Posted inରାଜ୍ୟ

ନନ୍ଦିନୀ ଶତପଥୀଙ୍କ ୯୩ ତମ ଜୟନ୍ତୀ

Featured Video Play Icon

ଓଡିଶାର ସର୍ବପ୍ରଥମ ଓ ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ । ଆଜି ସେହି ସ୍ପଷ୍ଟବାଦିତା ନିର୍ଭୀକା ନନ୍ଦିନୀ ଶତପଥୀଙ୍କ ୯୩ ତମ ଜୟନ୍ତୀ । ଆଜିର ଏହି ଅବସରରେ ରାଜଭବନ ନିକଟସ୍ଥ ନନ୍ଦିନୀ ଶତପଥୀ ଛକରେ ଥିବା ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ତାଙ୍କର ସ୍ମୃତିଚାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri