିନ ସକାଳ ୧୦.୩୦ରୁ ସନ୍ଧ୍ୟା ୫ଟା...

ଭାରତରେ ଏନ୍‌ବିଏର ପଦାର୍ପଣ ନେଇ ଚର୍ଚ୍ଚା :ମୁମ୍ବାଇରେ ଖେଳାଯିବ ଇଣ୍ଡିଆନା ପେସର୍ସ ଓ ସାକ୍ରାମୋଣ୍ଟୋ କିଙ୍ଗ୍ସ ମ୍ୟାଚ୍‌

ମୁମ୍ବାଇ,୨୪।୯(ପି.ଟି.)- ହାଇପ୍ରୋଫାଇଲ ବାସ୍କେଟ ବଲ୍‌ ଲିଗ୍‌ ଏନ୍‌ବିଏ(ନ୍ୟାଶନାଲ ବାସ୍କେଟବଲ ଆସୋସିଏଶନ) ଏଥର ଭାରତରେ ପଦାର୍ପଣ କରିବାକୁ ଯାଉଛି। ଏବେ ଏହାକୁ ନେଇ ଚର୍ଚ୍ଚା ମଧ୍ୟ ଆରମ୍ଭ...

ପଦାର୍ପଣ ମ୍ୟାଚ୍‌ରେ ୧୦ ରନ୍‌ ଦେଇ ୭ ଉଇକେଟ୍‌ ନେଇ ଇତିହାସ ରଚିଲେ ୧୭ ବର୍ଷୀୟ ରାଜ୍‌

ନ୍ୟୁୟର୍କ, ୯।୭: ପଦାର୍ପଣ ମ୍ୟାଚ୍‌ରେ ୧୦ ରନ୍‌ ଦେଇ ୭ ଉଇକେଟ୍‌ ନେଇ ଇତିହାସ ରଚିଛନ୍ତି ୧୭ ବର୍ଷୀୟ ବୋଲର ରାଜ୍‌ ବ୍ୟାସ। ୟୁଏସ୍‌ ଅଣ୍ଡର-୧୯...

ଭାରତୀୟ ହକି ଦଳର ବିଜୟଧାରା ଜାରି

ଆଣ୍ଟରେପ (ବେଲଜିୟମ),୩୦।୯(ପି.ଟି.)- ବେଲଜିୟମ ଗସ୍ତରେ ଯାଇଥିବା ଭାରତୀୟ ପୁରୁଷ ହକି ଦଳ ଦମ୍‌ଦାର ପ୍ରଦର୍ଶନ କରି ବିଜୟଧାରା ଅବ୍ୟାହତ ରଖିଛି। ରବିବାର ଅନୁଷ୍ଠିତ ତୃତୀୟ ମ୍ୟାଚ୍‌ରେ...

୧୫ ବର୍ଷରୁ କମ୍‌ ଫୁଟ୍‌ବଲ: ହିମାଂଶୁଙ୍କ ହ୍ୟାଟ୍ରିକ୍‌: ଭାରତର ସହଜ ବିଜୟ

କଲ୍ୟାଣି (ପଶ୍ଚିମବଙ୍ଗ), ୨୮ା୮ (ପି.ଟି.)- ଚଳିତ ୧୫ ବର୍ଷରୁ କମ୍‌ ବାଳକ ସାଫ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଆଉ ଏକ ଚମତ୍କାର ପ୍ରଦର୍ଶନ କରିଛି। ଦଳ...

ନାଲ୍‌କୋ ଓପନ ଟେନିସ: ଅନମ, ଅଂଶୁ ଚାମ୍ପିୟନ

ଭୁବନେଶ୍ୱର, ୧୬।୧୨(କ୍ରୀଡ଼ା ପ୍ରତିନିଧି)- ନାଲ୍‌କୋ ଓପନ ଟେନିସ ଟୁର୍ନାମେଣ୍ଟ ରବିବାର କଳିଙ୍ଗ ଷ୍ଟାଡିୟମରେ ଉଦ୍‌ଯାପିତ ହୋଇଛି। ଏହାର ମହିଳା ବିଭାଗରେ ଟପ୍‌ ସିଡ୍‌ ଅନମ ଆଲମାସ...

Leave a comment

Your email address will not be published. Required fields are marked *