ବିଭିନ୍ନ ଦାବି ନେଇ ବଡ଼ଶାଳ ଗ୍ରାମବାସୀଙ୍କ ଭୋଟ ବର୍ଜନ ଚେତାବନୀ

କପ୍ତିପଦା,୧୮।୪(ଡି.ଏନ.ଏ): କପ୍ତିପଦା ବ୍ଲକ ଅଧିନ ଲାବଣ୍ୟଦେଇପୁର ପଞ୍ଚାୟତର ବଡ଼ଶାଳ ଗଁ।ର ଆଗାମୀ ନିର୍ବାଚନ ଅର୍ଥାତ୍‌ ଏପ୍ରିଲ ୨୯ରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଗଁ।ଲୋକେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଦୀର୍ଘ ଦିନ ଧରି ଗଁ।ରେ ବିଭିନ୍ନ ମୌଳିକ ସମସ୍ୟା ଲାଗି ରହିଥିବା ବେଳେ ବାରମ୍ବାର ରାଜନେତାମାନେ ସେମାନଙ୍କୁ ମିଥ୍ୟା ପ୍ରତିଶୃତି ଦେଉଥିବା ଅଭିଯୋଗ ହୋଇଛି। ଫଳରେ ଗଁ।ଲୋକେ ଚଳିତ ଥର ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି।


All Right Reserved By Dharitri.Com

ଭାଲୁ ଆକ୍ରମଣରେ ସାଇକେଲ ଆରୋହୀ ଗୁରୁତର

ସଜନାଗଡ଼,୧୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ କେ.ପିଲାକ୍‌ରାଜ ପଞ୍ଚାୟତ ଚତିରିଖୁଣ୍ଟା ଅଞ୍ଚଳର ଜଣେ ବ୍ୟକ୍ତି ମଙ୍ଗଳବାର ସନ୍ଧ୍ୟାରେ ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି।...

କାଳିମେଘାରୁ ନାଗ ସହ ୧୩ ଛୁଆ ଉଦ୍ଧାର

ତିହିଡ଼ି, ୨୦।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ କାଳିମେଘା ଗ୍ରାମର ଭାଗବତ ବାରିକଙ୍କ ଘରୁ ଗୁରୁବାର ଗୋଟିଏ ନାଗ...

ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୧୫ ରାଜ୍ୟର ୧୧୫ ଲୋକ ସଭା ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୨।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୫ଟି ରାଜ୍ୟର ୧୧୫ ଆସନରେ ସକାଳ ୭ଟାଠାରୁ ମତଦାନ ଆରମ୍ଭ ହେବ। ଏହା ସହିତ ପୂର୍ବରୁ...

ବଜ୍ରପାତରେ ମହିଳା ମୃତ

ଆନନ୍ଦପୁର,୩। ୬(ସ୍ବ.ପ୍ର.)- ଘସିପୁରା ଥାନା ଧକୋଠା ନାହାଗୁଣା ଗ୍ରାମରେ ବଜ୍ରପାତ ଘଟି ସରସ୍ବତୀ ପାତ୍ର ନାମ୍ନୀ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ମହିଳା ଜଣଙ୍କ ନିଜ...

ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅଗ୍ନିଶମ ଅଧିକାରୀ

ଭଦ୍ରକ ଅଫିସ, ୧୪।୬ – ଗୁରୁବାର ସନ୍ଧ୍ୟାରେ ଭଦ୍ରକ ଅଗ୍ନିଶମ ଅଧିକାରୀ ସଂଗ୍ରାମ କୁମାର ହଁାସଦା ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ...

କାରଖାନାରେ ଶ୍ରମିକ ଅଶାନ୍ତି, ଆଲୋଚନା ପରେ ସ୍ବାଭାବିକ ହେଲା

ରେମୁଣା, ୧୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଶିଳ୍ପାଞ୍ଚଳ ଥାନା ଅଧୀନ ଗଣେଶ୍ୱରପୁର ଶିଳ୍ପାଞ୍ଚଳସ୍ଥିତ ଆଲୁମ ଏକ୍ସଟ୍ରୁସିଅନସ କାରଖାନାରେ ଶ୍ରମିକ ଅଶାନ୍ତି ଦେଖାଦେଇଥିଲା। କାରଖାନା ସମ୍ମୁଖରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା...

ହାର୍‌ ମାନିନାହାନ୍ତି କନକଲତା

ଭଦ୍ରକ ଅଫିସ, ୧୦।୭- ଭଦ୍ରକ ସହର ତଳିର ଏକ ଗଁା ଓକାଳ। ଗଁାରେ ରହିଛି ଏକ ୫ ଫୁଟ ଉଚ୍ଚର ବଖରାଏ ନୂଆଣିଆ ନଡ଼ା ଛପର...

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ

ତିହିଡ଼ି, ୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଦୋଳସାହି ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ମନ୍ମଥନାଥ ଚୌଧୁରୀଙ୍କୁ ନିଲମ୍ବିତ କରାଯାଇଛି। ପଞ୍ଚାୟତର ଜଣେ ହିତାଧିକାରୀଙ୍କୁ...

Leave a comment

Your email address will not be published. Required fields are marked *