Posted inରାଜ୍ୟ

ନନ୍ଦିନୀ ଶତପଥୀଙ୍କ ୯୩ ତମ ଜୟନ୍ତୀ

Featured Video Play Icon

ଓଡିଶାର ସର୍ବପ୍ରଥମ ଓ ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ । ଆଜି ସେହି ସ୍ପଷ୍ଟବାଦିତା ନିର୍ଭୀକା ନନ୍ଦିନୀ ଶତପଥୀଙ୍କ ୯୩ ତମ ଜୟନ୍ତୀ । ଆଜିର ଏହି ଅବସରରେ ରାଜଭବନ ନିକଟସ୍ଥ ନନ୍ଦିନୀ ଶତପଥୀ ଛକରେ ଥିବା ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ତାଙ୍କର ସ୍ମୃତିଚାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ତାର ଉପରେ ଗଛ ପକାଇଲେ ଦୁର୍ବୁତ୍ତ

ଦାରିଙ୍ଗବାଡି,୧୪ା୬ (ଅରୁଣ ସାହୁ): ଦାରଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ି ନୂତନ ସବଷ୍ଟେସନ ଶନିବାର କାର୍ଯ୍ୟ ଚାଲିଥିବାରୁ ଦିନବେଳେ ବିଦ୍ୟୁତ୍‌ କାଟି ଦିଆଯାଇଥିଲା। ଅପରାହ୍ନରେ ବିଦ୍ୟୁତ ସ୍ବାଭାବିକ ହେବାର...

ଯାଜପୁରରେ ହୋଟେଲ, ରେଷ୍ଟୁରାଣ୍ଟ ଉପରେ ଚଢ଼ାଉ: ସିଲ୍‌ ହେଲା…

ଯାଜପୁର,୧୪।୬: ଯାଜପୁର ରୋଡ଼ରେ ଜିଲା ପ୍ରଶାସନ ନିର୍ଦ୍ଦେଶରେ ଖାଦ୍ୟ ନିରାପତ୍ତା ବିଭାଗ ଓ ବ୍ୟାସନଗର ତହସିଲ ପ୍ରଶାସନ ପୌର ପ୍ରଶାସନର ଏକ ଟିମ୍‌ ବିଭିନ୍ନ ହୋଟେଲ...

ଯାଜପୁରରେ ଭୋଜି ଉପରେ ଲାଗିଲା କଟକଣା: ରଜରେ ଭୋଜି ମନା…

ଯାଜପୁର,୧୪।୬: ଯାଜପୁରରେ କଲେରା ବ୍ୟାପୀଥିବାରୁ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଅଛି। ସାମୂହିକ ସମାବେଶରେ ଭୋଜିର ଆୟୋଜନ କରିବାକୁ ପରାମର୍ଶ ଦିଆଯାଇଛି। ଗରମ ଖାଦ୍ୟ,...

ଯାଜପୁର ଆସିବେ କେନ୍ଦ୍ରୀୟ ଟିମ୍‌ : ସ୍ଥିତି ଅନୁଧ୍ୟାନ ପାଇଁ…

ଯାଜପୁର,୧୪।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ସ୍ଥିତି ସମୀକ୍ଷା ପାଇଁ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍‌। ୧୪ ଜଣିଆ କେନ୍ଦ୍ରୀୟ ଟିମ ସ୍ଥିତି ଅନୁଧ୍ୟାନ ପାଇଁ ଆସୁଛନ୍ତି।...

କଡ଼ ଲେଉଟାଉଛି ମାଓବାଦୀ ସଂଗଠନ: କମ୍ବିଂ ଅପରେଶନ ବେଳେ ଲ୍ୟାଣ୍ଡ ମାଇନ ବିସ୍ଫୋରଣ, ସିଆର୍‌ପିଏଫ ଅଧିକାରୀ ଶହୀଦ

ବଣାଇଁ,୧୪।୬(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ-ଲଙ୍ଗଳକଟା ନିକଟ ସିଲିକୁଟା ସଂରକ୍ଷିତ ଜଙ୍ଗଲରେ ଶନିବାର ପ୍ରତ୍ୟୁଷରେ ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ...

ଧର୍ମଶାଳାରେ ରୋଗୀଙ୍କୁ ଭେଟିଲେ ପିସିସି ସଭାପତି ଭକ୍ତ ଦାସ

ଧର୍ମଶାଳା,୧୪ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ମଧ୍ୟାହ୍ନରେ ପିସିସି ସଭାପତି ଭକ୍ତ ଦାସ ପହଞ୍ଚିଛନ୍ତି। ଧର୍ମଶାଳା ଅଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତ...

ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଭେଟିଲେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଧର୍ମଶାଳା,୧୪ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଡକ୍ଟର ଡି.ବୃନ୍ଦା ଶନିବାର ପୂର୍ବାହ୍ନରେ ପହଞ୍ଚି ସ୍ଥିତି ପରଖିବା...

ଦୃଷ୍ଟି ଆଢୁଆଳରେ ପର୍ଯ୍ୟଟନ କ୍ଷେତ୍ର: ମୁକୁଳା ପଡ଼ିଛି ଡୁଲୁରୀ ପାଇନବଣ, ରାଜସ୍ବ ହରାଉଛି ପ୍ରଶାସନ

ଦାରିଙ୍ଗବାଡ଼ି,୧୪ା୬(ଅରୁଣ ସାହୁ): ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲୁଛନ୍ତି। ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ଖରାଛୁଟିରେ ଛାତ୍ରୀଛାତ୍ର ପରିବାର ସହ ଦାରିଙ୍ଗବାଡ଼ିର ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ଏହି ପରିପ୍ରେକ୍ଷୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri