ସବୁଦିନ ଏହି ଶିବମନ୍ଦିର ପ୍ରଦକ୍ଷିଣ କରିଥାନ୍ତି ପକ୍ଷୀଦଳ…

ଶିବମନ୍ଦିରରେ ଶ୍ରଦ୍ଧାଳୁ ୧୦୮ ଥର ପ୍ରଦକ୍ଷିଣ କରିଥାନ୍ତି । ଏହାଦ୍ୱାରା ଶୁଭଫଳ ମିଳିଥାଏ ବୋଲି କେତେକେ କୁହନ୍ତି। ତେବେ ମହେନ୍ଦ୍ରଗିରି ପର୍ବତରେ ଥିବା ଭୀମାଶଙ୍କର ଶିବମନ୍ଦିରରେ ପ୍ରତିଦିନ ପକ୍ଷୀଦଳ ମିଳିତ ଭାବେ ଉଡ଼ି ମନ୍ଦିର ପ୍ରଦକ୍ଷଣ କରିଥାନ୍ତିି। ମନ୍ଦିରରେ ଶଙ୍ଖନାଦ ସହ ପକ୍ଷୀମାନେ ଏଭଳି ପ୍ରଦକ୍ଷଣ କରିଥାନ୍ତି। ପକ୍ଷୀଙ୍କ ଏଭଳି କାର୍ଯ୍ୟ ସ୍ଥାନୀୟ ଲୋକ ତଥା ପର୍ଯ୍ୟଟକଙ୍କୁ ଆଶ୍ଚର୍ଯ୍ୟାନ୍ବିତ କରିଥାଏ। ମହେନ୍ଦ୍ରତନୟା ନଦୀକୂଳରେ ଥିବା ଏହି ମନ୍ଦିରରେ ଶ୍ରୀଲିଙ୍ଗ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମଧ୍ୟରେ ସ୍ଥାନ ପାଇଛି।


All Right Reserved By Dharitri.Com

ଦିଲ୍ଲୀ ପହଞ୍ଚିଲା ମହାରାଷ୍ଟ୍ର ରାଜନୀତି ଡ୍ରାମା: ଶାହଙ୍କୁ ଭେଟିଲେ ଫଡ଼ନବିଶ

ନୂଆଦିଲ୍ଲୀ,୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୨ ଦିନ ବିତିଛି। ତେବେ ରାଜ୍ୟରେ ସରକାର ଗଠନ ନେଇ ଅଙ୍କକଷା ଛିଡ଼ିବାର ନା ଧରୁନି।...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଦୁଇଗୁଣା ହେବ ଚାଷୀଙ୍କ ଆୟ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହୋଇଛି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ...

ମନମୋହନ ରାଜ୍ୟ ସଭାକୁ ନିର୍ବାଚିତ

ଜୟପୁର/ଲକ୍ଷ୍ନୌ, ୨୦ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସୋମବାର ରାଜସ୍ଥାନରୁ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉପନିର୍ବାଚନ ଲାଗି ନାମାଙ୍କନପତ୍ର ପ୍ରତ୍ୟାହାର ସମୟସୀମା ଅପରାହ୍ନ...

ଜମ୍ମୁ-କଶ୍ମୀରରେ ପ୍ରବଳ ହିମସ୍ଖଳନ: ଯବାନ ନିଖୋଜ

ଶ୍ରୀନଗର,୪।୧୨: ଉତ୍ତର କଶ୍ମୀରରେ ଅନେକ ଯାଗାରେ ପ୍ରବଳ ହିମସ୍ଖଳନ ଦେଖିବାକୁ ମିଳିଛି। ଏଥିଯୋଗୁ ଜଣେ ଯବାନ ନିଖୋଜ ହୋଇଯାଇଛନ୍ତି। ଯବାନ ଜଣଙ୍କ ବରଫ ଅତଡା ତଳେ...

ଫିସ୍‌ ପେଡିକ୍ୟୁୟୋର ପରେ କାଟିବାକୁ ପଡିଲା ଆଙ୍ଗୁଳି

ବେଳେ ବେଳେ ହାତ ଗୋଡ଼ ସୁନ୍ଦର ଦେଖିଯିବା ପାଇଁ ଅଧିକାଂଶ ମହିଳା ପେଡିକୁୟୋର ଓ ମେନିକ୍ୟୁୟୋରର ସାହାରା ନେଇଥାଆନ୍ତି। ଏବେକା ଫ୍ୟାଶନ୍‌ ପାଲଟିଛି ଫିସ୍‌ ପେଡିକ୍ୟୁୟୋର।...

ଇ-ସିଗାରେଟ ନିଷିଦ୍ଧ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୩ା୧୨(ଆଇଏଏନ୍‌ଏସ୍‌): ଇଲେକ୍ଟ୍ରୋନିକ୍‌ ସିଗାରେଟ (ଇ-ସିଗାରେଟ) ଉତ୍ପାଦନ ଓ ବିକ୍ରି ନିଷିଦ୍ଧ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହୋଇଯାଇଛି। ପୂର୍ବରୁ ଏହା ଲୋକ ସଭାରେ ଗୃହୀତ ହୋଇଥିବାବେଳେ ସୋମବାର...

ଆଙ୍କର ହେବା ସହଜ ନୁହେଁ: ଅଭିମନ୍ୟୁ ପରିଡ଼ା

ଯାତ୍ରାର ପ୍ରଥମ ଚରଣ ଆରମ୍ଭ ହୁଏ ଆଙ୍କରିଂରୁ। ଯାତ୍ରା ଦେଖିବାକୁ ଯାଉଥିବା ଦର୍ଶକମାନେ ପ୍ରଥମେ ଯାହାଙ୍କୁ ଦେଖି ତାଳିମାଡ଼ କରନ୍ତି ସେ ହେଉଛନ୍ତି ଜଣେ ଆଙ୍କର।...

ଏମିତି ପରିବାରଙ୍କୁ ସହଯୋଗ ଦରକାର: ପୀଡିତାଙ୍କ ପିତା

ହାଇଦ୍ରାବାଦ,୬।୧୨: ଦେଶର ସବୁଠାରୁ ଚର୍ଚ୍ଚିତ ଖବର ହାଇଦ୍ରାବାଦ ଏନ୍‌କାଉଣ୍ଟରକୁ ନେଇ ଏବେବି ଆଲୋଚନା ଜାରି ରହିଛି। ପୋଲିସର କାର୍ଯ୍ୟକୁ ସବୁ ମହଲରୁ ପ୍ରଶଂସା ମିଳୁଛି। ଏତିକି...

Leave a comment

Your email address will not be published. Required fields are marked *